ସାକ୍ଷୀଗୋପାଳ, ୨୭।୬(ଡି.ଏନ୍.ଏ.): ଫନୀ କ୍ଷତିଗ୍ରସ୍ତଙ୍କ ତ୍ରୁଟିପୂର୍ଣ୍ଣ ତାଲିକା ପ୍ରକାଶନ ବିରୋଧରେ ହିନ୍ଦୁସ୍ଥାନ ନିର୍ମାଣ ଦଳ ତରଫରୁ ପୁରୀ ଜିଲାପାଳ, ଉପଜିଲାପାଳ ଏବଂ ସତ୍ୟବାଦୀ ତହସିଲଦାରଙ୍କୁ ଗୁରୁବାର ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ପୁନର୍ବାର ଯାଞ୍ଚ କରାଯାଇ ପ୍ରକୃତ ହିତାଧିକାରୀଙ୍କୁ ସାମିଲ କରିବାକୁ ଉଲ୍ଲେଖ କରାଯାଇଛି। ବର୍ତ୍ତମାନର ସୂଚୀ ଅନୁସାରେ ୨୦ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀ ଏହି ତାଲିକାରୁ ବାଦ୍ ପଡିଥିବା ଦଳର ଜିଲା ସଂଯୋଜକ କୈଳାଶଚନ୍ଦ୍ର ବରାଳ କହିଛନ୍ତି। ଏହି ତ୍ରୁଟିପୂର୍ଣ୍ଣ ତାଲିକା ସମ୍ପର୍କରେ ସ୍ଥାନୀୟ ବିଧାୟକଙ୍କ ପ୍ରତିନିଧି ସୁନିଲକୁମାର ପଣ୍ଡା ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରିଥିବା ଜଣାପଡ଼ିଛି।

କୋଭିଡ୍-୧୯ ପରିଚାଳନା: ୨୨ ଆଇଏଏସ୍ଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ
ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ବିଭିନ୍ନ ସଂକ୍ରମିତ, ଅଣସଂକ୍ରମିତ ସ୍ଥାନର ସମସ୍ତ ପ୍ରଶାସନିକ କାର୍ଯ୍ୟର ତଦାରଖ ପାଇଁ ୧୨ ଜଣ ଆଇଏଏସ୍ ଅଧିକାରୀଙ୍କୁ ସ୍ବତନ୍ତ୍ର ପର୍ଯ୍ୟବେକ୍ଷକ...

ଗଡ଼ିବ ନୂଆ ମେମୁ ଟ୍ରେନ୍
ଭୁବନେଶ୍ୱର,୨୪।୩: ଭୁବନେଶ୍ୱର ଓ କେନ୍ଦୁଝରଗଡ଼ ଏବଂ ପୁରୀ ଓ ଅନୁଗୋଳ ମଧ୍ୟରେ ମେମୁ ଟ୍ରେନ୍ ଚଳାଚଳ ନେଇ ନିଷ୍ପତ୍ତି ହୋଇଛି। ସେହିଭଳି ବିଶାଖାପାଟଣା-ଜଗଦଳପୁର ବିଶେଷ ଟ୍ରେନ୍...

ବୁଧବାର ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ ଅଫିସ, ୬ା୮: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ଘଣ୍ଟା ଶ୍ରଦ୍ଧାଳୁ...

କ୍ୟାପିଟାଲ ହସ୍ପିଟାଲ ଫାଣ୍ଡିରେ ପୋଲିସକୁ ମାଡ଼ ଘଟଣା : ପୋଲିସକୁ ଘାରିଛି ଆନ୍ଦୋଳନ ଭୟ
ଭୁବନେଶ୍ୱର,୧୨ା୮(ବ୍ୟୁରୋ) : ସଂଘବଦ୍ଧ ଆକ୍ରମଣର ଶିକାର ହୋଇଥିବା କ୍ୟାପିଟାଲ ହସ୍ପିଟାଲ ପାଣ୍ଡିର କନଷ୍ଟେବଳ ଅଜିତ କୁମାର ସ୍ବାଇଁଙ୍କୁ ମିଳୁନି ନ୍ୟାୟ। ଘଟଣାର ୫ଦିନ ବିତିଯାଇଛି। ନ୍ୟାୟ...

ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ଆରମ୍ଭ
ଭୁବନେଶ୍ୱର, ୧୫।୯(ବ୍ୟୁରୋ) ହାଇସ୍କୁଲ ସପ୍ଲିମେଣ୍ଟାରି ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ସୋମବାରଠାରୁ ଆରମ୍ଭ ହୋଇଛି।ଏହା ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ୧୫୩ଟି...

କରୋନା ମୃତକଙ୍କ ପିଲାଙ୍କୁ କିଟ୍ ବିଶ୍ୱବିଦ୍ୟାଳୟରେ ମିଳିବ ନିଃଶୁଳ୍କ ଶିକ୍ଷା
ଭୁବନେଶ୍ୱର, ୨୬।୭(ବ୍ୟୁରୋ)-କାରୋନା ମହାମାରୀ ଜନ ଜୀବନକୁ ବିପର୍ଯ୍ୟସ୍ତ କରି ଦେଇଛି। ଏପରିସ୍ଥିତିରେ ଦୁଃଖରେ ଥିବା କାରୋନା ମୃତକଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଛି କିଟ୍ ବିଶ୍ୱବିଦ୍ୟାଳୟ।...

ଦିନିକିଆ ଅଧିବେଶନ, ଯୋଗଦେବେ ୩୦% ସଦସ୍ୟ
ଭୁବନେଶ୍ୱର,୩୦ା୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ସୋମବାର ଲୋକସେବା ଭବନର ନୂତନ କନ୍ଭେନ୍ଶନ ବିଲ୍ଡିଂରେ ଅନୁଷ୍ଠିତ ହେବ। ଏହି ଅଧିବେଶନରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବ୍ୟୟ...

ବିଭିନ୍ନ ଧର୍ମର ତୀର୍ଥସ୍ଥଳୀ ବିକାଶ ପାଇଁ ୨୩ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ଧର୍ମର ୨୩ଟି ତୀର୍ଥସ୍ଥଳୀର ବିକାଶ ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୩ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥ...