ଥାନାରେ ଆତ୍ମହତ୍ୟା କଲେ ହତ୍ୟା ଅଭିଯୁକ୍ତ

ବଡବିଲ,୨୧।୧୧(ସ୍ବ.ପ୍ର): ବଡବିଲ ଥାନାରେ ଜଣେ ହତ୍ୟା ଅଭିଯୁକ୍ତ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ବଡ଼ବିଲ ସେଡିଂ ବସ୍ତିର ସୁରେଶ ନାଏକ। ସ୍ତ୍ରୀ ବାସନ୍ତୀଙ୍କୁ ହତ୍ୟା ଅଭିଯୋଗରେ ଗତ ୧୮ ତାରିଖ ସାରେ ପୋଲିସ ସୁରେଶଙ୍କୁ ଗିରଫ କରିଥିଲା। ତାଙ୍କ ନାଁରେ ବଡ଼ବିଲ ଥାନାରେ କେସ ନଂ ୨୨୩/୨୦୧୯ ମାମଲା ରୁଜୁ ହୋଇଥିଲା। ଗୁରୁବାର ସକାଳେ ଅଭିଯୁକ୍ତ ସୁରେଶ ଥାନାରେ ଗାମୁଛା ସାହାଯ୍ୟରେ ଫାଶୀ ଲଗାଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରି ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା ପୋଲିସ। ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ପୋଲିସ ସୂଚନା ଦେଇଛି। ତେବେ ଏହି ମୃତ୍ୟୁ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୃଷକ ସଙ୍ଗଠନ ଆନ୍ଦୋଳନରେ ସାମିଲ ହେବ କଂଗ୍ରେସ

ଭୁବନେଶ୍ୱର,୨୪।୯(ବ୍ୟୁରୋ):ପାର୍ଲାମେଣ୍ଟରେ ଅଗଣତାନ୍ତ୍ରିକ ଉପାୟରେ କେନ୍ଦ୍ର ସରକାର ପାରିତ କରିଥିବା ୩ଟି କୃଷି ବିଧେୟକକୁ ନେଇ ସାରା ଭାରତରେ କୃଷକମାନଙ୍କ ପ୍ରତିବାଦ ଓ ଆନ୍ଦୋଳନ ତୀବ୍ର ହେବାରେ...

ଶେଷ ହେଲା ସର୍ବଦଳୀୟ ବୈଠକ, ମଙ୍ଗଳବାର ବଜେଟ ଅଧିବେଶନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ବଜେଟ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ଏହାପୂର୍ବରୁ ସୋମବାର ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଛି। ତେବେ ବଜେଟ ଅଧିବେଶନ କିଭଳି...

ଲଘୁଚାପ ଦୁର୍ବଳ: ୬ ଯାଏ ବର୍ଷା ନାହିଁ

ଭୁବନେଶ୍ୱର,୩।୭(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟିହୋଇଥିବା ଲଘୁଚାପ ମଙ୍ଗଳବାର ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ଝାଡଖଣ୍ଡ ଏବଂ ଓଡିଶାର କିଛି ଅଂଶରେ...

୧୧ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କୁ ଆଇଏଏସ୍‌ ପଦବୀକୁ ପଦୋନ୍ନତି; ଜାଣନ୍ତୁ ଅଛନ୍ତି କିଏ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ୧୧ଜଣ ବରିଷ୍ଠ ଅଧିକାରୀଙ୍କୁ ଶୁକ୍ରବାର କେନ୍ଦ୍ର ସରକାର ଆଇଏଏସ୍‌ ପଦବୀକୁ ପଦୋନ୍ନତି ଦେଇଛନ୍ତି। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ...

ଭତା, ଆବାସ ଯୋଜନାରୁ ବଁଚିତ୍‌ ବୁରୁଧ୍‌:ଭିଖ୍‌ ମାଗି ପେଟ୍‌ ପାଲୁଛନ୍‌ କିର୍ତ୍ତନ

ଲାଠୋର,୫।୬(ଡି.ଏନ.ଏ.): ସରକାର ଗରିବ ଦୁଖି, ଅସାହା ବୁଢ଼ାବୁଢ଼ି, ଭିନ୍ନକ୍ଷମ, ବିଧବାମାନକୁ ଚାଉଲ, ଭତା, ଆବାସ ଯୋଜନାରେ ଘର ଆଦି ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ...

ପୁରୁଷୋତ୍ତମପୁରରେ ସ୍ବାଧୀନ ପ୍ରାର୍ଥୀ ସ୍ବାମୀ,ସ୍ତ୍ରୀଙ୍କ ବାଜିମାତ୍‌

ପୁରୁଷୋତ୍ତମପୁର,୨୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ବିଜେଡିକୁ ପଛରେ ପକାଇ ସ୍ବାଧୀନ ପ୍ରାର୍ଥୀ ସ୍ବାମୀ-ସ୍ତ୍ରୀ ବାଜି ମାରିନେଇଛନ୍ତି। ସ୍ବାଧୀନ ପ୍ରାର୍ଥୀ ପ୍ରିୟଙ୍କା ଗୌଡ ଅଧ୍ୟକ୍ଷା ଭାବେ...

ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ

କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍‌...

ଗାଡ଼ିରେ ‘ପ୍ରେସ୍‌’ ଲେଖି ଗଞ୍ଜେଇ ଚାଲାଣ

ନନ୍ଦପୁର, ୨୦ା୫ (ଡି.ଏନ୍‌.ଏ.): ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ପାଇଁ ଏବେ ଚାଲାଣକାରୀମାନେ ଏକ ନୂଆ ତରିକା ଆପଣେଇଛନ୍ତି। ଗାଡ଼ିରେ ସେମାନେ ପ୍ରେସ୍‌ ଲେଖି...

Advertisement
Archives

Model This Week