ଥାନା ନିକଟରୁ ୧୮ ଲକ୍ଷ ଲୁଟିନେଲେ ଲୁଟେରା

ଖୁଣ୍ଟୁଣୀ, ୨୯।୧୦(ଡି.ଏନ୍‌.ଏ.): କଟକ ଜିଲା ଖୁଣ୍ଟୁଣୀ ଥାନାଠାରୁ ମାତ୍ର ୩ଶହ ମିଟର ଦୂର ୫୫ ନମ୍ବର ଜାତୀୟ ରାଜପଥର ରାଧାକିଶୋରପୁର ଓଭରବ୍ରିଜ୍‌ ଉପରୁ ମଙ୍ଗଳବାର ୧୮ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି। ଲୁଟ୍‌ର ଶିକାର ହୋଇଛନ୍ତି ଏକ ଘରୋଇ କମ୍ପାନୀର କର୍ମଚାରୀ ସନ୍ତୋଷ ରାଜ। ତାଙ୍କ ଘର ଢେଙ୍କାନାଳ କାଇମାଟି ଅଞ୍ଚଳରେ ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, ସନ୍ତୋଷ ୧୮ ଲକ୍ଷ ଟଙ୍କାନେଇ ଢେଙ୍କାନାଳରୁ କଟକ ଅଭିମୁଖେ ଯାଇଥିଲେ। ରାଧାକିଶୋରପୁର ଓଭରବ୍ରିଜ୍‌ ନିକଟରେ ୨ଟି ବାଇକ୍‌ରେ ୪ ଲୁଟେରା ଆସି ସନ୍ତୋଷଙ୍କୁ ଅଟକାଇଥିଲେ। ତାଙ୍କୁ ଧମଚମକ ଦେଇ ଟଙ୍କା ବ୍ୟାଗ୍‌ ଓ ମୋବାଇଲ୍‌ ଫୋନ୍‌ ଛଡାଇ ନେଇଯାଇଥିଲେ। ଏ ନେଇ ସନ୍ତୋଷ ଖୁଣ୍ଟୁଣୀ ଥାନାରେ ଅଭିଯୋଗ କରିଛନ୍ତି। ଲୁଟେରାଙ୍କ ସମ୍ପର୍କରେ ଖୁବ୍‌ଶୀଘ୍ର ତଥ୍ୟ ମିଳିବ ବୋଲି ଥାନା ଆଇଆଇସି କହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri