ତୈଳ କମ୍ପାନୀ ମିଶ୍ରଣ ଯୋଜନା ନାହିଁ

ନୂଆଦିଲ୍ଲୀ,୯-୭: ଦେଶର ରାଷ୍ଟ୍ରାୟତ୍ତ ତୈଳ ଏବଂ ଗ୍ୟାସ କମ୍ପାନୀଗୁଡିକୁ ମିଶ୍ରଣ ନେଇ କୌଣସି ଯୋଜନା ବର୍ତ୍ତମାନ ନାହିଁ। ଏ ସଂକ୍ରାନ୍ତ କୌଣସି ପ୍ରସ୍ତାବ ଉପରେ ପେଟ୍ରୋଲିୟମ ମନ୍ତ୍ରଣାଳୟ ବିଚାର କରୁନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ଏଚ୍‌ପିସିଏଲ୍‌)ରେ ଥିବା ସରକାରଙ୍କ ଅଂଶଧନକୁ ଗତବର୍ଷ ରାଷ୍ଟ୍ରାୟତ୍ତ ଅଏଲ ଆଣ୍ଡ ନାଚୁରାଲ ଗ୍ୟାସ କର୍ପୋରେଶନ(ଓଏନ୍‌ଜିସି) ଅଧିଗ୍ରହଣ କରିଛି। ସେହିଭଳି ରାଷ୍ଟ୍ରାୟତ୍ତ ଗେଲ୍‌ ଇଣ୍ଡିଆକୁ ଇଣ୍ଡିଆନ ଅଏଲ ଏବଂ ଭାରତ ପେଟ୍ରୋଲିୟମ ଅଧିଗ୍ରହଣ ନେଇ ଇଛୁକ ଥିବା ସେ କହିଛନ୍ତି। ଏହି ଦୁଇ ସଂସ୍ଥା ଭିନ୍ନ ଭାବେ ଗେଲ୍‌ର ଅଧିଗ୍ରହଣ ନେଇ ଇଛୁକ ଥିବା ୨୦୧୮ ଫେବୃୟାରୀରେ ପ୍ରସ୍ତାବ ରହିଥିଲା। ବର୍ତ୍ତମାନ ଗେଲ୍‌ ଇଣ୍ଡିଆରେ ସରକାରଙ୍କର ୫୪.୮୯% ଅଂଶଧନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିୟଲମି ଆଣିଲା ନୂଆ ସି୨ ସ୍ମାର୍ଟଫୋନ

ଭୁବନେଶ୍ୱର,୧୬-୬(ବ୍ୟୁରୋ): ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ ରିୟଲମି ପକ୍ଷରୁ ଓଡ଼ିଶା ବଜାରରେ ନୂଆ ସି୨ ସ୍ମାର୍ଟଫୋନ ମଡେଲର ପ୍ରବେଶ କରାଯାଇଛି। ସ୍ଥାନୀୟ ଶହୀଦନଗରସ୍ଥିତ ଲକ୍ଷ୍ମୀ ମୋବାଇଲ ଏବଂ...

ସାନିଟାଇଜର ପ୍ରସ୍ତୁତି ଲାଗି ଅଧିକ କମ୍ପାନୀଙ୍କୁ ଅନୁମତି

ନୂଆଦିଲ୍ଲୀ,୨୭। ୩: କରୋନା ପାଇଁ ଏବେ ସାରା ଦେଶରେ ସାନିଟାଇଜର ଚାହିଦା ପ୍ରବଳମାତ୍ରାରେ ବୃଦ୍ଧି ଘଟିଛି। ଏବେ ଲକ୍‌ଡାଉନ ଚାଲିଥିବା ବେଳେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ...

ନାତି ସହ ସେଲ୍‌ଫି ନେଲେ ମୁକେଶ ଅମ୍ବାନୀ

ଘରେ ଶିଶୁଟିଏ ଜନ୍ମ ନେଲେ ପରିବାରଲୋକଙ୍କ ମଧ୍ୟରେ ଖୁସିର ଲହର ଖେଳିଯାଏ। ଠିକ୍‌ ସେପରି ହୋଇଛି ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ କ୍ଷେତ୍ରରେ। ଗୁରୁବାର ବଡ଼ ବୋହୁ...

ଫାଇନାନ୍ସ ବିକଳ୍ପକୁ ବୃଦ୍ଧି କରୁଛି ହୋଣ୍ଡା

ନୂଆଦିଲ୍ଲୀ,୧୦।୭: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ ଗ୍ରାହକଙ୍କ ଲାଗି ଖୁଚୁରା ଫାଇନାନ୍ସ ବିକଳ୍ପକୁ ବୃଦ୍ଧି କରୁଛି। ଏହି ପଦକ୍ଷେପ ଅନ୍ତର୍ଗତ କମ୍ପାନୀ ଚୋଳମଣ୍ଡଳମ୍‌...

‘ଇଣ୍ଡିପେଣ୍ଡେନ୍‌ସ’ର ବଜାର ପ୍ରବେଶ

ନୂଆଦିଲ୍ଲୀ,୧୯।୧୨: ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ (ଆର୍‌ଆଇଏଲ୍‌)ର ସହଯୋଗୀ ସଂସ୍ଥା ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ (ଆର୍‌ଆର୍‌ଭିଏଲ୍‌)ର ନୂତନ ୟୁନିଟ ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡ (ଆର୍‌ସିପିଏଲ)...

ଚିନ୍ତା ବଢ଼ାଇପାରେ ୧.୬୭ ଲକ୍ଷ କୋଟିର କର୍ପୋରେଟ ଋଣ

ନୂଆଦିଲ୍ଲୀ,୬।୭: କୋଭିଡ୍‌-୧୯ ଯୋଗୁ ବଜାର ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। ଘରୋଇ ବଜାରର ପ୍ରମୁଖ ୫୦୦ କମ୍ପାନୀ ନେଇଥିବା ୧.୬୭ ଲକ୍ଷ କୋଟିର କର୍ପୋରେଟ ଋଣ...

ଚଳିତ ବର୍ଷ ବୃଦ୍ଧି ପାଇବ ଖାଦ୍ୟଶସ୍ୟ ଉତ୍ପାଦନ

ନୂଆଦିଲ୍ଲୀ,୨୧।୮: ଚଳିତ ବର୍ଷ ଦେଶର ଖାଦ୍ୟଶସ୍ୟ ଉତ୍ପାଦନ ପୂର୍ବ ବର୍ଷଠାରୁ ରେକର୍ଡ ପରିମାଣରେ ବୃଦ୍ଧି ପାଇବ ବୋଲି କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ...

ପୁଣି ରୋଷେଇ ଘରେ ମହଙ୍ଗା ମାଡ: ପ୍ରତି ୟୁନିଟ୍‌ ପିଛା ୨.୬୩ ଟଙ୍କା ବଢ଼ିଲା ପିଏନ୍‌ଜି

ନୂଆଦିଲ୍ଲୀ,୫।୮: ଗତ କିଛି ଦିନରୁ ଦେଶରେ ଲଗାତର ଭାବେ ଦରବୃଦ୍ଧି ପାଇବାରେ ଲାଗିଛି। ଯାହା ଲୋକଙ୍କ ନିଦ ହଜାଇ ଦେଇଛି। ଇତିମଧ୍ୟରେ ଦିଲ୍ଲୀବାସୀଙ୍କୁ ପୁଣିଥରେ ଆଉ...

Advertisement
Archives

Model This Week