Posted inଜାତୀୟ

ଥରିଲା ଦିଲ୍ଲୀ-ଏନ୍‌ସିଆର୍‌

ନୂଆଦିଲ୍ଲୀ,୨୦।୧୨: ଦିଲ୍ଲୀ-ଏନ୍‌ସିଆର୍‌ ସମେତ ଉତ୍ତର ଭାରତରେ ଶୁକ୍ରବାର ଅପରାହ୍ନରେ ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଏହାପରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ଚାଲି ଆସିଥିବା କୁହାଯାଉଛି। ଏଥିରେ ଏପର୍ଯ୍ୟନ୍ତ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ନ ଥିବା ବେଳେ ଲୋକେ କିନ୍ତୁ ଭୟଭୀତ ହୋଇପଡିଛନ୍ତି। ଏହାର ତୀବ୍ରତା ସମ୍ପର୍କରେ ମଧ୍ୟ ସ୍ପଷ୍ଟ ସୂଚନା ମିଳି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ବଦଳି ଶୁଣି ବିକଳରେ କାନ୍ଦିଲେ ଛାତ୍ରୀଛାତ୍ର: ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଭୋପାଳ,୧୯।୮: ସରକାରୀ ଚାକିରିରେ ବଦଳି ହେବା ଏକ ସାଧାରଣ ଘଟଣା। ତେବେ ମଧ୍ୟପ୍ରଦେଶ କଟନିରେ ଥିବା ଏକ ସ୍କୁଲରେ ଶିକ୍ଷକଙ୍କ ବଦଳି ଖବର ଶୁଣି ଛାତ୍ରୀଛାତ୍ର...

ସୁଧୁରୁନି ପାକିସ୍ତାନ: ନିୟନ୍ତ୍ରଣ ରେଖାରେ ୨୩୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୭।୯: ସୀମାରେ ପାକିସ୍ତାନର କାର୍ଯ୍ୟକଳାପ ଅସହ୍ୟ ହେବାରେ ଲାଗିଛି। ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ନିର୍ଦ୍ଦେଶରେ ୨୩୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ପ୍ରସ୍ତୁତ...

ସ୍କୁଲରେ ଇଂଲିଶ୍‌ ମାଧ୍ୟମରେ ଶିକ୍ଷାକୁ ବାଧ୍ୟତାମୂଳକ ଭାବେ ଲାଗୁ କରାଯାଇ ପାରିବ ନାହିଁ, ହାଇକୋର୍ଟଙ୍କ ରାୟ…

ଯୋଧପୁର, ୬।୧ : ବିଦ୍ୟାଳୟରେ ଇଂଲିଶ୍‌ ମାଧ୍ୟମରେ ଶିକ୍ଷାକୁ ବାଧ୍ୟତାମୂଳକ ଭାବେ ଶିକ୍ଷାର୍ଥୀମାନଙ୍କ ପାଇଁ ଲାଗୁ କରାଯାଇ ପାରିବ ନାହିଁ। ଏହା ଦ୍ୱାରା ସମ୍ବିଧାନର ଧାରା...

ମୋଦିଙ୍କ ନେତୃତ୍ୱରେ ୨୦୨୪ ଲୋକ ସଭା ନିର୍ବାଚନ ଲଢିବ ଭାଜପା: ଶାହା

ନୂଆଦିଲ୍ଲୀ,୧।୮: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି ଭାଜପା। ବିଭିନ୍ନ ରାଜ୍ୟରେ ଗଡ଼ ଆହୁରି ମଜଭୁତ କରିବା ପାଇଁ ଦଳ...

ସକ୍ରିୟ ମାମଲା ୩୭ ହଜାର ତଳେ, ଦୈନିକ ସଂକ୍ରମଣ ୪ ହଜାରରୁ କମ…

ନୂଆଦିଲ୍ଲୀ, ୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ଚାଷୀ ଆନ୍ଦୋଳନକୁ ୧୨ ବିରୋଧୀ ଦଳର ସମର୍ଥନ

ନୂଆଦିଲ୍ଲୀ, ୨୪।୫: କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଦିଲ୍ଲୀ ସୀମାରେ ଚାଲିଥିବା ଆନ୍ଦୋଳନ ଆସନ୍ତା ୨୬ ତାରିଖରେ...

ନିଯୁକ୍ତ ହେଲେ ପଞ୍ଜାବ କଂଗ୍ରେସର ନୂଆ ପ୍ରଭାରୀ

ଚଣ୍ଡିଗଡ଼,୨୨ ।୧୦: ରାଜସ୍ଥାନର କ୍ୟାବିନେଟ ମନ୍ତ୍ରୀ ହରିଶ ଚୌଧୁରୀଙ୍କୁ ପଞ୍ଜାବ ଓ ଚଣ୍ଡିଗଡ ପାଇଁ କଂଗ୍ରେସ ଦଳର ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ସେ...

‘ଟିକା ନେବାକୁ ୮୦ ପ୍ରତିଶତ ଭାରତୀୟ ପ୍ରସ୍ତୁତ’

ନୂଆଦିଲ୍ଲୀ,୧୫।୧: ଦେଶରେ ୧୬ ତାରିଖ ଆରମ୍ଭ ହେବ କରୋନା ଟିକାକରଣ ଅଭିଯାନ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷ...

Advertisement
Archives

Model This Week