ଥରିଲା ଆଲବାନିଆ: ବହୁ କୋଠା ଧରାଶାୟୀ

ଟିରାନା,୨୬।୧୧: ଆଲବାନିଆରେ ବୁଧବାର ଭୟଙ୍କର ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୪ ଥିଲା ବୋଲି ଆମେରିକା ଜିଓଲୋଜିକାଲ୍‌ ସର୍ଭେ ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପ ଯୋଗୁ ବହୁ କୋଠା ଧରାଶାୟୀ ହୋଇଯାଇଛି। କିଛି ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଏଥିରେ ୧୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଭୂକମ୍ପର କେନ୍ଦ୍ର ରାଜଧାନୀ ଟିରାନାଠାରୁ ୩୦ କିମି ଦୂର ଉତ୍ତର-ପଶ୍ଚିମ ଅଞ୍ଚଳରେ ଭୂଗର୍ଭର ୨୦ କିମି ତଳେ ଥିବା ଆମେରିକା ଜିଓଲୋଜିକାଲ୍‌ ସର୍ଭେ ପକ୍ଷରୁ ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆଆଡ୍ଡା: ଜଣଙ୍କ ପରେ ଜଣଙ୍କୁ ଧରି ୨୬ ଜଣଙ୍କୁ ବାନ୍ଧିଲା ପୋଲିସ, ୧୧ ଲକ୍ଷ ୧୬ ହଜାର ୯୦୦…

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିରି ଥାନା ଅନ୍ତର୍ଗତ ଓଡ଼ିଶା–ଛତିଶଗଡ଼ ରାଜ୍ୟ ସୀମାନ୍ତର ଟପରିଆ-ଜାମଝରିଆ ଜଙ୍ଗଲ ମଧ୍ୟରେ ଚାଲିଥିବା ଏକ ବଡ଼ ଜୁଆଆଡ୍ଡା…

ପ୍ରହରୀ ଦେଖି ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଗଲେ ୨ ସାଙ୍ଗ, ତାପରେ ଯାହା ଘଟିଲା…

ପାଟଣା,୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡବିଟ ବଡ ନୂଆଗାଁ ହୁଡ଼ି ନିକଟରେ ଅଭାବନୀୟ ଘଟଣା ଘଟିଯାଇଛି । ସୋମବାର ସକାଳୁ ଭାଲୁ ଆକ୍ରମଣରେ…

ଭୟଙ୍କର ଦୁର୍ଘଟଣା: ଆଖିବୁଜିଲେ ଯୁବକ, ମିଳିନି ପରିଚୟ

ବରଗଡ଼, ୧।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବରଗଡ଼–ସୋହେଲା ମୁଖ୍ୟ ରାସ୍ତାର ପଥର୍ଲା ଛକ ନିକଟରେ ସୋମବାର ଏକ ଭୟଙ୍କର  ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ନିମ୍ବ ଗଛରୁ ୫୦୦ଟଙ୍କିଆ ନୋଟ୍ ବର୍ଷା! ୨ଲକ୍ଷ ବୋହିନେଲେ ଲୋକେ, ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶର ବୁଲନ୍ଦସହରରୁ ଏପରି ଏକ ଦୃଶ୍ୟ ସାମ୍ନାକୁ ଆସିଛି, ଯାହାକି ଦେଖିବା ପରେ ଲୋକଙ୍କୁ କିଛି ସମୟ ପାଇଁ ସ୍ତବ୍ଧ କରିଦେଇଛି । ପଞ୍ଜୀକରଣ…

GT ବସରେ କେମିତି ଲାଗିଲା ନିଆଁ, ସାମ୍ନାକୁ ଆସିଲା ଭିଡ଼ିଓ, ଘଣ୍ଟାଏ ରାସ୍ତା କଡ଼ରେ ବସି ରହିଲେ ଖେଳାଳି

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ ଦଳ ହୋଟେଲକୁ ଫେରୁଥିବା ବେଳେ ଗୁଜୁରାଟ ଟାଇଟାନ୍ସ ଦଳର ବସରେ ନିଆଁ ଲାଗିଯାଇଥିଲା; ଘଟଣାର ଏକ ଭିଡ଼ିଓ ଏବେ ସାମ୍ନାକୁ…

ପାଟିରେ ଘା’ ହେଲେ ହାଲୁକା ଭାବରେ ନିଅନ୍ତୁ ନାହିଁ, ହୋଇପାରେ ଏହି ମାରାତ୍ମକ ରୋଗ…

ପାଟିରେ ଘା’ ହେବାର ଅନେକ କାରଣ ରହିଛି। ଏହାର ପ୍ରାରମ୍ଭରୁ ଚିକିତ୍ସା କରା ନ ଗଲେ ତାହା ଭବିଷ୍ୟତରେ କ୍ୟାନ୍‌ସରର ରୂପ ନେବାର ଯଥେଷ୍ଟ ଆଶଙ୍କା ରହିଛି।…

ଆଉ ଏକ ଦେଶରେ ଛୋଟ ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ, କେଉଁକେଉଁ ଦେଶରେ ନିଷେଧ ହୋଇଛି ଜାଣନ୍ତୁ

ନୂଆଦିଲ୍ଲୀ,୧।୬: ମାଲେସିଆ ସୋମବାରଠାରୁ ଏକ ନୂତନ ନିୟମ ଲାଗୁ କରିଛି । ଏହି ନିୟମ ଅନୁଯାୟୀ, ୧୬ ବର୍ଷରୁ କମ୍ ବୟସର ପିଲାମାନେ ଆଉ ସୋସିଆଲ ମିଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri