ଥାନାରେ ପଡ଼ି ରହିଛି କୋହଲିଙ୍କ ପ୍ରଥମ ଅଡି କାର

ନୂଆଦିଲ୍ଲୀ, ୧୨।୧୨- ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ବହୁ ବିଳାଶପୂର୍ଣ୍ଣ କାର ରହିଛି। ସେ ଅଡି ଇଣ୍ଡିଆର ଜଣେ ବ୍ରାଣ୍ଡ ଆମ୍ବାସାଡର ମଧ୍ୟ। ପ୍ରତ୍ୟେକ ବର୍ଷ ମାର୍କେଟରେ ଲଞ୍ଚ ହେଉଥିବା କାରକୁ କିଣନ୍ତି କୋହଲି। ତେବେ ତାଙ୍କର ପ୍ରଥମ ଅଡି କାର ମୁମ୍ବାଇ ଥାନାରେ ପଡ଼ି ରହିଛି। ଏହାର କାରଣ କ’ଣ ଜାଣିଛନ୍ତି?

୨୦୧୨ରେ ଅଡି ଇଣ୍ଡିଆ ନୂଆ ଆର୮ ମଡେଲ ଲଞ୍ଚ କରିଥିଲା। ଏହା ଥିଲା କୋହଲିଙ୍କ ପ୍ରଥମ ଅଡି କାର। ଏହାକୁ ବ୍ରୋକର ଜରିଆରେ ୨୦୧୬ରେ ସାଗର ଠାକ୍କର ନାମକ ଜଣେ ବ୍ୟକ୍ତିଙ୍କୁ ବିକିଥିଲେ। ପରେ ସେକେଣ୍ଡ ହ୍ୟାଣ୍ଡ କାର କିଣିଥିବା ସାଗର ଏକ ସ୍କାମରେ ଜଡ଼ିତ ଥିବା ଜଣାପଡ଼ିବା ପରେ ପୋଲିସ ଉକ୍ତ ଅଡି କାରଙ୍କୁ ଜବତ କରିଥିଲା। ଏବେ ଉକ୍ତ ଅଡି ଆର୮ ମୁମ୍ବାଇ ପୋଲିସ ଗ୍ରାଉଣ୍ଡରେ ପାର୍କ ହୋଇ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ଇସ୍ରାଏଲ-ଲେବାନନ ଶାନ୍ତି ଚୁକ୍ତି ସ୍ବାକ୍ଷରିତ, ହେଜବୋଲାକୁ ଗ୍ରହଣ କରିବାକୁ ପଡିବ ଏସବୁ ସର୍ତ୍ତ

ଜେରୁଜେଲମ,୨୭।୬: ମଧ୍ୟପ୍ରାଚ୍ୟରୁ ଏକ ପ୍ରମୁଖ, ଐତିହାସିକ ଖବର ସାମ୍ନାକୁ ଆସୁଛି। ଯୁଦ୍ଧର ନିଆଁରେ ଜଳୁଥିବା ଦେଶଗୁଡ଼ିକ ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଶେଷରେ ଶାନ୍ତିର ପ୍ରଥମ ଝଲକ…

ଶାଗୁଆନ ଗଛ କାଟୁଥିଲେ ଦୃର୍ବୁତ୍ତ, ଛିଣ୍ଡିଲା ୩୩ କେଭି ଲାଇନ ତାର: ଆଉ ତା’ପରେ…

ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଶନିବାର ସକାଳେ ପବନ ବର୍ଷା ନାହିଁ କିନ୍ତୁ ଦୁର୍ବୁତ୍ତମାନଙ୍କ ପାଇଁ ବିଦ୍ୟୁତସେବା ବ୍ୟାହତ ହୋଇଛି। ବିଦ୍ୟୁତ ସେବା ସ୍ବାଭାବିକ ହେବାକୁ…

‘ଆଉ ବ୍ଲେମ ଗେମ୍‌ ନୁହେଁ…’: ଆମେରିକାର ଆକ୍ରମଣ ପରେ ରାଗିଲାଣି ଇରାନ, କହିଛି ‘ଆମେରିକାର ବିଫଳ ରାଷ୍ଟ୍ରପତି…’

ତେହରାନ,୨୭।୬: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଡ୍ରୋନ ଆକ୍ରମଣ ପରେ, ଆମେରିକା ଅନେକ ଇରାନୀ…

IND vs IRE 1st T20I: ଭାରତ ପରାଜୟର ୩ ପ୍ରମୁଖ କାରଣ: ଆୟର୍ଲାଣ୍ଡ ବିପକ୍ଷରେ କାହିଁକି ହାରିଲା ଭାରତ? ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟ ଇତିହାସରେ ଜୁନ ୨୬ (ଶୁକ୍ରବାର) ଏକ କଳା ଦିନ ଭାବରେ ଲିପିବଦ୍ଧ ହୋଇପାରେ। ଏହି ଦିନ, ପ୍ରଥମ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆ…

ମୌସୁମୀ ବର୍ଷାରେ ବିଳମ୍ବ, ଚାଷୀ ହତାଶ: ଜଳସେଚନ ସୁବିଧା ନାହିଁ

ନୂଆପଡ଼ା,୨୭ା୬ (ମକାରୁ ବେମାଲ):ନୂଆପଡା ଏକ କୃଷିପ୍ରଧାନ ଜିଲା। ଜିଲାର ୯୦ ପ୍ରତିଶତ ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ଜଳସେଚିତ ଅଞ୍ଚଳକୁ ବାଦଦେଲେ ଅଣଜଳସେଚିତ ଅଞ୍ଚଳରେ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri