ତେଲ ଟ୍ୟାଙ୍କର ବିସ୍ଫୋରଣ: ୬୨ ନିହତ

ଦାର୍‌ ଏସ୍‌ ସଲାମ (ତାଞ୍ଜାନିଆ),୧୧ା୮: ତାଞ୍ଜାନିଆର ମୋରୋଗୋରୋ ସହରରେ ଏକ ତେଲ ଟ୍ୟାଙ୍କର ବିସ୍ଫୋରଣ ହେବାରୁ ୬୨ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନୂ୍ୟନ ୭୦ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଦୁର୍ଘଟଣାଗ୍ରସ୍ତ ଏହି ଟ୍ୟାଙ୍କରରୁ ଶନିବାର ଲୋକମାନେ ତେଲ ଚୋରି କରୁଥିବାବେଳେ ତାହା ବିସ୍ଫୋରଣ ହୋଇଥିଲା। ପୂର୍ବ ଆଫ୍ରିକୀୟ ଦେଶରେ ଏହା ସବୁଠୁ ଭୟାବହ ଦୁର୍ଘଟଣା ବୋଲି କୁହାଯାଉଛି। ତାଞ୍ଜାନିଆ ସରକାର ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହ ମୃତକଙ୍କ ପରିବାର ଓ ସମ୍ପର୍କୀୟଙ୍କୁ ସମବେଦନା ଜଣାଇଛନ୍ତି।
ଆର୍ଥିକ କେନ୍ଦ୍ର କୁହାଯାଉଥିବା ଦାର୍‌ ଏସ୍‌ ସଲାମ୍‌ଠାରୁ ୨୦୦ କିଲୋମିଟର ଦୂରରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାଗ୍ରସ୍ତ ଉକ୍ତ ଟ୍ୟାଙ୍କରରୁ ତେଲ ସଂଗ୍ରହ କରିବା ପାଇଁ ଶତାଧିକ ଲୋକ ରୁଣ୍ଡ ହୋଇଥିବାବେଳେ ତାହା ବିସ୍ଫୋରଣ ହୋଇଥିଲା ବୋଲି ଆସୋସିଏଟେଡ୍‌ ପ୍ରେସ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଟିକା ନେଇ ନ ଥିବା ଲୋକଙ୍କ ପାଇଁ ୟୁରୋପରେ ଲକଡାଉନ

ଇସେଲ୍ସ,୨୧ ।୧୧: ଏବେ କରୋନା ମହାମାରୀର କେନ୍ଦ୍ର ହୋଇଛି ୟୁରୋପ । ଏହାର ବିଭିନ୍ନ ଦେଶରେ ବେଳକୁ ବେଳ ନୂଆ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି...

‘ରୁଷିଆର ଏବେ କେବଳ ୪ ବନ୍ଧୁ ଅଛନ୍ତି’

କ୍ୱିଭ,୩।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ରୁଷିଆ ଦିନକୁ ଦିନ ଆକ୍ରୋଶମୂଳକ ହୋଇପଡ଼ିଛି। ଏସବୁ...

ସତ ଲୁଚାଉଛି ଚାଇନା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪ା୪: କରୋନା ଭାଇରସ୍‌ର ଉତ୍ପତ୍ତିସ୍ଥଳ କୁହାଯାଉଥିବା ଉହାନ ଭିତରକୁ ଯିବା ପାଇଁ ଆମେରିକୀୟ ବୈଜ୍ଞାନିକମାନଙ୍କୁ ମନା କରିଦେଇଛି ଚାଇନା। ଉହାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜି କିମ୍ବା...

ହିଜାବ ବିରୋଧରେ ମଞ୍ଚରେ ଚୁଟି କାଟିଲେ ଗାୟିକା ମେଲେକ ମୋସୋ

ଇସ୍ତାନବୁଲ/ତେହେରାନ,୨୯ ।୯: ଇରାନରେ ଥମୁନି ହିଜାବ ବିରୋଧି ପ୍ରଦର୍ଶନ । ଏହି ବିରୋଧ ପ୍ରଦର୍ଶନକାରୀଙ୍କୁ ସମର୍ଥନ ଜଣାଇ ତୁର୍କିର ଗାୟିକା ମେଲେନ ମୋସୋ ସର୍ବସାଧାରଣ ମଞ୍ଚ...

ନାବାଳିକା ଛାତ୍ରୀଙ୍କୁ ଛୁରି ଭୁସି ହତ୍ୟା କଲେ ଦୁଇ ଛାତ୍ରୀ

ବର୍ଲିନ,୧୭ା୩: ଜର୍ମାନୀରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇଜଣ ନାବାଳିକା ଛାତ୍ରୀ ଏକାଠି ହୋଇ ଜଣେ ୧୨ ବର୍ଷର ସହପାଠିନୀଙ୍କୁ ଅତି ନିର୍ମମ ଭାବରେ...

ପେଟ ଭରି ପିଜା ଖାଇଲେ ମହାକାଶଚାରୀ, ପିଜା ପାର୍ଟି ଭିଡ଼ିଓ ଭାଇରାଲ…

ଓ୍ବାଶିଂଟନ,୨୯।୮: ପୃଥିବୀରେ ପିଜା ଖାଇବା ଅତି ସାଧାରଣ କଥା। ମାତ୍ର ସ୍ପେସ୍‌ ଷ୍ଟେଶନରେ ବିଭିନ୍ନ କଟକଣା ମଧ୍ୟରେ ବସି ପିଜା ଖାଇବା କିଛି କମ୍‌ କଥା...

ଆଲୋଚନା ପାଇଁ ପୁଟିନ୍‌ଙ୍କୁ ନିମନ୍ତ୍ରଣ କଲେ ୟୁକ୍ରେନ୍‌ ରାଷ୍ଟ୍ରପତି

ମସ୍କୋ/କ୍ୱିଭ୍‌,୨୫।୨: ଶେଷରେ ମୁଣ୍ଡ ନୁଆଁଇଲା ୟୁକ୍ରେନ୍‌। ଦୁଇଦିନ ଧରି ରୁଷିଆର ଆକ୍ରମଣକୁ ଯଥା ସମ୍ଭବ ଜବାବ ଦେବାକୁ ଚେଷ୍ଟା କରିବା ପରେ ଏକ ପ୍ରକାର ହାର...

କରୋନା ଟିକା ଆସିବା ପରେ ବି ୨୦୨୧ ଶେଷ ସୁଦ୍ଧା ସ୍ୱାଭାବିକ ହେବନାହିଁ ଜୀବନ!

ୱାଶିଂଟନ,୧୩ ।୯: କରୋନା ଭାଇରସ ଦିନକୁ ଦିନ କମ୍ ହେବା ପରିବର୍ତ୍ତେ ଏହା ବଢି ବଢି ଚାଲିଛି । ଆମେରିକା, ଭାରତ ଓ ବ୍ରାଜିଲରେ କରୋନା...

Advertisement
Archives

Model This Week