Posted inଜାତୀୟ

ଥରିଲା ଉତ୍ତର ଭାରତ: ଲୋକେ ଆତଙ୍କିତ

ନୂଆଦିଲ୍ଲୀ,୨୪।୯: ଦିଲ୍ଲୀ ଏନସିଆର୍‌ରେ ମଙ୍ଗଳବାର ଅପରାହ୍ନ ୪.୪୦ରେ ଭୂକମ୍ପ ଝଟକା ଲାଗିଛି। କେବଳ ଦିଲ୍ଲୀରେ ନୁହେଁ, ଉତ୍ତର ଭାରତର ଅନେକ ସ୍ଥାନରେ ଭୂକମ୍ପ ଅନୁଭୂତ ହୋଇଛି। ହରିୟାଣା, ଚଣ୍ଡିଗଡରେ ଲୋକେ ଭୟରେ ଘରୁ ବାହାରକୁ ଚାଲିଆସିଥିଲେ। ସେହିଭଳି କଶ୍ମୀରରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଥିବାବେଳେ ପାକିସ୍ତାନର ବିଭିନ୍ନ ଯାଗାରେ ଭୂମିକମ୍ପ ଅନୁଭୂତ ହୋଇଛି। ଭୂକମ୍ପରେ କୌଣସି କ୍ଷୟକ୍ଷତି ବାବଦରେ ଏଯାଏ ସୂଚନା ମିଳିନାହିଁ। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୬.୧ ମପାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ପାକିସ୍ତାନର ଲାହୋରଠାରୁ ୧୭୩ କିମି ଦୂରରେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ନନ୍ଦିଗ୍ରାମ ଉପନିର୍ବାଚନ ପାଇଁ BJPର ମାଷ୍ଟରଷ୍ଟ୍ରୋକ, ଜାଣନ୍ତୁ କାହାକୁ କଲା ପ୍ରାର୍ଥୀ: ଟିଏମ୍‌ସି ପ୍ରାର୍ଥୀଙ୍କ ସହ ହେବ ଜୋରଦାର୍‌ ଲଢେଇ

କୋଲକାତା,୧୫।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ବିଧାନସଭା ଆସନର ଉପନିର୍ବାଚନକୁ ନେଇ ଭାଜପା ବଡ଼ ଦାଉ ଖେଳିଛି। ଦଳ ଏହି ଆସନ ପାଇଁ ହାସିରାଣୀ ରଥଙ୍କୁ ପ୍ରାର୍ଥୀ କରିଛି। ହାସିରାଣୀ…

ରାସ୍ତାରେ ଭିକ ମାଗୁଥିବା ଭାଜପା ବିଧାୟକଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ଜାଣିଲେ ଚମକି ପଡ଼ିବେ, ହେଲେ ରାସ୍ତାରେ…

ମୁମ୍ବାଇ,୧୫।୯: ମୁମ୍ବାଇର ଘାଟକୋପର ପୂର୍ବ ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପରାଗ ଶାହାଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ୫,୦୦୦ କୋଟି ଟଙ୍କା। ଟଙ୍କା ଦ୍ୱାରା କିଣାଯାଇପାରୁଥିବା ସମସ୍ତ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?