Posted inଜାତୀୟ

ଥରିଲା ପଶ୍ଚିମବଙ୍ଗ

କୋଲକାତା,୨୯।୭: ପଶ୍ଚିମବଙ୍ଗର ପୁରୁଲିଆ ଜିଲାରେ ଭୋର୍‌ ୨ଟା ୫୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପ ହେବାରୁ ଘରେ ଶୋଇଥିବା ଲୋକେ ଭୟରେ ବାହାରକୁ ପଳାଇ ଆସିଥିଲେ। ଲୋକଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା। ତେବେ ଭୂକମ୍ପ ଯୋଗୁ କୌଣସି କ୍ଷୟକ୍ଷତିି ହୋଇ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି ଭବନରେ ଆତ୍ମହତ୍ୟା କଲେ ହାବିଲଦାର

ନୂଆଦିଲ୍ଲୀ,୯।୯: ରାଷ୍ଟ୍ରପତି ଭବନରେ ରହୁଥିବା ସେନାର ଜଣେ ହାବିଲଦାର ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଟେକ୍‌ ବାହାଦୂର। ପୋଲିସ ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ...

କରୋନା ଭାଇରସ: ଭାରତ ପାଇଁ ଗୁରୁତ୍ୱପୁର୍ଣ୍ଣ ମେ’ ମାସ

ନୂଆଦିଲ୍ଲୀ,୩୦।୪: କରୋନା ଭାଇରସର ସଂକ୍ରମଣ ଏପର୍ଯ୍ୟନ୍ତ ଦେଶରେ କମ୍‌ ହୋଇନାହିଁ। ଏପଟେ କିନ୍ତୁ ଆଉ ମାତ୍ର ୩ ଦିନ ପରେ ସରିବ ଲକ୍‌ଡାଉନ ଅବଧି। ଏପଟେ...

୨୦୨୦ ସୁଦ୍ଧା ୨୧ ଭାରତୀୟ ସହର ହେବ ଭୂତଳ ଜଳ ଶୂନ୍ୟ: ନୀତି ଆୟୋଗ ରିପୋର୍ଟ

ନୂଆଦିଲ୍ଲୀ,୨୦।୬: ଦେଶରେ ଜଳସଙ୍କଟ ଉତ୍କଟ ହେବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ ତଥା କଂକ୍ରିଟ୍‌ ଜଙ୍ଗଲ ଯୋଗୁ ଧୀରେଧୀରେ ଭୂତଳ ଜଳସ୍ତର କମିବାରେ ଲାଗିଛି। ଆସନ୍ତା ୨୦୨୦...

ହଜାରେ ସ୍ଥାନର ନାମ ପରିବର୍ତ୍ତନ କଲେ ତାମିଲନାଡୁ ସରକାର, କୋୟମ୍ବାଟୁର ହେଲା କୋୟମପୁଥ୍ଥୁର

ଚେନ୍ନାଇ,୧୩।୬: ତାମିଲନାଡୁ ସରକାର ରାଜ୍ୟର କିଛି ସହର ଓ ଗାଁ ସମେତ ୧ହଜାରରୁ ଅଧିକ ସ୍ଥାନର ନାମ ପରିବର୍ତ୍ତନ କରିଛନ୍ତି। ଇଂରାଜୀରେ ଥିବା ଏହିସବୁ ନାମକୁ...

ଇଣ୍ଟରନେଟରେ ସେନ୍‌ସେଶନ ପାଲଟିଛନ୍ତି ‘ଗୋଲଡେନ ମ୍ୟାନ’

ମୁମ୍ବାଇ,୧।୭: ସୁନାରେ ଛାଇଁ ହୋଇଥିବା ବ୍ୟକ୍ତିଙ୍କ କଥା ଯଦି ଭାବିବେ ତାହେଲେ ମନରେ ପପୁଲାର ସଙ୍ଗୀତଜ୍ଞ ବାପି ଲେହରିଙ୍କ ଛବି ଆସେ। ହେଲେ ଏହି ସମୟରେ...

ବିଦେଶରୁ ଫେରି ନିଜକୁ କ୍ୱାରାଣ୍ଟାଇନ୍‌ କଲେ ସୁରେଶ ପ୍ରଭୁ

ନୂଆଦିଲ୍ଲୀ,୧୮।୩: ଭାଜପା ଏମ୍‌ପି ସୁରେଶ ପ୍ରଭୁ ବିଦେଶରୁ ସ୍ବଦେଶ ଫେରିବା ପରେ ନିଜକୁ ସରକାରଙ୍କ କରୋନା ସୁରକ୍ଷା ମାର୍ଗଦର୍ଶିକା ଅର୍ନ୍ତଗତ  କ୍ୱାରାଣ୍ଟାଇନ କରିଛନ୍ତି। ସେ ସୌଦି...

ମହାରାଷ୍ଟ୍ରରେ ପ୍ରବଳ ବର୍ଷା: ୬ ମୃତ

ମୁମ୍ବାଇ,୫ା୮(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଥିବାବେଳେ ମୁମ୍ବାଇ ଓ ସତାରାରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ବିଭିନ୍ନ ଅଞ୍ଚଳରେ ବନ୍ୟାପାଣି ଘେରରେ...

ଗୋଟିଏ ଦିନରେ କରୋନାରେ ୪୭୫ ଜଣଙ୍କ ଜୀବନ ଗଲା

ନୂଆଦିଲ୍ଲୀ,୧୦।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୨୬ ହଜାର ୫୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

Coronavirus Update


Archives

Model This Week

Why Dharitri