ଥରିଲା ପିଓକେ

ଇସ୍‌ଲାମାବାଦ,୬।୧୦: ପିଓକେ ବା ପାକ୍‌ ଅଧିକୃତ କଶ୍ମୀରରେ ରବିବାର ଏକ ଭୂକମ୍ପ ଅନୁଭୁତ ହୋଇଥିଲା। ଯଦିଓ ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୮ ଥିଲା ତେବେବି ଏଥିରେ ଏକ ଘର ଭୁଷୁଡି ଯିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଆହତ ହୋଇଥିବା କୁହାଯାଉଛି। ସକାଳ ପ୍ରାୟ ୧୦ଟା ୨୮ରେ ୨-୩ ସେକେଣ୍ଡ ପାଇଁ ଏହି ଭୂକମ୍ପ ଅନୁଭୁତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…

ପାକିସ୍ତାନରେ ଆଇପିଏଲ ବ୍ୟାନ୍‌, ହେଲେ ସୀମା ଆରପାରିରେ ଜୋର୍‌ ଚାଲିଛି ବୈଭବଙ୍କ ଚର୍ଚ୍ଚା; ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧।୬: IPL ୨୦୨୬ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳିଥିବା ବୈଭବ ସୂର୍ଯ୍ୟବଂଶୀ ଏହି ସିଜିନରେ ସର୍ବାଧିକ ରନ କରିଥିଲେ। ସେ ୧୬ ମ୍ୟାଚରେ ୧୬ ଇନିଂସରେ ୭୭୬…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

ଥିଲେ ଚାକରାଣୀ, ହେଲେ ମନ୍ତ୍ରୀ: କାଲିତାଙ୍କ ଫିଟିଗଲା ଭାଗ୍ୟ

କୋଲକାତା,।୧।୬: ପଶ୍ଚିମବଙ୍ଗରେ ଶୁଭେନ୍ଦୁ ଅଧିକାରୀ ସରକାରଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟରେ କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟି (ଭାଜପା) କ୍ୟାବିନେଟ ଚୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri