Posted inଜାତୀୟ

ଦକ୍ଷିଣ କଶ୍ମୀରରୁ ୨୩ ଦିନରେ ୧୧ ଯୁବକ ନିଖୋଜ: ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିବା ସନ୍ଦେହ

ଶ୍ରୀନଗର,୨୪।୪: ଗତ ୨୩ ଦିନ ମଧ୍ୟରେ ଦକ୍ଷିଣ କଶ୍ମୀରରୁ ୧୧ ଜଣ ଯୁବକ ନିଖୋଜ ରହିଛନ୍ତି। ସେମାନେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିବା ନେଇ ସନ୍ଦେହ କରାଯାଉଛି। ଯୁବକମାନଙ୍କ ମଧ୍ୟରେ ଭ୍ରାନ୍ତ ଧାରଣ ଜନ୍ମାଇ ଏଭଳି କରାଯାଇଥିବା ଆଶଙ୍କା କରାଯାଉଛି। ପୁଲଓ୍ବାମାରୁ ୭ ଜଣ, ଶୋପିଆନ୍‌ରୁ ଜଣେ ତଥା କୁଲଗାମ୍‌ ଜିଲାରୁ ୩ ଜଣ ଯୁବକ ନିଖୋଜ ଥିବା କୁହାଯାଉଛି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ପିତା ଅବସରପ୍ରାପ୍ତ ସେନା କର୍ମଚାରୀ ଥିବା ପୋଲିସ ସୂଚନା ଦେଇଛି। ନିଖୋଜ ଯୁବକଙ୍କ ସନ୍ଧାନରେ ପୋଲିସ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାନ୍ଦୀପୋରାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ବାନ୍ଦୀପୋରା ଜିଲାର ଚନ୍ଦାଜି ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ପାକିସ୍ତାନୀ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

ଏନ୍‌ଆଇଏ ହାତରେ ୟୁରାନିୟମ୍‌ ମାମଲା

ମୁମ୍ବାଇ/ଇସ୍‌ଲାମାବାଦ,୧୦ା୫: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ୧୯୪୫ ଅଗଷ୍ଟ ୬ରେ ଜାପାନର ହିରୋଶିମା ଉପରେ ଆମେରିକା ଆକାଶମାର୍ଗରୁ ଏକ ୧୦ ଫୁଟ୍‌ (୩ ମିଟର) ଲମ୍ବର ବୋମା...

ସୁଶାନ୍ତଙ୍କ ଆତ୍ମହତ୍ୟା ରହସ୍ୟ: ୮ ହାର୍ଡ ଡିସ୍କ୍‌ର ଡାଟା ଡିଲିଟ୍‌ କରିଥିଲେ ଗର୍ଲଫ୍ରେଣ୍ଡ…

ମୁମ୍ବାଇ, ୨୭।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାର ରହସ୍ୟ ଧୀରେଧୀରେ ଅଧିକ ଜଟିଳ ହେବାରେ ଲାଗିଛି। ସୁଶାନ୍ତଙ୍କ ଆଇନଜୀବୀ କହିଛନ୍ତି ଯେ, ହତ୍ୟା...

ସମୟ ପୂର୍ବରୁ ଅପରାଧୀଙ୍କୁ ଖଲାସ କରିବା ସରକାରଙ୍କ କାମ: ସୁପ୍ରିମ୍‌ କୋର୍ଟ ଆଜୀବନ କାରାଦଣ୍ଡରେ ଦଣ୍ଡିତଙ୍କ ମୁକ୍ତି ନେଇ…

ନୂଆଦିଲ୍ଲୀ,୨୪।୧ : ଅପରାଧୀଙ୍କୁ ସମୟ ପୂର୍ବରୁ ଖଲାସ କରିବା ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ଶୀର୍ଷକୋର୍ଟ କହିଛନ୍ତି, ଜଣେ ଦୋଷୀଙ୍କୁ ସମୟ ପୂର୍ବରୁ...

ଭୁଟାନ ସହ ଚାଇନାର ନୂଆ ସୀମା ବିବାଦ

ନୂଆଦିଲ୍ଲୀ,୧।୭(ଆଇଏଏନ୍‌ଏସ୍‌): ପୂର୍ବ ଲଦାଖରେ ଭାରତ ସହ ସୀମା ବିବାଦ ଲାଗି ରହିଥିବାବେଳେ ଏବେ ସହଯୋଗୀ ଭୁଟାନ ସହ ଚାଇନା ନୂଆ ସୀମା ବିବାଦ ଆରମ୍ଭ କରିଛି।...

ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୬।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮,୮୧୩...

ପାନଛେପକୁ ବିରୋଧ କରିବାରୁ ଗାଡ଼ି ମଡ଼ାଇ ହତ୍ୟା

ବାରାଣସୀ,୨୧ା୯: ପାନଛେପ ପକାଇବାକୁ ଜଣେ ୫୯ ବର୍ଷୀୟ ବ୍ୟକ୍ତି ବିରୋଧ କରିବାରୁ ଦୁର୍ବୃତ୍ତମାନେ ତାଙ୍କ ଉପରେ ଗାଡ଼ି ମଡ଼ାଇଦେଇଛନ୍ତି। ଉତ୍ତରପ୍ରଦେଶର ବାରାଣସୀ ସହର ଅନ୍ତର୍ଗତ ସିଗ୍ରାରେ...

ଭବିଷ୍ୟତ ଯୁଦ୍ଧରେ ସାଇବର-ଲେଜର-ସ୍ପେସ୍‌ ଓ ରୋବଟ ମୁଖ୍ୟ ଭୂମିକା ଗ୍ରହଣ କରିବେ: ସେନା ମୁଖ୍ୟ ବିପିନ୍‌ ରାଓ୍ବତ

ନୂଆଦିଲ୍ଲୀ,୧୫।୧୦: ଭବିଷ୍ୟତରେ ହେବାକୁଥିବା ଯୁଦ୍ଧରେ ସାଇବର-ଲେଜର-ସ୍ପେସ୍‌ ଓ ରୋବଟ ମୁଖ୍ୟ ଭୂମିକା ଗ୍ରହଣ କରିବେ। ଡିଆର୍‌ଡିଓ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେନା ମୁଖ୍ୟ...

Advertisement
Archives

Model This Week