Posted inଜାତୀୟ

ତେଲେଙ୍ଗାନା ଗଣ ବଳାତ୍କାରକୁ ନେଇ କମ୍ପିଲା ଗୃହ

ନୂଆଦିଲ୍ଲୀ,୨।୧୨: ସଂସଦର ଶୀତ ଅଧିବେଶନ ସମୟରେ ସୋମବାର ତେଲେଙ୍ଗାନା ଗଣ ବଳାତ୍କାରକୁ ନେଇ ବିରୋଧୀ ପ୍ରଶ୍ନ ଉଠାଇଛନ୍ତି। କେବଳ ସେତିକି ନୁହେଁ ଆମ୍‌ ଆଦମୀ ପାର୍ଟି(ଏଏପି) ଏମ୍‌ପି ସଞ୍ଜୟ ସିଂ ନିର୍ଭୟା ଗଣ ବଳାତ୍କାର କଥା ମଧ୍ୟ ଉଠାଇଛନ୍ତି। ସେ କହିଛନ୍ତି ନିର୍ଭୟା ମାମଲାର ଦୋଷୀଙ୍କୁ ଏପର୍ଯ୍ୟନ୍ତ କାହିଁକି ଦଣ୍ଡ ମିଳିନାହିଁ। ଏହାପରେ ଜୟା ବଚ୍ଚନ କହିଥିଲେ ବଳାତ୍କାର ମାମଲାକୁ ନେଇ ସେ ଗୃହରେ ଅନେକ ଥର ପ୍ରଶ୍ନ ଉଠାଇଥିଲେ ମଧ୍ୟ ସରକାର କେବେ ଏହା ଉପରେ କାର୍ଯ୍ୟାନୁଷ୍ଠାନ ନେବେ ବୋଲି ସେ ପୁଣି ପ୍ରଶ୍ନ କରିଛନ୍ତି। କଂଗ୍ରେସ ନେତା ଗୁଲାମ ନବି ଆଜାଦ ମଧ୍ୟ ତେଲେଙ୍ଗାନା ଗଣ ବଳାତ୍କାର ମାମଲା କଥା ଉଠାଇ ଦୋଷୀଙ୍କୁ କଠୋର ଦଣ୍ଡ ଦେବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫି ବୃଦ୍ଧିକୁ ନେଇ ସଂସଦ ମୁହାଁ ଜେଏନ୍‌ୟୁ ଛାତ୍ର

ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀ ଜବାହାର ଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ରେ ଫି ବୃଦ୍ଧିକୁ ନେଇ ଦେଖାଦେଇଥିବା ବିବାଦ ଥମିବାରେ ନାଁ ନେଉନି। ସୋମବାର ଶୀତକାଳିନ ଅଧିବେଶନ ଆରମ୍ଭ...

ଡିଜିଟାଲ ଜ୍ଞାନକୌଶଳ ଦ୍ୱାରା ଅନୁପ୍ରବେଶ ସାଇବର ସୁରକ୍ଷା ପାଇଁ ଆହ୍ବାନ ସୃଷ୍ଟି କରିଛି…

ନୂଆଦିଲ୍ଲୀ,୨୧।୧ : ସମ୍ପ୍ରତି ଡିଜିଟାଲ ଜ୍ଞାନକୌଶଳ ଦ୍ୱାରା ଅନୁପ୍ରବେଶ ସାଇବର ସୁରକ୍ଷା ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି। ଏଣ୍ଡ-ଟୁ-ଏଣ୍ଡ ସୁରକ୍ଷା କିପରି ସୁନିଶ୍ଚିତ ହେବ...

୧୫ ଦିନର ପୁଅକୁ ଅପହରଣ କଲେ ବାପା: କାରଣ ଜାଣିଲେ ହେବେ ଭାବପ୍ରବଣ

ଚଣ୍ଡିଗଡ,୨୩।୨:ପଞ୍ଜାବର ଅମ୍ବାଲା ଜିଲାରେ ଏକ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି। ଜଣେ ପିତା ନିଜ ପୁଅକୁ ଅପହରଣ କରିନେଇଛନ୍ତି। ଏନେଇ ସ୍ବାମୀଙ୍କ ବିରୋଧରେ ପୋଲିସ...

ଚାଇନାର ପୂର୍ବତନ ଯବାନଙ୍କୁ ଭାରତ ଆସିବାକୁ ଭିଜା ମିଳିଲା

ଭୋପାଳ,୬-୯(ପି.ଟି.): ଚାଇନାର ଜଣେ ପୂର୍ବତନ ଯବାନ ଓ୍ବାଙ୍ଗ୍‌ ଚାଙ୍ଗ୍‌ କି(୮୦)ଙ୍କୁ ଭାରତ ଫେରିବା ଲାଗି ଭିଜା ମିଳିଛି। ୧୯୭୪ରେ ସେ ମଧ୍ୟପ୍ରଦେଶରେ ବିବାହ କରି ୨୦୧୭ରେ...

ନେପାଳର ନୂଆ ରାଷ୍ଟ୍ରଦୂତ ହେଲେ ନବୀନ ଶ୍ରୀବାସ୍ତବ

ନୂଆଦିଲ୍ଲୀ,୧୮।୫: ନବୀନ ଶ୍ରୀବାସ୍ତବଙ୍କୁ ଭାରତ ପକ୍ଷରୁ ନେପାଳର ନୂଆ ରାଷ୍ଟ୍ରଦୂତ ଭାବେ ନିଯୁକ୍ତ କରାଯାଇଛି। ଏହା ପୂର୍ବରୁ ନବୀନ ବହିର୍ବ୍ୟାପାର ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଭାବେ...

ଲାଲ୍‌ଟୋପି ଭାଜପାକୁ ବିପଦ

ଗୋରଖପୁର/ଲକ୍ଷ୍ନୌ,୮।୧୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଶାସକ ବିରୋଧୀଙ୍କ ବାକ୍‌ଯୁଦ୍ଧ ସେତିକି ତୀବ୍ର ହେବାରେ ଲାଗିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର...

ପଟିଆଲାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ପଟିଆଲା(ପଞ୍ଜାବ),୨୯।୪: ଶିବସେନା କର୍ମକର୍ତ୍ତା ଶୁକ୍ରବାର ଖଲିସ୍ତାନ ବିରୋଧରେ ଏକ ଶୋଭାଯାତ୍ରା ବାହାର କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ଶିବସେନା କର୍ମକର୍ତ୍ତା ଓ...

୩୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

Advertisement
Archives

Model This Week