Posted inଜାତୀୟ

ଥରିଲା ବିକାନେର୍‌: ଲୋକେ ଆତଙ୍କିତ

ଜୟପୁର,୧୩।୧୦: ରାଜସ୍ଥାନ ବିକାନେର୍‌ରେ ରବିବାର ପୂର୍ବାହ୍ନ ୧୦ଟା ୩୬ରେ ଭୂକମ୍ପ ଅନୁଭୁତ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର କେନ୍ଦ୍ର ଭୂଗର୍ଭର ୧୦ କିଲୋମିଟର ତଳେ ଥିବା ଅନୁମାନ କରାଯାଉଛି। ବିକାନେର୍‌ ସହିତ ଖାଜୁଓ୍ବାଲା, ସତାସର, ଛତରଗଡ଼, କାଲାସର, ନୁରସର ଆଦି ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୁତ ହୋଇଛି। ଭୂକମ୍ପ ହେବାରୁ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ତେବେ ଏଥିରେ କ୍ଷୟକ୍ଷତି ସମ୍ପର୍କିତ କୌଣସି ସୂଚନା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନୁଶରତ୍‌ ଜାହାଁ ଠକ; ବିବାହ କରି ନଥିଲେ ତ ସିନ୍ଦୁର କାହିଁକି ଲଗାଇଲେ

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ ଏମ୍‌ପି ନୁଶରତ୍‌ ଜାହାଁଙ୍କ ବିବାହକୁ ନେଇ ଉପୁଜିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏଥିଯୋଗୁ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ କରୁଛନ୍ତି।...

ରାମ ରହିମ୍‌ ଦୋଷୀ ସାବ୍ୟସ୍ତ: ଅକ୍ଟୋବର ୧୨ ଦଣ୍ଡ ଶୁଣାଣି

ନୂଆଦିଲ୍ଲୀ,୮।୧୦: ରଣଜିତ ସିଂ ହତ୍ୟା ମାମଲାରେ ଶୁକ୍ରବାର ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ ଡେରାମୁଖୀ ରାମ ରହିମ୍‌ଙ୍କ ସମେତ ୫ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ...

ଦୈନିକ ମୃତ୍ୟୁ ସଂଖ୍ୟା ବଢ଼ାଇଲା ଚିନ୍ତା…

ନୂଆଦିଲ୍ଲୀ,୨୮।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୭୭୪ ଜଣ ନୂଆ...

ଆଇପିଏସ୍‌ ଓ୍ବାଟର ସ୍ପୋର୍ଟସ ଇଭେଣ୍ଟ ସମୟରେ ଓଲଟିଲା ଡଙ୍ଗା

ଭୋପାଳ,୨୦।୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଇଣ୍ଡିଆନ ପୋଲିସ ସର୍ଭିସ(ଆଇପିଏସ୍‌) ଓ୍ବାଟର ସ୍ପୋର୍ଟସ ଇଭେଣ୍ଟ ସମୟରେ ଏକ ବଡ ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଛି। ଏହି ଇଭେଣ୍ଟ...

୧୪ ବର୍ଷରେ ୨ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ; ୨୮ ଶହ କୋଟି ଖର୍ଚ୍ଚ ପରେ ବି ମାୟାନଗରୀ ବର୍ଷାରେ ହେଉଛି ଉବୁଟୁବୁ

ମୁମ୍ବାଇ,୭।୭: ମୌସୁମୀକୁ ଦେଶସାରା ଅପେକ୍ଷା କରୁଥିବାବେଳେ ଏହାକୁ ନେଇ ମାୟାନଗରୀ ମୁମ୍ବାଇର ଲୋକେ ଭୟ କରିଥାନ୍ତି। ପ୍ରତିବର୍ଷ ବର୍ଷା ଋତୁରେ ପାଣିରେ ଏହି ସହର ଉବୁଟୁବୁ...

ଦୁର୍ନୀତି ବିରୋଧରେ ଲଢ଼େଇ :୧୫୦ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୩୧ା୮: ଦୁର୍ନୀତି ବିରୋଧରେ ସରକାର ଲଢ଼େଇ ଘୋଷଣା କରିଛନ୍ତି। ଦେଶର ବିଭିନ୍ନ ସରକାରୀ ବିଭାଗରେ ସିବିଆଇ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

୮ କୋଟି ଟଙ୍କାର କୁକୁର ଚୋରି

ବେଙ୍ଗାଲୁରୁ, ୨୩।୧୨: କର୍ନାଟକ ବେଙ୍ଗାଲୁରୁରେ ୮ କୋଟି ଟଙ୍କାର ଏକ ପୋଷା କୁକୁରକୁ ଚୋର ଚୋରାଇ ନେଇଛନ୍ତି। ଏନେଇ ମାଲିକ ଚେଥାନ୍‌ ଏନ୍‌. ସ୍ଥାନୀୟ ହନ୍ତମନ୍ତନଗର...

ଅର୍ଥନୀତିକୁ ଧ୍ୱଂସ କରୁଛି କେନ୍ଦ୍ର: ରାହୁଲ

ନୂଆଦିଲ୍ଲୀ,୭ା୬: କରୋନା ସଙ୍କଟ ବେଳେ କେନ୍ଦ୍ର ସରକାର ଗରିବଙ୍କୁ ନଗଦ ଟଙ୍କା ଦେଉନାହାନ୍ତି। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ଗୁଡ଼ିକୁ ମଧ୍ୟ ଆର୍ଥିକ ସହାୟତା...

Advertisement


Archives

Model This Week