ତ୍ୱଚାରେ ଆସିବ ଚମକ

କ୍ଷୀରରେ କେତେ ପ୍ରକାର ଗୁଣ  ରହିଛି । ଏହା ଆପଣଙ୍କ ସ୍ବାସ୍ଥ୍ୟ ସହ ସୌନ୍ଦର୍ଯ୍ୟରେ ଚମକ ଆଣିଥାଏ। ଏମିତିରେ ମହିଳାମାନେ ସୁନ୍ଦର ଦେଖାଯିବା ପାଇଁ କେତେକ’ଣ ଉପାୟ ଆପଣାଇଥାନ୍ତି। କିନ୍ତୁ ଆପଣ ସେ ସବୁ ଛାଡ଼ି ଘରୋଇ ଉପାୟରେ କ୍ଷୀରକୁ ବ୍ୟବହାର କରିପାରିବେ। ଯାହା ବିଷୟରେ ଆପଣ ହୁଏତ ଜାଣି ନ ଥିବେ।
ମୁହଁରେ ଥିବା ବ୍ରଣଚିହ୍ନ, ଦାଗ, ଦୂର କରିବାକୁ ହେଲେ କ୍ଷୀର ଓ ମହୁ ଭଳି କେତେକ ଘରୋଇ ଉପଚାର କରିବା ଦ୍ୱାରା ଏସବୁ  ଦାଗ ଦୂର ହୋଇଥାଏ…

ମହୁ ଓ କ୍ଷୀର କ୍ଲିଞ୍ଜର
ମୁହଁରେ ଥିବା ଅପରିଷ୍କାର ମଳି ଆଦିକୁ ଦୂର କରିବାକୁ ହେଲେ କ୍ଷୀରରେ ମହୁ ମିଶାଇ ଲଗାନ୍ତୁ। କାହିଁକି ନା ଏହା ଟନିକ୍‌ ପରି କାମ କରିଥାଏ। ଯାହାକୁ ଖାଇବା ଓ ଲଗାଇବା ଦ୍ୱାରା ସ୍କିନ୍‌ ଗ୍ଲୋ କରିଥାଏ। ସ୍କିନ୍‌କୁ ଗୋରା କରିବାକୁ ହେଲେ ଏକ ଛୋଟ ଚାମଚ ମହୁରେ କ୍ଷୀର ମିଶାଇ ୧୦ମିନିଟ୍‌ ଲଗାଇ ଛାଡି ଦିଅନ୍ତୁ। ଏହା ପରେ ମୁହଁକୁ ପାଣିରେ ଧୋଇ ଦିଅନ୍ତୁ। ଦେଖିବେ ଆପଣକୁ କେତେ ଅଲଗା ଲାଗିବ।
ରଙ୍ଗ ସଫା ଓ ମୁଲାୟମ୍‌ ତ୍ୱଚା
କ୍ଷୀରକୁ ପୂରା ଶରୀରରେ ଲଗାଇବା ଦ୍ୱାରା ତ୍ୱଚା ମୂଲାୟମ୍‌ ହୋଇଥାଏ ଓ ତ୍ୱଚା ସଫା ଦେଖାଯାଇଥାଏ। କ୍ଷୀରରେ ଗୋଲାପ ଜଳ ମିଶାଇ ଲଗାଇବା ଦ୍ୱାରା ତ୍ୱଚା ସୁନ୍ଦର ଦେଖାଯାଏ।
ରୁକ୍ଷତାକୁ ଦୂର କରନ୍ତୁ
ମୁହଁରୁ ଦାଗ କୁଞ୍ଚନ ଦୂର କରିବାକୁ ହେଲେ କ୍ଷୀର ବହୁତ ଲାଭକାରୀ ହୋଇଥାଏ। ଦୁଇଚାମଚ ମହୁରେ ତିନି ଚାରି ଚାମଚ କ୍ଷୀର ସର ମିଶାଇ ମୁହଁରେ ଲଗାଇ ଦିଅନ୍ତୁ। ଏହାକୁ ବ୍ୟବହାର କରିବା ଦ୍ୱାରା ଚର୍ମରେ ଲୋଚାକୋଚା କମ୍‌ ଦେଖିବାକୁ ମିଳେ।
ଓଠକୁ କରନ୍ତୁ ସଫ୍ଟ ଓ ଗୋଲାପୀ
ଯଦି ଆପଣଙ୍କ ଓଠ କଳା ତେବେ କ୍ଷୀର ଓଠରେ ଲଗାଇବା ଦ୍ୱାରା ଓଠରେ ଥିବା କଳାପଣ ଦୂର ହୋଇଥାଏ। ଯଦି ଆପଣଙ୍କ ଓଠ ଫାଟୁଥାଏ ତେବେ ରାତିରେ ଶୋଇବା ପୂର୍ବରୁ ଏକ ବୁନ୍ଦା ଗୋଲାପ ଜଳ ଓ ଏକ ବୁନ୍ଦା ଲେମ୍ବୁ ରସ କ୍ଷୀର ସରକୁ ମିଶାଇ ଲଗାଇ ଦିଅନ୍ତୁ। ସକାଳୁ ଦେଖିବେ ଆପଣଙ୍କ ଓଠ ସଫ୍ଟ ଓ ଗୋଲାପୀ ଦେଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ଜୋର୍‌ସୋରରେ ପ୍ରସ୍ତୁତି : ୧୩ରୁ ୧୫ ତାରିଖ ଯାଏ ଚାଲିବ ଏହି ସବୁ କାର୍ଯ୍ୟକ୍ରମ

