ଦକ୍ଷତା ବିକାଶ ମନ୍ତ୍ରଣାଳୟର କୌଶଳ ପକ୍ଷ ଅଭିଯାନ

ନୂଆଦିଲ୍ଲୀ,୨୪।୭: ଦକ୍ଷତା ବିକାଶ ଏବଂ ଔଦ୍ୟୋଗିକତା ମନ୍ତ୍ରଣାଳୟ ପକ୍ଷରୁ କୌଶଳ ପକ୍ଷ ପାଳନ କରାଯାଉଛି। ଏହା ଚଳିତ ମାସ ୧୬ରୁ ୩୧ ଯାଏ ଅନୁଷ୍ଠିତ ହେବ। ବିଶ୍ୱ କୌଶଳ ଦିବସ ଅବସରରେ କେନ୍ଦ୍ର ମନ୍ତ୍ରୀ ଡ.ମହେନ୍ଦ୍ରନାଥ ପାଣ୍ଡେ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି। ଯୁବଗୋଷ୍ଠୀଙ୍କୁ ସାମିଲ ସହ ପାଓ୍ବାର ସ୍କିଲ ଅଭିଯାନକୁ ସାରା ଦେଶରେ ବିସ୍ତାର କରିବା ଏହି ପଦକ୍ଷେପର ଲକ୍ଷ୍ୟ। ମନ୍ତ୍ରଣାଳୟ ପକ୍ଷରୁ ପାକ୍ଷିକ ଉତ୍ସବ, ସଚେତନତା ଅଭିଯାନ, କୌଶଳ ମେଳା, ପ୍ରତିଯୋଗିତା,କର୍ମଶାଳା, ଭ୍ରାମ୍ୟମାଣ ଶିବିର ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ବର୍ତ୍ତମାନ ସମୟରେ କୌଶଳ ବିକାଶ ଦିଗରେ ସଚେତନତା ବୃଦ୍ଧି ଲାଗି ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଥିବା କେନ୍ଦ୍ର ମନ୍ତ୍ରୀ ଡ.ମହେନ୍ଦ୍ରନାଥ ପାଣ୍ଡେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି…

ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ…

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri