Posted inଜାତୀୟ

ତୋଗଲକାବାଦ୍‌ ହିଂସା: ଭୀମ ସେନା ମୁଖ୍ୟଙ୍କ ସମେତ ୯୧ ଗିରଫ

ନୂଆଦିଲ୍ଲୀ, ୨୨।୮: ତୋଗଲକାବାଦ୍‌ ହିଂସାରେ ଦିଲ୍ଲୀ ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିରେ ସମ୍ପୃକ୍ତ ଭୀମ ସେନା ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍‌ ଓରଫ୍‌ ରାବଣଙ୍କ ସମେତ ୯୧ ଜଣଙ୍କୁ ଗିରଫ କରାଯାଇଛି। ବୁଧବାର ରାତିରେ ଏହି ହଂସାକାଣ୍ଡ ଘଟିଥିଲା। ଗୁରୁବାର ସକାଳେ ସମଗ୍ର ଅଞ୍ଚଳ ଅର୍ଦ୍ଧ ସାମରିକ ସୁରକ୍ଷାବଳଙ୍କ ଛାଉଣୀରେ ପରିଣତ ହୋଇଛି। ଏହି ଘଟଣାରେ ୧୫ ପୋଲିସକର୍ମୀ ଆହତ ହୋଇଥିବା କୁହାଯାଉଛି। ସନ୍ଥ ରବିଦାସ ମନ୍ଦିର ଭଙ୍ଗାଯିବା ଘଟଣାକୁ ନେଇ ଏଭଳି ହୋଇଛି। ଲୋକଙ୍କୁ ଘଉଡ଼ାଇବା ପାଇଁ ପୋଲିସ ପକ୍ଷରୁ ଲୁହବୁହା ଗ୍ୟାସ ପ୍ରୟୋଗ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟା ପରେ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ଚାନ୍ଦବାଲି/ବାସୁଦେବପୁର,୧୯ା୬(ରତିକାନ୍ତ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ମନ୍ତେଇ ନଦୀର ବାଲିଆପାଳ ଘାଟରେ ନିର୍ମାଣ ହେଉଥିବା ସେତୁର ରୋଡ୍‌ ସର୍ଭେ ବେଳେ ନଦୀରେ ଭାସିଯାଇଥିବା…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲା‘କକ୍ରୋଚ ଜନତା ପାର୍ଟି’, NEET ପ୍ରସଙ୍ଗରେ ଆତ୍ମହତ୍ୟା କରିଥିବା ପିଲାଙ୍କ ପାଇଁ ସରକାରଙ୍କ ନିକଟରେ କଲା ପ୍ରମୁଖ ଦାବି

ନୂଆଦିଲ୍ଲୀ,୧୯।୬: NEET ପେପର୍‌ ଲିକ ବିବାଦ ମଧ୍ୟରେ, ଆତ୍ମହତ୍ୟା ମାମଲା ସମ୍ପର୍କରେ ରାଜନୈତିକ ଏବଂ ସାମାଜିକ ଚାପ ବଢୁଛି। କୋକ୍ରୋଚ ଜନତା ପାର୍ଟି (CJP) ଏହି ପ୍ରସଙ୍ଗରେ…

ଆକାଶର ରାଜା ‘ଏୟାର ଫୋର୍ସ ୱାନ’ର ଯାତ୍ରା ଶେଷ, ୩୫ ବର୍ଷ ଧରି ଆମେରିକାର ରାଷ୍ଟ୍ରପତିଙ୍କ ସେବା କରିବା ପରେ ଅବସର ନେଲା ‘SAM 29000’

ଓ୍ବାଶିଂଟନ,୧୯।୬: ‘ଏୟାର ଫୋର୍ସ ୱାନ’ର ଇତିହାସରେ ଏକ ଚମତ୍କାର ଯୁଗ, ବିଶ୍ୱର ସବୁଠାରୁ ସୁରକ୍ଷିତ, ସବୁଠାରୁ ଅଭେଦ୍ୟ ଏବଂ ଶକ୍ତିଶାଳୀ ବିମାନର ଯାତ୍ରା ଶେଷ ହୋଇଛି। ତିନି…

ଇରାନ-ଆମେରିକା ଶାନ୍ତି ଚୁକ୍ତି ପରେ ଭାରତ ପାଇଁ ଆସିଲା ଖୁସି ଖବର,‘ଦିଶା’ ଆଣିଲା ୬୨୩୭୦ ମେଟ୍ରିକ ଟନ୍‌ LNG

ନୂଆଦିଲ୍ଲୀ,୧୯।୬: ଏଲଏନଜି ଟ୍ୟାଙ୍କର ‘ଦିଶା’ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ଦେଇ ଅତିକ୍ରମ କରିବା ପରେ ଗୁଜରାଟର ଦହେଜ ବନ୍ଦରରେ ପହଞ୍ଚିଛି। ଏହି ମାଲ୍ଟା ପତାକାଯୁକ୍ତ ଟ୍ୟାଙ୍କର…

ଟେଲିଗ୍ରାମକୁ ବଡ଼ ଝଟକା; ଜୁନ ୨୨ପର୍ଯ୍ୟନ୍ତ ଲାଗୁ ହେବ ନିଷେଧ, ଆବେଦନ ଖାରଜ

ନୂଆଦିଲ୍ଲୀ,୧୯।୬: ଦିଲ୍ଲୀ ହାଇକୋର୍ଟ ଆପ ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ପ୍ରତିବନ୍ଧକକୁ ଚ୍ୟାଲେଞ୍ଜ କରି ଟେଲିଗ୍ରାମର ଆବେଦନକୁ ଖାରଜ କରିଦେଇଛନ୍ତି। NEET-UG ପୁନଃପରୀକ୍ଷା ପୂର୍ବରୁ ଜୁନ ୨୨…

୫୬ ତମ ଜନ୍ମଦିନରେ ରାହୁଲଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି, କହିଲେ ମୁଁ ତାଙ୍କର…

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାର ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ଜନ୍ମଦିନରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ…

‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ

ମହାକାଳପଡ଼ା,୧୯ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ବିକାଶ ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ରବି ନାରାୟଣ ଆଚାର୍ଯ୍ୟ, ବ୍ଲକ…

ସରକାରୀ ଡିଜିଟାଲ୍‌ ସମ୍ପତ୍ତିର ପରିଚାଳନାକୁ ନେଇ ପ୍ରଶ୍ନବାଚୀ

ଭୁବନେଶ୍ୱର,୧୯ା୬(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର ଗଠନ କରି ଦୁଇ ବର୍ଷ ପୂରଣ କରିଥିବା ବେଳେ ରାଜ୍ୟ ପ୍ରଶାସନରେ ନୂଆ ଏବଂ ଗମ୍ଭୀର ପ୍ରଶ୍ନବାଚୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri