ଦକ୍ଷିଣ କୋରିଆରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ

ସିଓଲ,୧୨ା୫: ଦକ୍ଷିଣ କୋରିଆରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ସତର୍କ କରିଦିଆଯାଇଛି। କଟକଣା କୋହଳ ହେବା ପରେ ରବିବାର ସଂକ୍ରମଣ ମାସକ ମଧ୍ୟରେ ସର୍ବାଧିକ ରହିଛି। ଦକ୍ଷିଣ କୋରିଆ ରାଷ୍ଟ୍ରପତି ମୁନ୍‌ ଜାଏ-ଇନ୍‌ କହିଛନ୍ତି, ସଂକ୍ରମଣ ସମ୍ପୂର୍ଣ୍ଣ ବନ୍ଦ ନ ହେବା ପର୍ଯ୍ୟନ୍ତ ବିପଦ ଟଳିଗଲା ବୋଲି କୁହାଯାଇପାରିବ ନାହିଁ। ଭୂତାଣୁ ଯେକୌଣସି ସମୟରେ ପୁଣି ଥରେ କାୟା ମେଲାଇପାରେ। ରବିବାର ଦକ୍ଷିଣ କୋରିଆରେ ୩୪ଟି ନୂଆ ସଂକ୍ରମଣ ମାମଲା ସାମନାକୁ ଆସିଛି, ଯାହା କି ଏପ୍ରିଲ ୯ରୁ ଇତିମଧ୍ୟରେ ସର୍ବାଧିକ। ଏହି ଘଟଣା ପରେ ସିଓଲରେ ସମସ୍ତ ନାଇଟ୍‌ କ୍ଲବ୍‌ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତଳମୁହାଁ କରୋନା ଗ୍ରାଫ୍‌: ୨ବର୍ଷ ପରେ ମୁମ୍ବାଇରେ ୧୦୦ରୁ କମ୍‌ ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ମୁମ୍ବାଇ,୨୧।୨: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। ହେଲେ ଦୈନିକ ସଂକ୍ରମଣ ପୂର୍ବପେକ୍ଷା ବହୁତ କମ୍‌ ରହିଛି। ଗତ ୨ବର୍ଷ ହେଲାଣି ମହାରାଷ୍ଟ୍ରରେ...

ଦେଶରେ ୧୧ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା ହୋଇଛି: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୪।୫: ଦେଶର କରୋନା ସଂକ୍ରମଣ ରୋକିବା ପାଇଁ ନମୁନା ପରୀକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଛି। ସୋମବାର ସୁଦ୍ଧା ୧୧ ଲକ୍ଷ ୭ ହଜାର ୨୩୩ ଲୋକଙ୍କ...

ପାନାମା ମାମଲାରେ ନୱାଜ ଶରିଫଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ପାଇଁ ବାଜୱା ଦାୟୀ: ଇମ୍ରାନ

ଇସଲାମାବାଦ,୨୩ ।୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଲଗାତାର ନୱାଜ ଶରିଫ ଓ ତାଙ୍କ ଦଳକୁ ଟାର୍ଗେଟ କରି ଚାଲିଛନ୍ତି । ଏଥିପାଇଁ ସେ...

୧୦୦ ଦେଶର ମିଳିତ ବିବୃତ୍ତି , ଆଫଗାନିସ୍ତାନରେ ଏୟାରଲିଫ୍ଟ ରହିବ ଜାରି…

ଓ୍ବାଶିଂଟନ/କାବୁଲ,୩୦।୮: ଆଫଗାନିସ୍ତାନରୁ ଏୟାରଲିଫ୍ଟ ନେଇ ଆମେରିକା ସମେତ ୧୦୦ଟି ଦେଶ ପକ୍ଷରୁ ମିଳିତ ବିବୃତ୍ତି ଜାରି କରାଯାଇଛି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ଲୋକଙ୍କ ସୁରକ୍ଷିତ...

କମିବ ଲୋକଙ୍କ ବୟସ

ସିଓଲ,୯।୧୨: ଦକ୍ଷିଣ କୋରିଆ ସରକାର ପାରମ୍ପରିକ ବୟସ ଗଣନା ପଦ୍ଧତିକୁ ରଦ୍ଦ କରିବା ପାଇଁ ଗୁରୁବାର ଏକ ଆଇନ ପ୍ରଣୟନ କରିଛନ୍ତି। ଫଳରେ ସରକାର ବୟସ...

କାଲିଫର୍ନିଆରୁ ଧରାପଡ଼ିଲେ ଗ୍ୟାଙ୍ଗଷ୍ଟାର ଗୋଲ୍ଡି ବ୍ରାର: ମୁସେଓ୍ବାଲାଙ୍କୁ ହତ୍ୟା ପରେ ହୋଇଥିଲେ ଫେରାର

କାଲିଫର୍ନିଆ/ଚଣ୍ଡିଗଡ଼,୨।୧୨: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେଓ୍ବାଲାଙ୍କ ହତ୍ୟାର ମାଷ୍ଟରମାଇଣ୍ଡ ଗୋଲ୍ଡି ବ୍ରାରଙ୍କୁ ଆମେରିକାର କାଲିଫର୍ନିଆରୁ ହେପାଜତକୁ ନିଆଯାଇଛି। କିଛି ସମୟ ପୂର୍ବରୁ ତାଙ୍କ ବିରୋଧରେ ଇଣ୍ଟରପୋଲ...

ପାକ୍‌ରେ ଶକ୍ତି ସଙ୍କଟ: ରାତି ୮ଟାରୁ ବଜାର ବନ୍ଦ

ଇସ୍‌ଲାମାବାଦ୍‌, ୨୧।୧୨: ଭୟାବହ ବନ୍ୟା ପ୍ରଭାବରେ କ୍ଷତିଗ୍ରସ୍ତ ପାକିସ୍ତାନ ଅଣ୍ଟା ସଳଖୁଥିବାବେଳେ ଦେଶରେ ଶକ୍ତି ସଙ୍କଟ ମୁଣ୍ଡ ଟେକିଛି। ଏ ନେଇ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି...

ଗାଁରେ ସଙ୍ଗରୋଧ କେନ୍ଦ୍ରକୁ ବିରୋଧ: ତାଲା ପକାଇଲେ ଗ୍ରାମବାସୀ

ରାୟଗଡ଼ା ଅଫିସ,୨ା୫: ରାୟଗଡ଼ା ଜିଲା ହାଲୁଆ ପଞ୍ଚାୟତ ଅଧୀନ ପୋଡ଼ାପାଡ଼ି ଗ୍ରାମରେ ସଙ୍ଗରୋଧ କେନ୍ଦ୍ରକୁ ବିରୋଧ କରି ଶୁକ୍ରବାର ଗ୍ରାମବାସୀ ସ୍କୁଲ ଫାଟକରେ ତାଲା ପକାଇଛନ୍ତି।...

Advertisement
Archives

Model This Week