Posted inଜାତୀୟ

ଥମୁନି ଭାଷା ବିବାଦ

ଲକ୍ଷ୍ନୌ,୬ା୬(ପି.ଟି.): କେନ୍ଦ୍ର ସରକାରଙ୍କ ତ୍ରିଭାଷୀ ସୂତ୍ରକୁ ଜୋରଦାର ବିରୋଧ ପରେ ସମସ୍ତ କେନ୍ଦ୍ରୀୟ ସରକାରୀ କାର୍ଯ୍ୟାଳୟରେ ତାମିଲକୁ ସରକାରୀ ଭାଷା ଭାବେ ବ୍ୟବହାର କରିବା ଲାଗି ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ ବୁଧବାର ଦାବି କରିଛନ୍ତି। ଅନ୍ୟପକ୍ଷରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏଡାପ୍ପାଡି କେ. ପାଲାନିସ୍ବାମୀ ତାମିଲ ଭାଷାକୁ ଅନ୍ୟ ରାଜ୍ୟଗୁଡିକରେ ଇଚ୍ଛାଧୀନ ଭାଷା ଭାବେ ଶିକ୍ଷାଦାନ କରାଯିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟ୍‌ କରି ଅନୁରୋଧ କରିଛନ୍ତି। ତାମିଲକୁ କେନ୍ଦ୍ର ସ୍ତରରେ ସରକାରୀ ଭାଷା କରିବା ଲାଗି ଆମେ ଶପଥ ନେବା ଉଚିତ ଏବଂ ଏଥିପାଇଁ ଡିଏମ୍‌କେ ସମର୍ଥନ ଜାରି ରଖିବ ବୋଲି ଷ୍ଟାଲିନ୍‌ ଖବରଦାତାମାନଙ୍କୁ କହିଛନ୍ତି।
ତ୍ରିଭାଷୀ ସୂତ୍ର ନାମରେ କେନ୍ଦ୍ର ସରକାର ହିନ୍ଦୀଶିକ୍ଷାକୁ ଜବରଦସ୍ତ ଲାଗୁ କରିବାକୁ ଉଦ୍ୟମ କରୁଥିଲେ। ତାମିଲନାଡୁରେ ବିରୋଧ ପରେ ଉକ୍ତ ନିଷ୍ପତ୍ତିକୁ ପ୍ରତ୍ୟାହାର କରିନେଇଛନ୍ତି। ଅଣହିନ୍ଦୀ ଭାଷୀ ରାଜ୍ୟରେ ହିନ୍ଦୀକୁ ଜବରଦସ୍ତ ଲଦିଦେବା ଘଟଣାରେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା କେନ୍ଦ୍ର ସରକାରଙ୍କୁ କଡା ସମାଲୋଚନା କରିଥିଲେ। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ବିରୋଧରେ ତାମିଲନାଡୁରେ ଉତ୍ତେଜନା ଲାଗି ରହିଥିବାବେଳେ ମୁଖ୍ୟମନ୍ତ୍ରୀ ପାଲାନିସ୍ବାମୀ ତାମିଲକୁ ଇଚ୍ଛାଧୀନ ଭାଷା ଭାବେ ଅନ୍ୟ ରାଜ୍ୟରେ ପ୍ରଚଳନ କରିବା ଲାଗି ପ୍ରଧାନମନ୍ତ୍ରୀଙ୍କୁ ଅନୁରାଧ କରିଥିଲେ। ଏହାକୁ ନେଇ ବିବାଦ ଦେଖାଦେବା ପରେ ସେ ଉକ୍ତ ଟୁଇଟ୍‌କୁ ଲିଭାଇଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri