ଦକ୍ଷିଣ ଓଡ଼ିଶାରେ ପ୍ରଥମ କରୋନା ପଜିଟିଭ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ରାଜ୍ୟରେ ସୋମବାର ଚିହ୍ନଟ ହୋଇଥିବା ୨ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଦକ୍ଷିଣ ଓଡ଼ିଶାର। ସେ କୋରାପୁଟ ଜିଲା ଦଶମନ୍ତପୁରର ବୋଲି ଜଣାପଡ଼ିଛି। ତେବେ ଆକ୍ରାନ୍ତଜଣଙ୍କ ୨୨ ବର୍ଷୀୟ ଏବଂ ସେ ଜଣେ ସ୍ବାସ୍ଥ୍ୟକର୍ମୀ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନାରୁ ଜଣାପଡ଼ିଛି। ତେବେ ଜଣେ ସ୍ବାସ୍ଥ୍ୟକର୍ମୀ କରୋନା ପଜିଟିଭ ଚିହ୍ନଟ ହେବା ରାଜ୍ୟରେ ପ୍ରଥମ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଭାରତ ବାୟୋଟେକ୍‌ର କୋଭାକ୍ସିନ୍‌ ଟିକା ପ୍ରାଣୀଙ୍କଠାରେ ସଫଳ

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ହାଇଦ୍ରାବାଦ୍‌ ସ୍ଥିତ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ୍‌ କରୋନା ଟିକା...

ଡ୍ରୋନ୍‌ ପଞ୍ଜୀକରଣ ପାଇଁ ଶେଷ ସୁଯୋଗ:୩୧ ପରଠାରୁ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୪-୧(ବ୍ୟୁରୋ):ଏଣିକି ମନଇଚ୍ଛା ଆଉ ଉଡ଼ିପାରିବନି ଡ୍ରୋନ୍‌।ଏପରି କି ବିନା ପଞ୍ଜୀକରଣରେ ବେଆଇନ ଭାବେ ଡ୍ରୋନ୍‌ ପାଖରେ ରଖିଲେ ଓ ବିନାନୁମତିରେ ଉଡ଼ାଣ କଲେ ହେବ...

ବ୍ରାହ୍ମଣୀ, ବୈତରଣୀ ନଦୀରେ ବନ୍ୟା: ପଲିଥିନକୁ ଚାହିଁ ବସିଛନ୍ତି ବନ୍ୟାଦୁର୍ଗତ

ଯାଜପୁର ଅଫିସ୍‌/ବରୀ,୪।୯ (ଡି.ଏନ.ଏ.): ବୈତରଣୀ ଓ ବ୍ରାହ୍ମଣୀ ନଦୀର ବନ୍ୟା ଏବେ ଯାଜପୁର ଜିଲାର ୧୨୩୫ ଗ୍ରାମର ପେଟପାଟଣା ଉଜାଡି ଦେଇଛି। ୮ ଦିନ ଧରି...

ଲକ୍‌ଡାଉନ ସମୟରେ ଜନ୍ମଦିନ ପାଳି ଅଡୁଆରେ ଭାଜପା ବିଧାୟକ

ବେଙ୍ଗାଲୁରୁ,୧୧।୪: କର୍ନାଟକ ତୁରୁଭେକେରେର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ଏମ୍‌. ଜୟନାରାୟଣ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଜନ୍ମଦିନ ପାଳି ବିବାଦ ଘେରକୁ ଚାଲି ଆସିଛନ୍ତି।...

ଆଜିଠୁ ପଞ୍ଚୁକ: ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ, ୮।୧୧: ଆରମ୍ଭ ହୋଇଛି ମହାକାର୍ତ୍ତିକର ପଞ୍ଚୁକ ବ୍ରତ । ସେଥିପାଇଁ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି ।...

କ୍ୱାରାଣ୍ଟାଇନ୍‌ରେ ନିଜାମୁଦ୍ଦିନ ଧାର୍ମିକ ସମାବେଶରେ ଯୋଗଦେଇ ଫେରିଥିବା ୩ ଓଡ଼ିଆ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନଠାରେ ହୋଇଥିବା ଧାର୍ମିକ ସଭାରେ କିଛି ଓଡ଼ିଆ ସାମିଲ ହୋଇଥିଲେ। ଏଯାବତ୍‌ ୩ଜଣଙ୍କ ବିଷୟରେ ସରକାର ଅବଗତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ କ୍ୱାରାଣ୍ଟାଇନ୍‌ରେ...

ଡବେରୀ ଅଙ୍ଗନାୱାଡି କେନ୍ଦ୍ରରେ ଅବ୍ୟବସ୍ଥା: ୧୧ଟା ପର୍ଯ୍ୟନ୍ତ ବାହାରେ ଠିଆ ହେଲେ ଶିଶୁ

ଦାରିଙ୍ଗବାଡ଼ି,୧।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଡବେରୀଠାରେ ଥିବା ଅଙ୍ଗନାୱାଡ଼ି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ଦେଖାଦେଇଛି। ମଙ୍ଗଳବାର ଶିଶୁମାନେ ସକାଳ ୯ଟାରୁ ଆସି କେନ୍ଦ୍ର ସମ୍ମୁଖରେ ବହୁ ସମୟ...

ବଜ୍ରପାତ ନେଇ ୭ ଜିଲାକୁ ୟେଲୋ ଓ୍ବାର୍ନିଂ: ୪୨.୫ ଡିଗ୍ରୀରେ ଟିଟିଲାଗଡ଼

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ରବିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଝଡ଼ ତୋଫାନ ସହ ବଜ୍ରପାତ ସୂଚନା ମିଳିଛି। କେନ୍ଦୁଝରରେ ସର୍ବାଧିକ ୩୧.୬ ମିମି ବର୍ଷା...

Coronavirus Update


Archives

Model This Week

Why Dharitri