ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ୯ ସହରର ତାପମାତ୍ରା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଶୀତର ଲହରି। ଶନିବାର ୯ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। କେନ୍ଦୁଝରରେ ୫.୬, ଝାରସୁଗୁଡ଼ାରେ ୫.୮, ଟିଟଲାଗଡ଼ ୭, ସମ୍ବଲପୁରରେ ୭.୪, ବାଲେଶ୍ୱରରେ ୭.୬, ଅନୁଗୋଳ ୮, ବାରିପଦା ୮.୫, କଟକରେ ୯.୬, ହୀରାକୁଦରେ ୯.୮ ଓ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୧୨ ଡିଗ୍ରୀରେ ପହଞ୍ଚିଛି।

ଆସନ୍ତା ୩ ଦିନ ଯାଏ ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଏପରିକି ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଶୀତ ଲହରୀକୁ ଦୃଷ୍ଟିରେ ରଖି ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଦିନ ପୂର୍ବରୁ ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଧାର୍ଯ୍ୟ ତାରିଖ ପୂର୍ବରୁ ଶୁକ୍ରବାର ଶେଷ ହୋଇଛି। ୨୦ ଦିନ ପୂର୍ବରୁ ତଥା ୧୭ଟି କାର୍ଯ୍ୟ ଦିବସ ବାକି ଥାଇ...

ଉଷୁନା ନୁହେଁ, ଅରୁଆ ନେବ ଏଫ୍‌ସିଆଇ

ଭୁବନେଶ୍ୱର,୫।୭(ଅନିଲ ଦାସ): ରାଜ୍ୟର ବଳକା ଉଷୁନା ଚାଉଳକୁ ନେଇ ରାଜ୍ୟ ସରକାର ଚିନ୍ତାରେ ଥିବାବେଳେ ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ) ଉଷୁନା ବଦଳରେ ଅରୁଆ ଚାଉଳ...

ବିଳମ୍ବ ହେଲା ଠାକୁରଙ୍କ ନୀତିକାନ୍ତି

ପୁରୀ ଅଫିସ,୩୧ା୮: ଶ୍ରୀମନ୍ଦିର ସୁରକ୍ଷା ପାଇଁ ଚାଲିଛି ଉଚ୍ଛେଦ ଅଭିଯାନ। ପ୍ରାଥମିକ ପର୍ଯ୍ୟାୟରେ ଜିଲା ପ୍ରଶାସନ ଅସୁରକ୍ଷିତ କୋଠା ଭାଙ୍ଗୁଛି। ଶୁକ୍ରବାର ଭଙ୍ଗାଯାଇଛି ବହୁ ଚର୍ଚ୍ଚିତ...

ଉଠା ଦୋକାନୀଙ୍କ ବିରୋଧ, ଆଜିଠାରୁ ଉଚ୍ଛେଦ ବନ୍ଦ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ବିଏମ୍‌ସି, ବିଡିଏ ଓ ପୋଲିସ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦକୁ ଜୋର୍‌ଦାର ବିରୋଧ କରିଛି ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ...

ଓଏଏସ୍‌, ଓଆର୍‌ଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୯ା୯(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଏବଂ ରାଜସ୍ବ ସେବା ବର୍ଗ(ଓଆରଏସ୍‌) ଅଫିସର ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ରାଜସ୍ବ ଓ...

ଚିନ୍ତା ବଢ଼ାଉଛି ଟ୍ରାଫିକ ସମସ୍ୟା

୧୯୬୪ ମସିହାରେ ବାଲେଶ୍ୱର ସଦର ମହକୁମାର କେତେକ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା ବାଲେଶ୍ୱର ପୌରାଞ୍ଚଳ। ୧୯୯୨ ମସିହା ପର୍ଯ୍ୟନ୍ତ ଏହି ପୌରାଞ୍ଚଳରେ ୨୬ ଟି...

ସମଗ୍ର ଦେଶ ପାଇଁ ରହିବ ଗୋଟିଏ ଆପତ୍‌କାଳୀନ ନମ୍ବର

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ସମଗ୍ର ଦେଶ ପାଇଁ ରହିବ ଗୋଟିଏ ଆପତ୍‌କାଳୀନ ନମ୍ବର ୧୧୨। ୨୦୨୦ ମାର୍ଚ୍ଚ ମାସରୁ ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି...

ଏଥର ଭୁବନେଶ୍ୱରରେ ହେବନି ବାଲିଯାତ୍ରା

ଭୁବନେଶ୍ୱର,୯।୧୧(ବ୍ୟୁରୋ): କରୋନା ପାଇଁ ଚଳିତ ବର୍ଷ ପ୍ରାୟ ସବୁ ପୂଜା ପର୍ବ ସହ ମହୋତ୍ସବ ଫିକା ପଡ଼ିଛି। ଏହାର ପ୍ରଭାବ ଭୁବନେଶ୍ୱରର ବାଲିଯାତ୍ରା ଉପରେ ମଧ୍ୟ...

Advertisement
Archives

Model This Week