ତେଲେଙ୍ଗା ବଜାରରେ ଅଗ୍ନିକାଣ୍ଡ : ଜଳିଗଲା ୪୦ରୁ ୫୦ ଲକ୍ଷ ଟଙ୍କାର ସାମଗ୍ରୀ

କଟକ ଅଫିସ, ୫।୧: କଟକର ପୁରୀଘାଟ ଥାନା ଅନ୍ତର୍ଗତ ତେଲେଙ୍ଗା ବଜାରରେ ଥିବା ରଘୁନାଥଜୀଉ ସପ୍ଲାୟର୍ସରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଥିବା ପ୍ରାୟ ୪୦ରୁ ୫୦ ଲକ୍ଷ ଟଙ୍କାର ଇଲେକ୍ଟ୍ରୋନିକ୍‌ ସାମଗ୍ରୀ ସମ୍ପୂର୍ଣ୍ଣ ଜଳି ଯାଇଥିବା ଷ୍ଟୋର ମାଲିକ ବସନ୍ତ କୁମାର ଦାସ କହିଛନ୍ତି।

ଶର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ତେବେ ପାଖରେ ଥିବା ଦୋକାନଗୁଡିକର କୌଣସି କ୍ଷତି ଘଟି ନ ଥିବା ଜଣାପଡ଼ିଛି। ଷ୍ଟୋର ବାହାର ପଟୁ ବନ୍ଦ ରହିଥିବାବେଳେ ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ସିଡିଏ ଅଗ୍ନିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବରପାଇ ଅଗ୍ନିଶମ ବିଭାଗର କର୍ମଚାରୀ ୨ଟି ଗାଡି ସହ ଘଟଣାସ୍ଥଳରେ ପହଞ୍ଚି ପ୍ରାୟ ୧ ଘଣ୍ଟା ପ୍ରଚେଷ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା କରି ଦିଆଯାଉଛି ଦୁର୍ଘଟଣାର ରୂପ

ନୂଆପଡ଼ା,୫।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ କୋଟେନଚୁଆ ପଞ୍ଚାୟତ ତିଲେଇଝର ଗାଁରେ ଶୁକ୍ରବାର ରାତିରେ ଜଣେ ଯୁବକଙ୍କ ଟ୍ରାକ୍ଟରରୁ ପଡି ମୃତ୍ୟୁ ଘଟିଥିବା ଖରିଆର ରୋଡ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…

ନୈତିକ ଦୁର୍ବଳତାର ପ୍ରତୀକ

ଚୌହାନ ଚଳଚ୍ଚିତ୍ରର ଟିଜର ହେଉଛି ସଂଖ୍ୟାବହୁଳବାଦ ସମ୍ପର୍କରେ ପ୍ରଚାର କରୁଥିବା ସିନେମାଗୁଡ଼ିକ ମଧ୍ୟରେ ଏକ ସଦ୍ୟତମ ଦୃଷ୍ଟାନ୍ତ। ଏଥିରେ କୁହାଯାଇଛି ଯେ, ଲୁହବୁହା ଗ୍ୟାସ୍‌ର ପ୍ରଭାବ ନାହିଁ।…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri