ଦକ୍ଷିଣ କୋରିଆରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ସିଓଲ,୨୯।୨: ଚାଇନା ପରେ ଏବେ ଦକ୍ଷିଣ କୋରିଆରେ କରୋନା ଭାଇରସ ସଂକ୍ରମିତ ଓ ମୃତକଙ୍କ ସଂଖା ବଢି ଚାଲିଛି। ଶୁକ୍ରବାର ୫୯୪ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଏହି ସଂଖ୍ୟା ୨,୯୩୧ରେ ପହଞ୍ଚିଛି। ଏବେସୁଦ୍ଧା କରୋନା ଭାଇରସରେ ଦକ୍ଷିଣ କୋରିଆରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୭ ଜଣ ସୁସ୍ଥ ହୋଇସାରିଛନ୍ତି। ସୂଚନାଯୋଗ୍ୟ, ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ସଂକ୍ରମଣରେ ସେଠାରେ ଏବେସୁଦ୍ଧା ୨,୮୩୫ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ଧର୍ମଘଟକୁ ମଧ୍ୟାହ୍ନଭୋଜନ ପାଚିକା, ସହାୟିକାଙ୍କ ସମର୍ଥନ

ଭୁବନେଶ୍ୱର,୧୦ା୨: ଆସନ୍ତା ୧୨ ତାରିଖରେ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ପରିବର୍ତ୍ତନକୁ ବିରୋଧ କରିବା ସହ ଶ୍ରମିକ ବିରୋଧୀ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

Weight Loss Tips: ରାତିରେ ଖାଆନ୍ତୁ ଏହି ୫ ଜିନିଷ, ଶୀଘ୍ର କମିଯିବ ପେଟର ଚର୍ବି

ଆଜିର ଦ୍ରୁତ ଗତି ଜୀବନରେ, କାମର ଚାପ ଏବଂ ପରିବର୍ତ୍ତନଶୀଳ ଅଭ୍ୟାସ ସିଧାସଳଖ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି। ସମୟ ଅଭାବରୁ ଲୋକମାନେ ସଠିକ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri