ଥାନା ଛାତରୁ ଡେଇଁ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣା: ରୁଜୁ ହେଲା ହାଜତ ମୃତ୍ୟୁ ମାମଲା

ବୀରମହାରାଜପୁର, ୩୦ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଆଦର୍ଶ ଥାନାରେ ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥିବାବେଳେ ଛାତ ଉପରୁ ଡେଇଁ ପ୍ରାଣ ହରାଇଥିବା ଘଟଣା ଏବେ ନୂଆ ମୋଡ ନେଇଛି। ମୃତକଙ୍କ ପରିବାର ଏହାର ନିରପେକ୍ଷ ତଦନ୍ତ ଦାବି କରିଥିଲେ। ପୋଲିସ ଏହାକୁ ହାଜତ ମୃତ୍ୟୁ ମାମଲା ଭାବେ ଗ୍ରହଣ କରି ଅଧିକ ତଦନ୍ତ ଚଳାଇଛି।
ଟିଠିପାଲି ଗ୍ରାମର ଲିଙ୍ଗରାଜ ଅମାତ(୩୫) ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟକୁ ଆସି ଗଣ୍ଡଗୋଳ କରିଥିଲେ। ପୋଲିସ ଲିଙ୍ଗରାଜଙ୍କୁ କାବୁକରି ଥାନାକୁ ଆଣି ପଚରାଉଚୁରା କରୁଥିଲା। ସେତିକିବେଳେ ଲିଙ୍ଗରାଜ ଶୌଚାଳୟ ଯିବା ବାହାନାରେ ଥାନା ଛାତ ଉପରକୁ ଚାଲି ଯାଇଥିଲେ। ଡ୍ୟୁଟିରେ ଥିବା ପୋଲିସ କର୍ମଚାରୀ ତାଙ୍କୁ ପିଛା କରିଥିଲେ। ହେଲେ ସେ ହଠାତ୍‌ ଛାତ ଉପରୁ ତଳକୁ ଡେଇଁ ପଡିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ଭିମ୍‌ସାର୍‌ ପଠାଯାଇଥିଲା। ତେବେ ସେଠାରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀକୁ ଗଡିବ ଆଉ ୨ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ଓଡ଼ିଶାରୁ ନୂଆଦିଲ୍ଲୀକୁ ଗଡିବ ଆଉ ୨ଟି ସ୍ବତନ୍ତ୍ର ଟ୍ରେନ। ୧୭ ତାରିଖରୁ ଚାଲିବ ଭୁବନେଶ୍ୱର-ଆନନ୍ଦବିହାର ସ୍ପେଶାଲ ଟ୍ରେନ। ଏହି ଟ୍ରେନ ପ୍ରତି ଶନିବାର ଅପରାହ୍ନ ୧୨ଟା...

ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଅଭିଯୁକ୍ତ ଗିରଫ

ଡୁବୁରୀ/କଳିଙ୍ଗନଗର,୨୬।୯(ଡି.ଏନ୍‌.ଏ.): କଳିଙ୍ଗନଗର ଥାନା ଅନ୍ତର୍ଗତ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ମଙ୍ଗଳବାର ନାବାଳିକାଙ୍କ ଭାଇ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ...

ଭୁଲ୍‌ ମାନି ବାପାଙ୍କୁ ଘରକୁ ନେଲେ ପୁଅ

ପାଣିକୋଇଲି,୧୪ା୧୧(ଡି.ଏନ.ଏ.): ପାଣିକୋଇଲି ପଞ୍ଚାୟତ ବଣିଆଗାଡ଼ିଆ (ଖଜିରିପୁର) ଗ୍ରାମର ବୃଦ୍ଧ ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳଙ୍କୁ ତାଙ୍କ ଦୁଇ ପୁଅ ନ ପଚାରିବାରୁ ସେ ସ୍ଥାନୀୟ ବିଦ୍ୟାଳୟ ବାରଣ୍ଡାରେ ଆଶ୍ରୟ...

ସମଗ୍ର ଦେଶ ପାଇଁ ରହିବ ଗୋଟିଏ ଆପତ୍‌କାଳୀନ ନମ୍ବର

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ସମଗ୍ର ଦେଶ ପାଇଁ ରହିବ ଗୋଟିଏ ଆପତ୍‌କାଳୀନ ନମ୍ବର ୧୧୨। ୨୦୨୦ ମାର୍ଚ୍ଚ ମାସରୁ ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି...

ପଣସ ଚାଷକୁ ପ୍ରୋତ୍ସାହିତ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର,୭ା୨(ବ୍ୟୁରୋ): ପୁଷ୍ଟିକର ନିରାପତ୍ତା ବୃଦ୍ଧି ଦିଗରେ ରାଜ୍ୟ ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ପଣସ ଚାଷକୁ ପ୍ରୋତ୍ସାହିତ ତଥା ଲୋକପ୍ରିୟ କରିବାକୁ ମୁଖ୍ୟ...

ଅଟେଇ ଜଙ୍ଗଲରେ ମହାବଳ ପାଦ ଚିହ୍ନ

ପାଟଣା,୫।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ୍‌ ରୋହଣୀଦୁମା ବଣ ମହୁଲଡ଼ିହା ମଝିରେ ଥିବା ଅଟେଇ ସଂରକ୍ଷିତ ଶାଳ ଜଙ୍ଗଲରେ ମହାବଳ ବାଘର ସନ୍ଧାନ...

ବରଡାବାଲି କ୍ୱାରାଣ୍ଟାଇନ କେନ୍ଦ୍ରରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ

ଧରାକୋଟ,୧୧ା୬(ଡି.ଏନ.ଏ.)-ଧରାକୋଟ ବ୍ଲକ ବରଡାବାଲି କ୍ୱାରାଣ୍ଟାଇନ କେନ୍ଦ୍ରରେ ବୁଧବାର ରାତିରେ ଜଣେ ପ୍ରବାସୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମଚ୍ଛାକୋଟ ପଞ୍ଚାୟତ ଗମ୍ଭାରୀଗୁଡ଼ା ଗ୍ରାମର ଶିବରାମ ପ୍ରଧାନ...

ବିରୂପା, ଗେଙ୍ଗୁଟି ନଦୀରୁ ବେଆଇନ ବାଲି ଚାଲାଣ

ଚଣ୍ଡିଖୋଲ,୨୦ା୬(ଡି.ଏନ୍‌.ଏ): ଦର୍ପଣ ତହସିଲ ଅଧୀନରେ ବିରୂପା, ଗେଙ୍ଗୁଟି ଓ କେଲୁଅ ନଦୀ ରହିଛି। ମାତ୍ର ବିରୂପା ଓ ଗେଙ୍ଗୁଟି ନଦୀରୁ ଏବେ ବ୍ୟାପକ ଭାବେ ବେଆଇନ...

Advertisement
Archives

Model This Week