ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ, ଜଣେ ଗିରଫ

ରାଇକିଆ,୨୨।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ପୋଲିସ ଏକ ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ ଜିଲାର ଗୋଲକ ବିହାରୀ ଦାସ। ଶୁକ୍ରବାର ଭୋରରେ ପେଟ୍ରୋଲିଂ ଟିମ୍‌ ତେଲ ଟ୍ୟାଙ୍କରକୁ ଅଟକାଇ ଯାଞ୍ଚବେଳେ ସେଥିରୁ ଗଞ୍ଜେଇ ମିଳିଥିଲା। ଡ୍ରାଇଭର ସିଟ୍‌ ପଛପଟେ ତିନୋଟି ପ୍ୟାକେଟରେ ଏହା ଥିଲା। ରାଇକିଆ ତହସିଲଦାର ସାରଦାକାନ୍ତି ଦଳେଇଙ୍କ ଉପସ୍ଥିତିରେ ଜବତ ଗଞ୍ଜେଇ ଓଜନ କରାଯିବା ପରେ ୫୦ କେଜି ଥିବା ଜଣା ପଡିଥିଲା। ନଂ.୨୮/୨୦ରେ ରାଇକିଆ ଥାନାରେ ମାମଲା ରୁଜୁ ହୋଇଥିବା ଥାନା ଅଧିକାରୀ ଅଲେଖ ଗରଡିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri