ତୈଳ ବିପଣନ କମ୍ପାନୀଗୁଡିକ ପକ୍ଷରୁ ରୁକୋ କାର୍ଯ୍ୟକ୍ରମ

ଭୁବନେଶ୍ୱର,୪-୧୦: ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ତୈଳ ବିପଣନ କମ୍ପାନୀଗୁଡ଼ିକ ପକ୍ଷରୁ ୧୦୦ ସହରରେ ରନ୍ଧନ ତୈଳର ପୁନଃବ୍ୟବହାର ଲାଗି ସଚେତନତା କାର୍ଯ୍ୟକ୍ରମ ରୁକୋ ଶୁଭାରମ୍ଭ ହୋଇଛି। ୧୦୦୦ଟି ଭ୍ୟାନ ମାଧ୍ୟମରେ ଏହାକୁ ଆରମ୍ଭ କରାଯାଇଛି। ତୈଳ ଶିଳ୍ପର ରାଜ୍ୟ ସଂଯୋଜକ ତଥା ଇଣ୍ଡିଆନ ଅଏଲ ଓଡିଶା କାର୍ଯ୍ୟାଳୟର ସିଜିଏମ୍‌ ଶୁଭଜିତ ଘୋଷ ସ୍ଥାନୀୟ ଚନ୍ଦ୍ରଶେଖରପୁର ଇଣ୍ଡିଆନ ଅଏଲ ଭବନଠାରେ ଏଲ୍‌ଜିପି ଡେଲିଭରି ଯାନଗୁଡିକୁ ଶୁଭାରମ୍ଭ କରିଥିଲେ। ଉତ୍ତର ସ୍ବାସ୍ଥ୍ୟ ଏବଂ ସ୍ବଚ୍ଛ ପରିବେଶ ଦିଗରେ କମ୍ପାନୀ କାର୍ଯ୍ୟକ୍ରମ ହାତକୁ ନେଇଛି। ଭାରତ ପେଟ୍ରୋଲିୟମ ଏବଂ ହିନ୍ଦୁସ୍ତାନ ପେଟ୍ରୋଲିୟମ ଯାନଗୁଡିକୁ ପୁରୀ ଏବଂ କଟକଠାରେ ଆରମ୍ଭ କରାଯାଇଛି। ଜୈବିକ ଇନ୍ଧନ ଲାଗି ହୋଇଥିବା ଜାତୀୟ ନୀତି ଆଧାରରେ ରନ୍ଧନ ତେଲରୁ ଜୈବ ଇନ୍ଧନ ଉତ୍ପାଦନ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ସିଜିଏମ୍‌ ଘୋଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର

ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri