ଥମୁନି ଝାଡ଼ାବାନ୍ତି, ୯ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ସଜନାଗଡ଼, ୧୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ବାଇଗଡ଼ିଆ ପଞ୍ଚାୟତର ୩୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୨ଜଣଙ୍କର ମୃତ୍ୟୁ ହୋଇଛି। ନୀଳଗିରି ବ୍ଲକର ମହିଷାପଟା ପଞ୍ଚାୟତର ଶାଳବଣୀ ଓ କୁଆନାଳୀ ଗ୍ରାମର ୭ଜଣ ବ୍ୟକ୍ତି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅଯୋଧ୍ୟା, ନୀଳଗିରି ଓ ବାଲେଶ୍ୱର ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି। ଜଙ୍ଗଲୀ ଛତୁ, ଦୂଷିତ ପାଣି ଯୋଗୁ ଝାଡ଼ାବାନ୍ତି ହୋଇଥିବା ଅଞ୍ଚଳବାସୀ ଦାବି କରିଛନ୍ତି । ଖବର ପାଇ ବରହମ୍‌ପୁର ମୋବାଇଲ୍‌ ହେଲଥ୍‌ ୟୁନିଟ୍‌ ଆୟୁଷ ଡାକ୍ତର ଶ୍ରୀଧର ବେହେରା, ଫାର୍ମାସିଷ୍ଟ ଦିବାକର ମହାପାତ୍ର, ଏ.ଏନ୍‌.ଏମ୍‌. କୀର୍ତ୍ତିଲତା ନାୟକ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତ ଅନୁଧ୍ୟାନ କରିବା ସହିତ ଝାଡ଼ାବାନ୍ତି ଯେପରି ଗଁାସାରା ନ ବ୍ୟାପେ ସେଥିପାଇଁ ଗ୍ରାମବାସୀଙ୍କୁ ସଚେତନ କରି ଔଷଧ ବଣ୍ଟନ କରିଥିଲେ। ଝାଡ଼ାବାନ୍ତିରେ ଗଣେଶ୍ୱର ବିଶ୍ୱାଳ (୪୮) ଗୁରୁତର ହୋଇ ନୀଳଗିରି ମେଡ଼ିକାଲରେ ଭର୍ତ୍ତି ହୋଇଥିବା ବେଳେ ଗ୍ରାମର ରମାକାନ୍ତ ନାୟକ (୫୨), ମକରୀ ନାୟକ (୪୫), ହସମଣୀ କୁସୁମାଳିଆ (୪୭), ବ୍ରହ୍ମାନନ୍ଦ ଦେଶୱାରୀ (୨୨), ଶାଳବଣୀ ରଜାସାହି ଗ୍ରାମର ବାଇଧର ସିଂ (୪୫), ବନୀ କୁସୁମାଳିଆ (୩୦), ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଗହଣା ଦୋକାନରେ ଚଢ଼ାଉ

ଭୁବନେଶ୍ୱର, ୩୦ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧମାପ ବିଜ୍ଞାନ (ଓଜନ ଓ ମାପ) ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶମତେ ଚଳିତ...

ଜଷ୍ଟିସ୍‌ ମୁରଲୀଧର ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ/ କଟକ ଅଫିସ୍‌: ୧।୧:ଜଷ୍ଟିସ ଏସ୍‌. ମୁରଲୀଧର ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି...

ସିଡିଏମ୍‌ଓଙ୍କ ଦୁଇ ଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀ ଆରମ୍ଭ: ଭବିଷ୍ୟତରେ ଓଡ଼ିଶାରେ ଡାକ୍ତର ଅଭାବ ରହିବ ନାହିଁ, ସମସ୍ତଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ରାଜ୍ୟରେ ନୂତନ ସ୍ବାସ୍ଥ୍ୟନୀତି ପ୍ରଣୟନ ସହ ଖୁବ୍‌ଶୀଘ୍ର ଭିଜନ-୨୦୨୫ ଅନୁଯାୟୀ ରାଜ୍ୟବାସୀଙ୍କୁ ବିନାମୂଲ୍ୟରେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। ଏ ଦିଗରେ ରାଜ୍ୟ ସରକାର...

ଆଜି ମାଟ୍ରିକ୍‌ ରେଜଲ୍ଟ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ଅପରାହ୍ନ ସାଢ଼େ ୧୧ଟାରୁ ବୋର୍ଡର ୨ଟି ୱେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ଏହି ୱେବ୍‌ସାଇଟ୍‌...

ପାଣିନଗର ଗାଁରେ ଜବରଦଖଲ ଉଚ୍ଛେଦ

ରୂପସା,୧୯ ।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ତହସିଲ ଅନ୍ତର୍ଗତ ନଟାକଟା ପଞ୍ଚାୟତର ପାଣିନଗର ଗ୍ରାମରେ ଜବରଦଖଲ ଉଚ୍ଛେଦ କରାଯାଇଛି। ଏହି ଗ୍ରାମରେ ଏକ ଗରିବ ପରିବାର ବାସ...

ଗୁରୁତର ଭାବେ ହ୍ରାସପାଉଛି ଭୂତଳ ଜଳସ୍ତର: ସଙ୍କଟ ଟାଳିବ ବର୍ଷାଜଳ ସଂରକ୍ଷଣ

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ରାଜ୍ୟରେ ଭୂତଳ ଜଳ ସ୍ତର ଗୁରୁତର ଭାବେ ହ୍ରାସ ପାଇବାରେ ଲାଗିଛି। ୨୦୫୦ ବେଳକୁ ରାଜ୍ୟରେ ଜଳ ସଙ୍କଟ ସଙ୍ଗିନ ହେବ ବୋଲି ଆକଳନ...

CORONAVIRUS UPDATE: ରାଜ୍ୟରେ ପୁଣି ୪୯୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ ରେ ପହଞ୍ଚିଲା

ଭୁବନେଶ୍ୱର, ୪।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୪୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮,୬୦୧ରେ ପହଞ୍ଚିଛି।...

ଥାନାଧିକାରୀ, ଡିସିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ

କଟକ ସଦର,୨୭ା୬(ଡି.ଏନ୍‌.ଏ.): ପୋଲିସଠାରୁ ନ୍ୟାୟ ନ ପାଇ କଟକ ଜିଲା କିଶନନଗର ଥାନା ପରିସରରେ ଗତ ଗୁରୁବାର ସ୍ଥାନୀୟ ସାଇକୋରୁଆ ଗ୍ରାମର ଗୁଣନିଧି ବିଶୋୟୀ ଦେହରେ...

Advertisement
Archives

Model This Week