Posted inଜାତୀୟ

ଥରିଲା ଆଣ୍ଡାମାନ-ନିକୋବର

ପୋର୍ଟ ବ୍ଲେୟାର,୨୧।୫: ରିକ୍ଟର ସ୍କେଲରେ ୪.୫ ତୀବ୍ରତାର ଏକ ଭୂକମ୍ପ ମଙ୍ଗଳବାର ସକାଳେ ନିକୋବର ଦ୍ୱୀପରେ ଅନୁଭୂତ ହୋଇଥିବା ସୂଚନା ଦେଇଛି ଇଣ୍ଡିଆନ୍‌ ମେଟୋରୋଲୋଜିକାଲ ଡିପାର୍ଟମେଣ୍ଟ ବା ଆଇଏମ୍‌ଡି। ଏଥିରେ କ୍ଷୟକ୍ଷତି ବା ମୃତାହତର କୌଣସି ସୂଚନା ନ ଥିବା ବେଳେ ସୁନାମୀ ସତର୍କତା ମଧ୍ୟ ଜାରି କରାଯାଇ ନାହିଁ। ସୂଚନାଯୋଗ୍ୟ, ଏଠାରେ ବାରମ୍ବାର ଭୁକମ୍ପ ହୋଇଥାଏ। ତେଣୁ ୪.୫ ତୀବ୍ରତାର ଭୂକମ୍ପରେ ଏଠାରେ ସାଧାରଣତଃ କିଛି କ୍ଷୟକ୍ଷତି ହୋଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

ପାଗଳ ବିଲୁଆ ଆତଙ୍କ: ଶିକ୍ଷୟିତ୍ରୀଙ୍କ ସହ ଏକାଧିକ ଲୋକ ଓ ପ୍ରାଣୀସମ୍ପଦ ଗୁରୁତର,ବନ ବିଭାଗ ଚୁପ

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳର ଗ୍ରୀନବାଡି ସମେତ ତାର ଆଖପାଖ ଅଞ୍ଚଳରେ ଗତ ୨ ଦିନ ହେଲା ପାଗଳ ବିଲୁଆ କାମୁଡ଼ାରେ ଏକାଧିକ…

ଦିନିକିଆ ବିଶ୍ୱକପ୍ ୨୦୨୭ ଫର୍ମାଟ୍ ବଦଳାଇଲା ICC; ଜୟ ଶାହାଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କଲେ ୪ ଦେଶର ଅଧିନାୟକ

ନୂଆଦିଲ୍ଲୀ,୧୭।୭: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌ର ଫର୍ମାଟ୍‌ରେ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ହଠାତ ବଡ଼…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ଭାରତକୁ ବିଶ୍ୱକପ୍ ଜିତାଇଥିବା କ୍ରିକେଟର ଏବେ ଜେଲ୍‌ରେ! ଲାଞ୍ଚ ଯାଚିବା ଅଭିଯୋଗରେ ଶ୍ରୀଲଙ୍କାରେ ଗିରଫ ହେଲେ…

କଲମ୍ବୋ,୧୭।୭: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୨୦୧୮ ଅଣ୍ଡର-୧୯ ବିଶ୍ୱକପ ବିଜେତା ଦଳର ହିରୋ ତଥା ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ମନଜୋତ…

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri