ଥାଇରଏଡ୍‌ ଓ କର୍କଟ ରୋଗକୁ ନିୟନ୍ତ୍ରଣରେ ରଖିଥାଏ ପଣସ

ପଣସରେ ଭିଟାମିନ ଏ, ସି, ଥାଇମିନ, ପୋଟାସିୟମ, କ୍ୟାଲସିୟମ, ଆଇରନ, ଫଲିକ ଏସିଡ ଓ ମ୍ୟାଗ୍ନେସିୟମ ଭଳି ଅନେକ ପୌଷ୍ଟିକ ଗୁଣ ରହିଥାଏ। ଯାହା ଶରୀରର ଅନେକ ସମସ୍ୟାକୁ ଦୂର କରିଥାଏ ।
*ଯେଉଁ ଲୋକମାନଙ୍କର ଥାଇରଏଡର ସମସ୍ୟା ରହିଛି ସେମାନଙ୍କ ପାଇଁ ପଣସ କୌଣସି ଔଷଧଠାରୁ କମ୍‌ ନୁହେଁ। ଏଥିରେ ଥିବା ପୋଷକ ତତ୍ତ୍ୱ ଥାଇରଏଡ୍‌କୁ ନିୟନ୍ତ୍ରଣରେ ରଖିଥାଏ।
*ଓଜନ କମାଇବା ପାଇଁ ପଣସ ମଞ୍ଜି ଖାଇବା ଆରମ୍ଭ କରନ୍ତୁ। ଏଥିରେ କ୍ୟାଲୋରୀର ପରିମାଣ ଖୁବ କମ୍‌ ମାତ୍ରା ରହିଥାଏ ଏବଂ ଏହା ଭୋକକୁ ମଧ୍ୟ ନିୟନ୍ତ୍ରଣରେ ରଖିଥାଏ, ଯାହା ଓଜନକୁ କମ୍‌ କରିବାରେ ସହାୟକ ହୋଇଥାଏ ।
*ପଣସ ମଞ୍ଜିରେ ଆଇରନର ମାତ୍ରା ଭରପୂର ରହିଥାଏ। ଏହାକୁ ଖାଇବା ଦ୍ୱାରା ଶରୀରରେ ହିମୋଗ୍ଲୋବିନର ମାତ୍ରା ବଢ଼ିଥାଏ । ଯଦି ଆପଣଙ୍କ ଶରୀରରେ ରକ୍ତର ଅଭାବ ରହିଛି, ତେବେ ପଣସର ମଞ୍ଜି ଖାଇବା ଆରମ୍ଭ କରନ୍ତୁ ।
* ପଣସ ମଞ୍ଜିରେ ଆଣ୍ଟି-ଅକ୍ସିଡାଣ୍ଟର ମାତ୍ରା ଅଧିକ ପରିମାଣରେ ରହିଥାଏ। ଏଥିରେ ଥିବା ପୋଷକ ତତ୍ତ୍ୱ ଶରୀରର କୋଷିକାକୁ ଭାଙ୍ଗିବାରୁ ରୋକିଥାଏ। ଏଥିସହ ଏହା କର୍କଟ ରୋଗ ହେବାରୁ ମଧ୍ୟ ରକ୍ଷା କରିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିଲା କାଶ ହେଉଥିଲେ

ବର୍ତ୍ତମାନ ଅଧିକାଂଶଙ୍କଠାରେ ଦେଖାଦେଉଛି ଜ୍ୱର ଏବଂ ଥଣ୍ଡା ସମସ୍ୟା। ଏହା ପରେ ଲାଗିରହୁଛି ଦୀର୍ଘଦିନ ଧରି କାଶ । ଏଥିପାଇଁ ଡାକ୍ତରଙ୍କ ପାଖକୁ ଯିବା ଏବଂ...