ଛତ୍ରପୁର, ୧୧।୬ (ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ଦୁଇବର୍ଷର ସଫଳ କାର୍ଯ୍ୟକାଳ ପୂର୍ତ୍ତି ଉପଲକ୍ଷେ ଗଞ୍ଜାମ ଜିଲାରେ ଜିଲା, ବ୍ଲକ ଓ ଗ୍ରାମ ପଞ୍ଚାୟତସ୍ତରରେ ପ୍ରଦର୍ଶନୀ ମେଳା…

ରାଜ୍ୟ ସଭା ନିର୍ବାଚନ ଫଳାଫଳ ଘୋଷଣା; ମଧ୍ୟପ୍ରଦେଶରେ ଝଟକା ମଧ୍ୟରେ କଂଗ୍ରେସ ପାଇଁ ରହିଛି ଭଲ ଖବର

ନୂଆଦିଲ୍ଲୀ,୧୧।୬: ଗୁରୁବାର (ଜୁନ ୧୧, ୨୦୨୬), ମଧ୍ୟପ୍ରଦେଶ, ଗୁଜରାଟ ଏବଂ କର୍ନାଟକରୁ ୧୪ ଜଣ ପ୍ରାର୍ଥୀ ନିରପେକ୍ଷ ଭାବରେ ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହୋଇଥିଲେ; କୌଣସି…

କାଳିଞ୍ଜି ସମାଜର ପ୍ରତିଭା ସମ୍ମାନ ଉତ୍ସବ: ମାଟ୍ରିକ, +୨ର କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କଲେ ବିଧାୟକ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସଭାଗୃହଠାରେ ଓଡ୍ର ଖଣ୍ଡାୟତ କାଳିଞ୍ଜି ସମାଜ, କଇଁଣ୍ଡି ଆଞ୍ଚଳିକ ପରିଷଦ, ଭଞ୍ଜନଗର ତରଫରୁ ଗୁରୁବାର ପ୍ରତିଭା…

ତାମିଲନାଡୁକୁ ଚାଲାଣ ଅଭିଯୋଗ, ୨ ଜଣ ବାନ୍ଧିଲା ପୋଲିସ, ଆଦିବାସୀ ଯୁବତୀଯୁବକଙ୍କୁ ପ୍ରଲୋଭନ ଦେଖାଇ…

ହାଟଡିହୀ/ଆନନ୍ଦପୁର/ ବଞ୍ଚୋ/ ଛେନାପଦି , ୧୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ/ ନିରାକାର ପରିଡା): ଆଦିବାସୀ କିଶୋର କିଶୋରୀ କିଶୋରଙ୍କୁ ପ୍ରଲୋଭନ ଦେଖାଇ ତାମିଲନାଡୁକୁ ଚାଲାଣ…

ଫାଇନାଲରେ ସ୍ଥାନ ପକ୍କା କଲା ଏହି ଦଳ, ଶ୍ରେଷ୍ଠ ଖେଳାଳି ଭାବେ ପୁରସ୍କୃତ ହେଲେ…

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମ ଖେଳପଡିଆରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟିଙ୍ଗ କ୍ଳବ ପକ୍ଷରୁ ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ…

କାଳବୈଶାଖୀର ତାଣ୍ଡବ : ରାସ୍ତା ଉପରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ବଞ୍ଚୋ, ୧୧।୬ :(ପ୍ରଦୋଷ ବିଶ୍ୱାଳ ): କାଳବୈଶାଖୀର ପ୍ରଭାବରେ ଆନନ୍ଦପୁର ପୌରାଞ୍ଚଳର ମାଳିସାହି ନିକଟରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିବା ଫଳରେ କରଞ୍ଜିଆଭଦ୍ରକ ରାସ୍ତାରେ କିଛି…

ହାତୀ ଆକ୍ରମଣରେ ଯୁବକ ମୃତ ଘଟଣାରେ ଶବ ଛାଡିଲେନି ଗ୍ରାମବାସୀ, ପ୍ରଶାସନିକ ପ୍ରତିଶ୍ରୁତି ପରେ…

ରିଆମାଳ ୧୧।୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ସେକସନ ଚଢ଼େଇମରା ଗ୍ରାମ ପଞ୍ଚାୟତର ସଙ୍ଗାପଶି ଗ୍ରାମରେ ବୁଧବାର ହାତୀ ଆକ୍ରମଣରେ ସୁଶାନ୍ତ ନାୟକ ନାମକ…

ଗୁରୁବାର ହେଲେ ମନେ ପଡୁଛି ସ୍ବଚ୍ଛତା କଥା: ପର୍ଯ୍ୟଟନକ୍ଷେତ୍ର, ସ୍ବାସ୍ଥ୍ୟକେନ୍ଦ୍ରକୁ ସଫେଇ କଲେ…

ଦାରିଙ୍ଗବାଡି, ୧୧। ୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ଓ ରାଜ୍ୟ ବାହାରେ ପରିଚିତ ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri