ଦକ୍ଷିଣ କୋରିଆ ତିଆରି କରୁଛି କରୋନା କିଟ୍‌: ୧୦ ମିନିଟ୍‌ରେ ମିଳିବ ରିପୋର୍ଟ !

ସିଓଲ,୨୨।୩: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ସଂକ୍ରମିତଙ୍କଠାରେ ଭୂତାଣୁ ଚିହ୍ନଟ ପାଇଁ କରାଯାଉଥିବା ପରୀକ୍ଷାରେ ଅଧିକ ସମୟ ଲାଗୁଛି। ଫଳରେ ଏହାକୁ ରୋକିବାରେ ବାଧା ସୃଷ୍ଟି ହେଉଛି। ତେବେ ଭୂତାଣୁ ଚିହ୍ନଟ କରିବା ଲାଗି ଦକ୍ଷିଣ କୋରିଆ ପକ୍ଷରୁ ୧୦ ମିନିଟ୍‌ ମଧ୍ୟରେ ଶେଷ ହେଉଥିବା ଏକ କିଟ୍‌ ପ୍ରସ୍ତୁତି ସମ୍ପର୍କରେ ଗବେଷଣା ଜାରି ରହିଛି। ଏଥିରେ ସଫଳତା ମିଳିଲେ ପ୍ରତି ସପ୍ତାହରେ ୩ ଲକ୍ଷ କିଟ୍‌ ଦକ୍ଷିଣ କୋରିଆ ଅନ୍ୟ ଦେଶକୁ ରପ୍ତାନୀ କରିବାକୁ ଲକ୍ଷ୍ୟ ରଖିଛି। ଏହା ଦ୍ୱାରା କରୋନାର ମୁକାବିଲା କରିବାରେ ସହାୟତା ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କମିବା ପରେ ପୁଣି ବଢୁଛି ଦେଶରେ କରୋନା ସଂକ୍ରମଣ

ନୂଆଦିଲ୍ଲୀ,୫ ।୧୧: ଗତ କିଛିଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ଲକ୍ଷ୍ୟ କରାଯାଇଥିଲା । ହେଲେ ଗୁରୁବାର ପୁଣି ଏହି ସଂଖ୍ୟାରେ ବୃଦ୍ଧି...

ରାଜ୍ୟରେ ୩ହଜାର କରୋନା ଆକ୍ରାନ୍ତ, ୨ହଜାରରୁ ଊର୍ଦ୍ଧ୍ୱ ସୁସ୍ଥ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଥମିବାର ନାଁ ନେଉନି କରୋନା। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିଚାଲିଥିବାବେଳେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର...

ଆଜି ନେପାଳ ପାର୍ଲାମେଣ୍ଟ ନିର୍ବାଚନ

କାଠମାଣ୍ଡୁ,୨୦।୧୧(ପି.ଟି.): ନେପାଳ ପାର୍ଲାମେଣ୍ଟ ଏବଂ ପ୍ରାଦେଶିକ ବିଧାନସଭାଗୁଡ଼ିକ ଲାଗି ରବିବାର ଭୋଟଗ୍ରହଣ ହେବ। ଶାସକ ନେପାଳୀ କଂଗ୍ରେସ ନେତୃତ୍ୱାଧୀନ ମେଣ୍ଟ ବିଜୟୀ ହେବା ଆଶା କରାଯାଉଥିଲେ...

‘ଇମ୍ରାନ ନେତା ନୁହନ୍ତି, ଜଣେ ଆତଙ୍କବାଦୀ’

ଇସଲାମାବାଦ,୨୦ା୩: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନ୍‌ସାଫ (ପିଟିଆଇ)ର ଅଧ୍ୟକ୍ଷ ଇମ୍ରାନ ଖାନ ଆଜିକାଲି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମୟରେ ପାକିସ୍ତାନର ସୂଚନା...

ପାକିସ୍ତାନ ସୈନ୍ୟବାହିନୀରେ ୮ ଅଧିକାରୀଙ୍କୁ କରୋନା: ଡ୍ୟୁଟି କରିବାକୁ ଅମଙ୍ଗ ସୈନ୍ୟ

ଇସଲାମାବାଦ,୧୫।୩: ପାକିସ୍ତାନ ସୈନ୍ୟବାହିନୀରେ ଏବେ ସଙ୍କଟ ଦେଖାଦେଇଥିବା କୁହାଯାଉଛି। ଡ୍ୟୁଟି କରିବାକୁ ସୈନ୍ୟମାନେ ପଛଘୁଞ୍ଚା ଦେବାକୁ ଲାଗିଛନ୍ତି। କୁହାଯାଉଛି ପାକିସ୍ତାନ ସୈନ୍ୟବାହିନୀରେ ୮ ଅଧିକାରୀଙ୍କୁ କରୋନା...

ବଢୁଛି ସୁସ୍ଥହାର, କମୁଛନ୍ତି ଆକ୍ରାନ୍ତ

କଟକ ଅଫିସ,୧୭।୮: କଟକ ଜିଲାରେ ଆରୋଗ୍ୟ ହାର ବଢୁଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଏହି ତଥ୍ୟ...

ଝାରସୁଗୁଡାରେ ୨ ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଝାରସୁଗୁଡା ଅଫିସ,୧୮।୭: ଝାରସୁଗୁଡା ଜିଲାରେ କରୋନା ଦିନକୁ ଦିନ କାୟା ବିସ୍ତାର କରିଚାଲିଛି। ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ସହ ଟପିଲାଣି। ଶନିବାର ପୁଣି ୫...

ବିମାନରେ ଆଟେଣ୍ଡାଣ୍ଟଙ୍କୁ ପସନ୍ଦ ଆସିଲାନି ଯୁବତୀଙ୍କ ଡ୍ରେସ୍‌, କହିଲେ ଏମିତି କଥା…

ଓଟାଓ୍ବା,୫ା୮: ବିମାନ ଯାତ୍ରା ସମୟରେ ଯାତ୍ରୀମାନେ ନିଜ ପସନ୍ଦ ଏବଂ ଆରାମ ଲାଗିଲା ଭଳି ପୋଷାକ ପିନ୍ଧିଥାନ୍ତି। ମାତ୍ର ଏହି ଯାତ୍ରା ସମୟରେ ଜଣେ ଯୁବତୀଙ୍କ...

Advertisement
Archives

Model This Week