Posted inଜାତୀୟ

ଥଣ୍ଡାରେ ଥରୁଛି ଦିଲ୍ଲୀ: ଭାଙ୍ଗିଲା ୧୧୮ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୧୨: ରାଜଧାନୀ ଦିଲ୍ଲୀରେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏଠାରେ ଶନିବାର ନ୍ୟୁନତମ ତାପମାତ୍ରା ୨.୪ ଡିଗ୍ରୀ ସେଲସିୟସ୍‌ରେ ପହଞ୍ଚିଛି। ଏହା ୧୧୮ ବର୍ଷର ରେକର୍ଡ ଭାଙ୍ଗିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯୦୧ ପରେ ଦିଲ୍ଲୀରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ୧୯୯୧, ୧୯୨୯,୧୯୬୧ ଏବଂ ୧୯୯୭ରେ ଦିଲ୍ଲୀର ତାପମାତ୍ରା ଡିସେମ୍ବର ମାସରେ ୨୦ ଡିଗ୍ରୀ ସେଲସିୟସ୍‌ରୁ କମ୍‌ ରହିଥିଲା। ଡିସେମ୍ବର ୩୧ ଏବଂ ଜାନୁୟାରୀ ୧ରେ ଦିଲ୍ଲୀରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ପରେ ତାପମାତ୍ରା ପୁଣି କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିତାଙ୍କ ଆଶୀର୍ବାଦ ଭିକ୍ଷା କରି ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଲେ ଜଗନ ମୋହନ

ଅମରାବତୀ,୮।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡି ଶନିବାର ସକାଳେ ଅମରାବତୀଠାରେ ଥିବା ସଚିବାୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିଛନ୍ତି। ପ୍ରଥମେ...

ସିକିମ, ନାଗାଲାଣ୍ଡ, ତ୍ରିପୁରା କରୋନାମୁକ୍ତ

ନୂଆଦିଲ୍ଲୀ,୨୫ା୪: :ଦେଶବ୍ୟାପୀ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଇତିମଧ୍ୟରେ ଭଲ ଖବର ଆସିଛି ସିକିମ, ନାଗାଲାଣ୍ଡ ଓ ତ୍ରିପୁରାରୁ। ଏହି ୩ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା...

ମୁମ୍ବାଇର ହାଜି ଅଲି ଦରଗାହରେ ଆତଙ୍କବାଦୀ ଆକ୍ରମଣ ଧମକ, ପୋଲିସର କଣ୍ଟ୍ରୋଲ ରୁମକୁ ଆସିଛି ଫୋନ

ମୁମ୍ବାଇ,୪ ।୧୧: ମୁମ୍ବାଇ ପୋଲିସ କଣ୍ଟ୍ରୋଲ ରୁମକୁ ଆସିଥିବା ଏକ ଫୋନ କଲରେ ହାଜି ଅଲ୍ଲି ଦରଗାହ ଉପରେ ଆତଙ୍କବାଦୀ ଆକ୍ରମଣର ଧମକ ଦିଆଯାଇଛି ।...

ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ କରୋନା

ଜୟପୁର, ୯ା୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଓ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଆଉ ଦୁଇଜଣ କେନ୍ଦ୍ରମନ୍ତ୍ରୀ କରୋନା...

ଭାରତ ବିଭାଜନକୁ ଆଫଗାନିସ୍ତାନର ସାମ୍ପ୍ରତିକ ପରିସ୍ଥିତି ସହ ତୁଳନା କଲେ ସଞ୍ଜୟ ରାଉତ

ମୁମ୍ବାଇ,୨୨।୮: ଭାରତ ବିଭାଜନକୁ ଆଫଗାନିସ୍ତାନର ସାମ୍ପ୍ରତିକ ପରିସ୍ଥିତି ସହ ତୁଳନା କରିଛନ୍ତି ଶିବସେନା ଏମ୍‌ପି ସଞ୍ଜୟ ରାଉତ। ରବିବାର ପାର୍ଟି ମୁଖପତ୍ର ସାମ୍‌ନାରେ ପ୍ରକାଶିତ ତାଙ୍କ...

ଡିସେମ୍ବର ୨୦୨୩ ସୁଦ୍ଧା ଭକ୍ତଙ୍କ ପାଇଁ ଖୋଲିବ ଅଯୋଧ୍ୟା ରାମ ମନ୍ଦିର ଦ୍ୱାର

ଅଯୋଧ୍ୟା,୪।୮: ଉତ୍ତରପ୍ରଦେଶ ଅଯୋଧ୍ୟାରେ ଥିବା ରାମ ମନ୍ଦିରକୁ ନେଇ ବୁଧବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ଶେଷରେ ରାମ ଭକ୍ତଙ୍କ ଅପେକ୍ଷାର ଅନ୍ତ ଘଟିବାକୁ...

ପଦ୍ମ ଧରିବେ କ୍ୟାପ୍ଟେନ ଅମରିନ୍ଦର: ଭାଜପା ସହ ମିଶିବ ପଞ୍ଜାବ ଲୋକ କଂଗ୍ରେସ

ନୂଆଦିଲ୍ଲୀ,୧୬।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ମୁଖ୍ୟ କ୍ୟାପ୍ଟେନ ଅମରିନ୍ଦର ସିଂଙ୍କ ଭାଜପାରେ ଯୋଗଦେବେ। ସେପ୍ଟେମ୍ବର ୧୯ରେ ଦିଲ୍ଲୀରେ ଅମରିନ୍ଦର ଭାଜପାର...

କଣ୍ଠସ୍ବରରୁ ବି ଚିହ୍ନଟ ହେବେ କରୋନା ଆକ୍ରାନ୍ତ: ମୁମ୍ବାଇରେ ଆରମ୍ଭ ହେବ ପରୀକ୍ଷା

ମୁମ୍ବାଇ, ୯।୮: ମୁମ୍ବାଇରେ ଲୋକଙ୍କ କଣ୍ଠସ୍ବରରୁ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯିବ। ଏନେଇ ସ୍ବତନ୍ତ୍ର ଏଆଇ ସିଷ୍ଟମ୍‌ର ବ୍ୟବହାର ହେବ। ମୁମ୍ବାଇ ମହାନଗର ନିଗମ ପକ୍ଷରୁ...

Advertisement
Archives

Model This Week