ଦକ୍ଷିଣ ଡାକୋଟାରେ ବିମାନ ଦୁର୍ଘଟଣା:୯ ମୃତ

ଓ୍ବାଶିଂଟନ,୧।୧୨: ଆମେରିକାର ଦକ୍ଷିଣ ଡାକୋଟାରେ ଶନିବାର ହୋଇଥିବା ଏକ ବିମାନ ଦୁର୍ଘଟଣାରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୨ ଶିଶୁ ଥିବାବଳେ ଅନ୍ୟ ୩ ଆହତ ହୋଇଛନ୍ତି। ଘନ କୁହୁଡି ଯୋଗୁ ଏହି ଦୁର୍ଘଟଣା ହୋଇଥିବା କୁହାଯାଉଛି। ପିଲାଟସ୍‌ ପିସି-୧୨ ବିମାନଟି ଉଡିବାର କିଛି ସମୟ ମଧ୍ୟରେ ଚାମ୍ବରଲେନ ବିମାନ ବନ୍ଦରର କିଛି ଦୂରରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଏଥିରେ ମୋଟ ୧୨ ଯାତ୍ରୀ ଥିଲେ। ଏବେ ଦୁର୍ଘଟଣାର ଯାଞ୍ଚ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାହାଯ୍ୟ କଲେ ଭୟଙ୍କର ପରିଣତି ଭୋଗିବ ଚାଇନା: ଆମେରିକା

ମସ୍କୋ, ୧୪ା୩: ୟୁକ୍ରେନ୍‌ ବିରୋଧରେ ଲଢ଼େଇ ପାଇଁ ରୁଷିଆ ଚାଇନାକୁ ସେନା ସହାୟତା ମାଗିଥିବା ନେଇ ଆମେରିକା ଅଭିଯୋଗ ଆଣିଛି। ସୋମବାର ରୋମରେ ଆମେରିକା ଓ...

ୟୁକ୍ରେନର ବିଭାଜିତ ଅଞ୍ଚଳରେ ବାଣିଜ୍ୟ ଓ ପୁଞ୍ଜି ବିନିଯୋଗ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ୱାଶିଂଟନ,୨୨ ।୨: ରୁଷିଆ ଦ୍ୱାରା ପୂର୍ବ ୟୁକ୍ରେନର ୨ଟି ଅଞ୍ଚଳକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦିଆଯିବା ପରେ ଆମେରିକା କଠୋର ପଦକ୍ଷେପ ନେଇଛି । ଆମେରିକା...

ବେରୁଟ୍‌ ବିସ୍ଫୋରଣର ହୃଦୟ ବିଦାରକ ଦୃଶ୍ୟ: ଆହତଙ୍କୁ ସ୍କୁଟିରେ ଡାକ୍ତରଖାନା ନେଲେ ଯୁବକ

ବେରୁଟ୍‌,୬ା୮: ମଙ୍ଗଳବାର ଲେବାନନ୍‌ର ରାଜଧାନୀ ବେରୁଟ୍‌ରେ ଘଟିଥିବା ଭୟାନକ ବିସ୍ଫୋରଣରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ହଜାର ହଜାର ଲୋକ ଆହତ ହୋଇଛନ୍ତି। ବିସ୍ଫୋରଣ...

ଆମେରିକାର ଚେତାବନୀ ପରେ ବି ମାନୁ ନାହାନ୍ତି କିମ, ଏକାଥରେ ୮ ବାଲେଷ୍ଟିକ ମିଶାଇଲର କଲେ ପରୀକ୍ଷଣ

ପୋଙ୍ଗୟାଙ୍ଗ,୫ ।୬: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜନ ଉନ ତାଙ୍କ କାର୍ଯ୍ୟକଳାପକୁ ନେଇ ଥାଆନ୍ତି ଖୁବ ଚର୍ଚ୍ଚାରେ । ପଡୋଶି ଦେଶ ଦକ୍ଷିଣ...

‘କରୋନା’ ଭୂତାଣୁ ଆତଙ୍କ: ଅନ୍ତର୍ଜାତୀୟ ସ୍ବାସ୍ଥ୍ୟ ସଙ୍କଟ ଘୋଷଣା କଲା ଡବ୍ଲ୍ୟୁଏଚଓ

ନୂଆଦିଲ୍ଲୀ,୩୧।୧: ଭୟଙ୍କର ‘କରୋନା’ ଭୂତାଣୁ ଗୋଟିଏ ପରେ ଗୋଟିଏ ଦେଶକୁ ବ୍ୟାପିବାକୁ ଲାଗିଛି। ଏହି ଭାଇରସ ଏବେ ବିଶ୍ୱର ୧୮ଟି ଦେଶରେ ପହଞ୍ଚିଛି। ପରିସ୍ଥିତିକୁ ଦେଖି...

ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡରେ ଆଗକୁ ବଢୁଛନ୍ତି ଋଷି ସୁନକ

ଲଣ୍ଡନ,୧୯ ।୭: ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡରେ ଧୀରେ ଧୀରେ ଆଗକୁ ବଢୁଛନ୍ତି । ସେ ତୃତୀୟ ରାଉଣ୍ଡ ଭୋଟରେ...

ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୧୬ଶହ, ୧୭ ମୃତ୍ୟୁ

ଇସ୍‌ଲାମାବାଦ,୩୦।୩: ପାକିସ୍ତାନରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ୧୦୦ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ସେଠାରେ ଆକ୍ରାନ୍ତଙ୍କ...

ଟିଟିପି ଶିବିରରେ ଆକ୍ରମଣ ହେଲେ ତାଲିବାନ-ପାକିସ୍ତାନ ଯୁଦ୍ଧ ହେବା ଆଶଙ୍କା…

ଇସଲାମାବାଦ,୭।୧ : ଶେହବାଜ ସରିଫ ସରକାର ଆତଙ୍କବାଦୀ ସଂଗଠନ ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି) ଶିବିର ଉପରେ ଆକ୍ରମଣ କରିବାକୁ ଧମକ ଦେବା ପରେ ଆଫଗାନିସ୍ତାନରେ ପାକିସ୍ତାନ...

Advertisement
Archives

Model This Week