ଥାଇରଏଡ୍‌ ପାଇଁ ମେଦବହୁଳତା ଦାୟୀ ନୁହେଁ

ଥାଇରଏଡ୍‌ ପରି ସମସ୍ୟା ପାଇଁ ମେଦବହୁଳତା ଦାୟୀ ନୁହେଁ। ଏପରି ଏକ ରୋଚକପୂର୍ଣ୍ଣ ତଥ୍ୟ ନିକଟରେ ଲୋକଲୋଚନକୁ ଆସିଛି। ଏ ସମ୍ପର୍କରେ ଦୀର୍ଘଦିନ ଧରି ଗବେଷଣା କରିବା ପରେ ଆମେରିକାସ୍ଥିତ ମିଶିଗାନ୍‌ ମେଡିକାଲ ସେଣ୍ଟରର ବିଶେଷଜ୍ଞମାନେ ଏପରି କଥା ଜାଣିପାରିଛନ୍ତି। ଗବେଷଣା ସମୟରେ ଥାଇରଏଡ୍‌ ହରମୋନ୍‌ ସ୍ତରକୁ ତନ୍ନ ତନ୍ନ କରି ତର୍ଜମା କରାଯାଇଥିଲା। ତେବେ ଥାଇରଏଡ୍‌ ରୋଗୀଙ୍କର ହରମୋନ୍‌ ସ୍ତର ଯଦି କୌଣସି କାରଣରୁ ଅସନ୍ତୁଳିତ ହୁଏ ତେବେ ତାହାର ସେତେ ପ୍ରଭାବ ଥାଇରଏଡ୍‌ ଉପରେ ପଡି ନ ଥାଏ ବୋଲି ଉକ୍ତ ଗବେଷଣାରୁ ଜଣାପଡିଥିଲା। ବିଶେଷଭାବରେ ଥାଇରଏଡ୍‌ ରୋଗୀଙ୍କ ମନରୁ ଏଭଳି ଧାରଣା ଦୂରହେବା ଆବଶ୍ୟକ ବୋଲି ଉକ୍ତ ମେଡିକାଲ ସେଣ୍ଟର ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ କେଶ ପାଇଁ ପିଆଜ ରସ

ଯଦି ଆପଣଙ୍କର କେଶ ପତଳା ହୋଇଥାଏ, ତେବେ ପିଆଜ ସାହାଯ୍ୟରେ କିପରି କେଶକୁ ମୋଟା କରିବେ ଜାଣନ୍ତୁ ଏ ସମ୍ପର୍କରେ କେତୋଟି ଟିପ୍ସ… ପିଆଜ ରସରେ...

ଦୂରକରନ୍ତୁ ରୁପି

ଶୀତଦିନେ ରୁପି ସମସ୍ୟା ଅନେକଙ୍କ ଲାଗି ଚିନ୍ତାର କାରଣ ପାଲଟେ, ଯାହାକୁ ରୋକିବା ଲାଗି ସେମାନେ ବିଭିନ୍ନ ଉପାୟ ଆପଣେଇଥାନ୍ତି। ହେଲେ ଏଭଳି କିଛି ଖାଦ୍ୟ...

କାନ ଦ୍ୱାରା ମଧ୍ୟ ହୋଇପାରେ କରୋନା ସଂକ୍ରମଣ

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୫।୭: କରୋନା ସଂକ୍ରମଣ ଆଖି,ନାକ ଏବଂ ପାଟି ଦ୍ୱାରା ହୋଇଥାଏ ବୋଲି ପୂର୍ବରୁ ରିପୋର୍ଟ ପ୍ରକାଶ ପାଇଥିଲା। ତେବେ ଏବେ ଏକ ରିପୋର୍ଟରେ ଉଲ୍ଲେଖ...

ବର୍ଷାଦିନେ ଗର୍ଭବତୀଙ୍କ ଯତ୍ନ

କିଛିଦିନ ହେବ ଲାଗିରହୁଛି ପ୍ରବଳ ବର୍ଷା, ଯାହାକି ସଭିଙ୍କଠାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜୁଛି। ବିଶେଷକରି ରୋଗ ପ୍ରତିରୋଧକ ଶକ୍ତି କମ୍‌ଥିବାରୁ ଏହା ଅଧିକ...

କେଶରୁ ଜାଣିହେବ ସ୍କିଜୋଫ୍ରେନିଆ ଲକ୍ଷଣ

ସ୍କିଜୋଫ୍ରେନିଆ ହେଉଛି ଏକ ମସ୍ତିଷ୍କଜନିତ ରୋଗ। ଏପରି ରୋଗ ଦ୍ୱାରା ଆକ୍ରାନ୍ତ ହେଲେ ସ୍ମରଣଶକ୍ତି ପ୍ରଭାବିତ ହୋଇଥାଏ। ମସ୍ତିଷ୍କରେ ହାଇଡ୍ରୋଜେନ ସଲ୍‌ଫାଇଡ୍‌ ଅଧିକ କ୍ଷରଣ ହେଲେ...

ହୃଦଘାତ ଆଶଙ୍କା କମ କରେ କଞ୍ଚା କଦଳୀ

କଞ୍ଚା କଦଳୀରେ ଭରପୂର ମାତ୍ରାରେ ଭିଟାମିନ ଏବଂ ଖଣିଜ ଲବଣ ଥାଏ। ଯାହା ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ପ୍ରତିଦିନ ଖାଦ୍ୟରେ କଞ୍ଚା...

ଅଙ୍ଗୁଳିର ଲମ୍ବାରୁ ଜାଣନ୍ତୁ ବ୍ୟକ୍ତିତ୍ୱ

ମନୁଷ୍ୟର ଶାରୀରିକ ଗଠନ ବ୍ୟକ୍ତିତ୍ୱ କଥା କହିଥାଏ ବୋଲି ସମୁଦ୍ର ଶାସ୍ତ୍ରରେ ବର୍ଣ୍ଣନା ରହିଛି। ତେବେ ଅଙ୍ଗୁଳିରୁ କିଭଳି ବ୍ୟକ୍ତିତ୍ୱ କଥା ଜାଣିହୁଏ ଆସନ୍ତୁ ଜାଣିବା।...

ଶ୍ୱେତ କବକ

କିଛି ରିପୋର୍ଟ ଅନୁଯାୟୀ, ଧଳା ଫଙ୍ଗସ୍‌ ରୋଗ ବୃଦ୍ଧି ପାଇବାରେ ଲାଗିଛି। କୋଭିଡ୍‌ରେ ଆକ୍ରାନ୍ତ ରୋଗୀମାନେ ଧଳା ଫଙ୍ଗସ୍‌ ବା ଶ୍ୱେତ କବକ (ହ୍ବାଇଟ୍‌ ଫଙ୍ଗସ୍‌)ରେ...

Advertisement
Archives

Model This Week