Posted inଖେଳ

ଥାଇଲାଣ୍ଡ ଓପନ୍‌ରୁ ଓହରିଲେ ସିନ୍ଧୁ

ବ୍ୟାଙ୍କକ୍‌, ୩୦।୭ (ପି.ଟି.)- ଶ୍ରେଷ୍ଠ ଭାରତୀୟ ମହିଳା ବ୍ୟାଡ୍‌ମିଣ୍ଟନ ଖେଳାଳି ତଥା ଅଲିମ୍ପିକ ରୌପ୍ୟ ପଦକ ବିଜୟିନୀ ପି.ଭି. ସିନ୍ଧୁ ମଙ୍ଗଳବାରଠାରୁ ଏଠାରେ ଆରମ୍ଭ ହୋଇଥିବା ବିଡବ୍ଲ୍ୟୁଏଫ୍‌ ସୁପର୍‌ ୫୦୦ ଇଭେଣ୍ଟରୁ ଓହରି ଯାଇଛନ୍ତି। ବୁଧବାରଠାରୁ ମୁଖ୍ୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଥିବାବେଳେ ସିନ୍ଧୁ ଏହାର ଗୋଟିଏ ଦିନ ପୂର୍ବରୁ ଓହରି ଯିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ କେଉଁ କାରଣ ଲାଗି ସେ ପ୍ରତିଯୋଗିତାରୁ ଓହରିଲେ ତାହା ଆୟୋଜକଙ୍କ ତରଫରୁ ସ୍ପଷ୍ଟ କରାଯାଇନାହିଁ। ଗତ ସପ୍ତାହରେ ସିନ୍ଧୁ ଇଣ୍ଡୋନେସିଆ ଓପନ୍‌ ଫାଇନାଲକୁ ପ୍ରବେଶ କରିଥିଲେ ମଧ୍ୟ ଜାପାନର ଏକାନେ ୟାମାଗୁଚିଙ୍କ ନିକଟରୁ ହାରି ରନର୍ସଅପ୍‌ରେ ସନ୍ତୁଷ୍ଟ ରହିଥିଲେ। ଅପରପକ୍ଷରେ ଆଘାତଜନିତ କାରଣରୁ ଇଣ୍ଡୋନେସିଆ ଓ ଜାପାନ ଓପନ୍‌ରୁ ଓହରି ଯାଇଥିବା ସାଇନା ନେହ୍ବାଲ ଏହି ପ୍ରତିଯୋଗିତା ମାଧ୍ୟମରେ କୋଟ୍‌କୁ ପ୍ରତ୍ୟାବର୍ତ୍ତନ କରିବେ। ପ୍ରତିଯୋଗିତାରେ ୭ମ ସିଡ୍‌ ମାନ୍ୟତା ପାଇଥିବା ସାଇନା ମହିଳା ସିଙ୍ଗଲ୍ସର ଏକ ମୁକାବିଲାରେ ଜଣେ କ୍ୱାଲିଫାୟର ପ୍ରତିଯୋଗୀଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କ ଫାର୍ମ ପାଇଁ ମିଳିଲାନି କଡ଼କନାଥ କୁକୁଡ଼ା

ଇନ୍ଦୋର,୧୩।୧: ଭାରତର ୧୦ଟି ରାଜ୍ୟରେ ବାର୍ଡ ଫ୍ଲୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ବାର୍ଡ ଫ୍ଲୁ ଯୋଗୁ କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ଚିନ୍ତା ବଢ଼ିବାରେ...

ହରିୟାଣାରେ ହେବ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ

ନୂଆଦିଲ୍ଲୀ, ୨୫ା୭ (ପି.ଟି.)-୨୦୨୧ରେ ଟୋକିଓ ଅଲିମ୍ପିକ୍ସ ଶେଷ ହେବା ପରେ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ୪ର୍ଥ ସଂସ୍କରଣ ହରିୟାଣାରେ ହେବ। ରାଜ୍ୟ ମୁଖ୍ୟମନ୍ତ୍ରୀ ମନୋହରଲାଲ...

ଅଣ୍ଡା ଖାଇ ଟ୍ରୋଲ୍‌ ହେଲେ ବିରାଟ କୋହଲି

ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିକଟରେ ପ୍ରଶଂସକଙ୍କ ସହ ତାଙ୍କର ଏକ ପ୍ରଶ୍ନ-ଉତ୍ତର କାର୍ଯ୍ୟକ୍ରମ ହୋଇଥିଲା। ପ୍ରଶଂସକମାନେ କୋହଲିଙ୍କୁ...

ଆଜି ପ୍ରେମିକାଙ୍କ ହାତ ଧରିବେ ଚହର

ନୂଆଦିଲ୍ଲୀ,୯।୩: ଆଜି ବିବାହ ବନ୍ଧନରେ ଆବଦ୍ଧ ହେବେ ଯୁବ ଭାରତୀୟ କ୍ରିକେଟର ରାହୁଲ ଚହର। ଗୋଆରେ ପ୍ରେମିକା ତଥା ଫ୍ୟାଶନ ଡିଜାଇନର୍‌ ଈଶାନିଙ୍କ ହାତ ଧରିବେ...

ଜାଭେଲିନ୍‌ ଥ୍ରୋୟର ଅମିତ୍‌ ୪ ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୧୮ା୨ (ପି.ଟି.)-ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡ଼ା)ର ଆଣ୍ଟି ଡୋପିଂ ଡିସିପ୍ଲିନାରୀ ପ୍ୟାନେଲ (ଏଡିଡିପି) ହରିୟାଣା ଜାଭେଲିନ୍‌ ଥ୍ରୋୟର ଅମିତ୍‌ ଦାହିୟାଙ୍କୁ ଦୃଷ୍ଟାନ୍ତମୂଳକ ୪...

କରୋନାରୁ ସୁସ୍ଥ ହେଲେ ୬ ଭାରତୀୟ ହକି ଖେଳାଳି

ନୂଆଦିଲ୍ଲୀ, ୧୭ା୮ (ପି.ଟି.)-ଅଧିନାୟକ ମନପ୍ରୀତ ସିଂଙ୍କ ସମେତ ଭାରତୀୟ ପୁରୁଷ ହକି ଦଳର ୬ ଜଣ ହକି ଖେଳାଳି କୋଭିଡ୍‌-୧୯ରୁ ଆରୋଗ୍ୟ ଲାଭ କରିଛନ୍ତି। ସୋମବାର...

ସଚିନଙ୍କ ଲାଗି ବର୍ଷର ଶ୍ରେଷ୍ଠ କ୍ୟାଚ୍‌

ନର୍ଥହାମ୍ପଟନ,୧୦।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା। କିନ୍ତୁ ହରଲିନ ଦେଓଲଙ୍କ ସୁପରମ୍ୟାନ କ୍ୟାଚ୍‌ ପ୍ରଶଂସକଙ୍କ...

ବଡ଼ କ୍ଷତି ସହିବ ବିସିସିଆଇ

ମୁମ୍ବାଇ,୪।୫ : ବିଭିନ୍ନ ଦଳର ଖେଳାଳି କୋଭିଡ୍‌-୧୯ରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ଆଇପିଏଲର ୧୪ତମ ସଂସ୍କରଣକୁ ସ୍ଥଗିତ କରି ଦିଆଯାଇଛି। ଏଥି ଯୋଗୁ ଭାରତୀୟ...

Advertisement
Archives

Model This Week