ତେଲ ଗୋଦାମ ଉପରେ ଚଢ଼ାଉ: ଭୁବନେଶ୍ୱର ପଠାଗଲା ନମୁନା

ରାୟଗଡ଼ା ଅଫିସ,୩।୨: ରାୟଗଡ଼ାର ଗୌତମନଗରରେ ଥିବା ଏକ ତେଲ ଗୋଦାମ ଉପରେ ଟାଉନ ପୋଲିସ ସୋମବାର ଚଢ଼ାଉ କରିଛି । ଉକ୍ତ ଗୋଦାମରେ ବେଆଇନ ଭାବେ ନିମ୍ନ ମାନର ତେଲ ପ୍ୟାକିଂ କରାଯାଇ ସହରରେ ବିକ୍ରି କରାଯାଉଥିବା ପୋଲିସ ପାଖେ ଖବର ପହଞ୍ଚିଥିଲା। ଖବର ପାଇ ପୋଲିସ ଉକ୍ତ ଗୋଦାମ ଉପରେ ଚଢ଼ାଉ କରିଥିଲା। ଚଢ଼ାଉରେ କେତେକ ତେଲ ପ୍ୟାକେଟ ଏବଂ ନଥିପତ୍ର ଜବତ ହୋଇଥିବା ବେଳେ ଜବତ ତେଲକୁ ଜନସ୍ବାସ୍ଥ୍ୟ ଅଧିକାରୀ ଓ ଖାଦ୍ୟ ସୁରକ୍ଷା ଅଧିକାରୀକୁ ହସ୍ତାନ୍ତର କରାଯାଇଛି । ଏହାର ନମୁନାକୁ ଭୁବନେଶ୍ୱର ପଠାଯାଇଛି। ସେଠାରୁ ରିପୋର୍ଟ ଆସିବା ପରେ ଗୋଦାମ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଗଞ୍ଜାମ-ଗଜପତି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ….

ଭୁବନେଶ୍ୱର/ଛତ୍ରପୁର, ୨୯।୧୦(ସୁନିତ୍‌ ମିଶ୍ର/ଦିଲ୍ଲୀପ ସାମଲ): ସ୍ପେଶାଲ ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟସ୍ଥିତ ରାଜ୍ୟ ଜରୁରିକାଳୀନ ନିୟନ୍ତ୍ରଣ କକ୍ଷଠାରେ ଗୁରୁବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ଅର୍ଣ୍ଣବକୁ…

କାଲି ମିଳିବ ୨୪ତମ ପିଏମ୍‌ କିଷାନ କିସ୍ତି, ରାଜ୍ୟର ୩୫.୩୯ ଲକ୍ଷ ଚାଷୀଙ୍କ…

ଭୁବନେଶ୍ୱର, ୨୯।୧୦(ସୁନିତ୍‌ ମିଶ୍ର): ପିଏମ୍‌ କିଷାନ ଉତ୍ସବ ଦିବସ ଅବସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି(ପିଏମ୍‌ କିଷାନ) ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି…

ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଭୟଙ୍କର ଦୁର୍ଘଟଣା: ବ୍ୟାରିକେଡ଼ରେ ପିଟିହୋଇ ହୁତୁହୁତୁ ହୋଇ ଜଳିଗଲା କାର୍, ୨ ଯାତ୍ରୀ…

ଜୁନାଗଡ଼, ୨୯।୧୦ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ହାତୀ ନଦୀ ପୋଲ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ମୋଟର…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ଚାଇନାକୁ ପରାସ୍ତ କରି ଭାରତର ବିଜୟ ଧାରା ଜାରି

ଜଳନ୍ଧର,୨୯ା୧୦: ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ହକି ଦଳ ଚଳିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟରେ ବିଜୟ ଧାରା ଜାରି ରଖିଛି। ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଧିନାୟକ…

ମୁଖ୍ୟରାସ୍ତାରେ ଛାତିଏ ପାଣି, ଘରେ ପଶିଲା ବନ୍ୟାଜଳ: ଦିଗପହଣ୍ଡି NAC ବୁଲି ସ୍ଥିତି ପରଖିଲେ ବିଧାୟକ, ସାହି-ବସ୍ତି ବୁଲି…

ଦିଗପହଣ୍ଡି, ୨୯।୧୦ (ଅଶେଷ ନାଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଲଗାଣ ପ୍ରବଳ ବର୍ଷା ଯୋଗୁ ଦିଗପହଣ୍ଡି ଏନ୍‌ଏସି (NAC) ଅଞ୍ଚଳରେ ବ୍ୟାପକ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି…

ଆମ୍ବୁଲାନ୍ସରେ ଭୟଙ୍କର ବିସ୍ଫୋରଣ: ୧୦ ମୃତ

କରାଚୀ, ୨୯ା୧୦ : ଦକ୍ଷିଣ ପାକିସ୍ତାନର ଏକ ସରକାରୀ ଚିକିତ୍ସାଳୟ ପରିସରରେ ଠିଆ ହୋଇଥିବା ଏକ ଆମ୍ବୁଲାନ୍ସ ଭିତରେ ଅକ୍ସିଜେନ ସିଲିଣ୍ଡର ବିସ୍ଫୋରଣ ଘଟି ଜଣେ ରୋଗୀଙ୍କ…

ଆନ୍ତର୍ଜାତୀୟ ମେଡିକାଲ ପ୍ରବେଶିକାରେ କେନ୍ଦୁଝର ପୁଅ ସିଦ୍ଧାର୍ଥଙ୍କ କମାଲ: IMAT-2026ରେ ୪୮ତମ ସ୍ଥାନ, ପାଇବେ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖୋରୀ ପଞ୍ଚାୟତର ପି.ଡି. ସିଦ୍ଧାର୍ଥ ସାରଥୀ ବେଜ ଆନ୍ତର୍ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (IMAT-2026)ରେ…

ଚିକେନ୍ କିଣିବାକୁ ଯାଇ ବିବାହିତ ଯୁବକ ନିଖୋଜ: ସୁଇଚ୍ ଅଫ୍ ଅଛି ମୋବାଇଲ୍ ଫୋନ୍, ପାଟଣା ଥାନାର ଦ୍ୱାରସ୍ଥ…

ପାଟଣା, ୨୯।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ସାଧୁପଡ଼ାରେ ଭଡ଼ାଘରେ ରହୁଥିବା ଜଣେ ବିବାହିତ ଯୁବକ ଚିକେନ୍ କିଣିବାକୁ ବଜାରକୁ ଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?