ବେସନ ଫେସ୍‌ ପ୍ୟାକ୍‌

ବର୍ତ୍ତମାନ ତ୍ୱଚାର ଯତ୍ନ ପାଇଁ ଅନେକେ ବ୍ୟୁଟି ପାର୍ଲର ଯିବାଠାରୁ ଆରମ୍ଭ କରି ମାର୍କେଟ୍‌ରେ ମିଳୁଥିବା ବିଭିନ୍ନ ପ୍ରକାରର ଫେସ୍‌ପ୍ୟାକ୍‌ ମଧ୍ୟ ବ୍ୟବହାର କରୁଛନ୍ତି। ହେଲେ...

ପ୍ରେମିକଙ୍କୁ ଏହି ୪ ମିଛ କଥା କହିଥାନ୍ତି ପ୍ରେମିକା

ପ୍ରେକିକା ସବୁବେଳେ ନିଜ ପ୍ରେମିକଙ୍କୁ ୪ଟି ମିଛ କହିଛନ୍ତି। ଆମେ କହୁନାହୁଁ, ବରଂ ଏକ ଅନୁସନ୍ଧାନରୁ ଏହା ଜଣାପଡ଼ିଛି। ଜାଣିବା ସେହି ୪ ମିଛ ବିଷୟରେ…...

ଆମ୍ବ ଖାଇବା ପରେ ଖାଆନ୍ତୁ ନାହିଁ ଏହି ୪ଟି ଜିନିଷ

ଆମ୍ବ ପ୍ରାୟତଃ ଅନେକ ଲୋକଙ୍କର ପ୍ରିୟ ଖାଦ୍ୟ ହୋଇଥାଏ। ଗରମ ଦିନରେ ଆମ୍ବ ଖାଇବାକୁ ସମସ୍ତେ ପସନ୍ଦ କରିଥାନ୍ତି। ଆମ୍ବ ଖାଇବା ଦ୍ୱାରା ଶରୀରକୁ ଅନେକ...

ନିଦ୍ରାହୀନତା ଓ ଆଲଜିମର୍ସ

ନିଦ୍ରାହୀନତା ଏଭଳି ଏକ ସମସ୍ୟା ଯାହା ପରୋକ୍ଷରେ କେତେକ ରୋଗକୁ ଡାକି ଆଣିଥାଏ। ଯଦି ଏହା ଦୀର୍ଘ ଦିନ ଧରି ଲାଗିରହେ ତେବେ ତାହାର ପ୍ରଭାବ...

ଖାଦ୍ୟରେ ଅଧିକ ଲୁଣ ସିିଞ୍ଚି ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ଖାଦ୍ୟ ଉପରେ ଅଧିକ ଲୁଣ ସିିଞ୍ଚି ଖାଉଥିବା ଲୋକେ ସାବଧାନ ହୋଇଯାନ୍ତୁ। ଏହାଦ୍ୱାରା ବିଭିନ୍ନ  ଶାରୀରିକ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ଲୁଣ ଏଭଳି ଏକ...

କିପରି ନେବେ ଯତ୍ନ

ବେଳେବେଳେ କେଶ ଝଡ଼ିବା, ରୂପି ଆଦି ହେବା କାରଣରୁ ସୌନ୍ଦର୍ଯ୍ୟ ନଷ୍ଟ ହୋଇଥାଏ । ତେବେ ବର୍ଷାଦିନେ କେଶର ଯତ୍ନ କିପରି ନେବେ ଜାଣିରଖନ୍ତୁ …....

ଜାଣନ୍ତି ଆପଣଙ୍କ ପାଇଁ କେଉଁ ଲାଫିଙ୍ଗ୍‌ ବୁଦ୍ଧ ଅତ୍ୟନ୍ତ ଶୁଭଦାୟକ

ଲାଫିଙ୍ଗ୍‌ ବୁଦ୍ଧ ପ୍ରାୟ ସମସ୍ତେ ଦେଖିଥିବେ। ଲାଫିଙ୍ଗ୍‌ ବୁଦ୍ଧ ଘରେ ରଖିଲେ ସକାରାତ୍ମକ ଭାବନା ସୃଷ୍ଟି ହୋଇଥାଏ। ଏହା ସୁଖ ଏବଂ ସମୃଦ୍ଧିର ପ୍ରତୀକ। ଅନେକ...

Advertisement
Archives

Model This Week