Posted inଜାତୀୟ

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ପୁଅ କହିଥିଲେ, ଲୋକେ ଶୀଘ୍ର ଫଳାଫଳ ଚାହୁଁଛନ୍ତି: ୬ ଘଣ୍ଟାରେ ଅଭିଯୁକ୍ତ ସଫା

ହାଇଦ୍ରାବାଦ୍‌,୬।୧୨: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓଙ୍କ ପୁଅ କେଟି ରାମା ରାଓ ହାଇଦ୍ରାବାଦ୍‌ ଏନକାଉଣ୍ଟର ପୂର୍ବରୁ ଏକ ବୟାନ ଦେଇଥିଲେ। ଯାହା ଏବେ ଟ୍ରେଣ୍ଡ୍‌ ହେବାରେ ଲାଗିଛି। ସେ ଏନକାଉଣ୍ଟର ପୂର୍ବଦିନ ଅର୍ଥାତ୍‌ ଗୁରୁବାର ଦିନ ଗଣମାଧ୍ୟମରେ କହିଥିଲେ, ଗଣବଳାତ୍କାର ମାମଲାରେ ଲୋକେ ଶୀଘ୍ର ଫଳାଫଳ ଚାହୁଁଛନ୍ତି। କେଟି ଏକଥା କହିବାର ମାତ୍ର ୬ ଘଣ୍ଟା ମଧ୍ୟରେ ୪ ଅଭିଯୁକ୍ତ ଏନକାଉଣ୍ଟରେ ମୃତ୍ୟୁ ଘଟିଥିଲା। ସୂଚନାଯୋଗ୍ୟ, ଶୁକ୍ରବାର ସକାଳୁ ସାରା ଦେଶକୁ ଦୋହଲାଇ ଦେଇଥିବା ହାଇଦରାବାଦ ଡାକ୍ତରାଣୀ ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କର ପୋଲିସ ଏନକାଉଣ୍ଟରରେ ମୃତ୍ୟୁ ଘଟିଛି। ପୋଲିସ ଗୁରୁବାର ରାତିରେ ୪ ଅଭିଯୁକ୍ତଙ୍କୁ ଘଟଣାସ୍ଥଳକୁ ନେଇ ତଦନ୍ତ କରୁଥିବାବେଳେ ସେମାନେ ଫେରାର ହେବାକୁ ଉଦ୍ୟମ କରିଥିଲେ। ଫଳରେ ପୋଲିସ ବାଧ୍ୟ ହୋଇ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲା। ଭୋର ପ୍ରାୟ ୩ଟାରୁ ୬ ଟା ମଧ୍ୟରେ ଏହି ଘଟଣା ଘଟିଛି। ଯେଉଁ ସ୍ଥାନରେ ଅଭିଯୁକ୍ତମାନେ ଡାକ୍ତରାଣୀଙ୍କୁ ମାରିଥିଲେ ସେହିଠାରେ ହିଁ ୪ ଜଣଙ୍କୁ ଏନକାଉଣ୍ଟର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri