ତୈଳ ଯୋଗାଣ ନ କରିବାକୁ ଏୟାର ଇଣ୍ଡିଆକୁ ଓଏମ୍‌ସିର ଚେତାବନୀ

ନୂଆଦିଲ୍ଲୀ,୧୧-୧୦: କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆକୁ ତେଲ ଯୋଗାଣ ବନ୍ଦ କରିବା ନେଇ ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀ(ଓଏମ୍‌ସି)ଗୁଡିକ ପୁଣି ଚେତାବନୀ ଦେଇଛନ୍ତି। ମାସିକ ଭିତ୍ତିରେ ଦେୟ ପ୍ରଦାନ କରିବାକୁ ଏୟାର ଇଣ୍ଡିଆକୁ କମ୍ପାନୀଗୁଡିକ କହିଛନ୍ତି। ଏହା ନ ହେଲେ ଅକ୍ଟୋବର ୧୮ ସୁଦ୍ଧା ଦେଶର ୬ ପ୍ରମୁଖ ବନ୍ଦରରେ ତେଲ ଯୋଗାଣ ନ କରିବାକୁ କମ୍ପାନୀଗୁଡିକ ମିଳିତ ଭାବେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?