Advertisement

ଦକ୍ଷିଣ ନାଇଜେରିଆରେ ୪ ପୋଲିସକର୍ମୀଙ୍କୁ ହତ୍ୟା

ଅବୁଜା,୨।୭: ଦକ୍ଷିଣ ନାଇଜେରିଆର ବୟେଲସାରେ ଥିବା ଏକ ପୋଲିସ ଷ୍ଟେଶନ ଭିତରେ ପଶି ଜଣେ ଅଜ୍ଞାତ ବନ୍ଧୁକଧାରୀ ଆଖିବୁଜା ଗୁଳି ଚାଳନା କରିବାରୁ ପ୍ରାୟ ୪ ପୋଲିସକର୍ମୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରାଜ୍ୟ ପୋଲିସ ପ୍ରବକ୍ତା ଅସିନିମ ବୁଟ୍‌ସଓ୍ବାଟ୍‌ କହିଛନ୍ତି, ରାଜ୍ୟ ରାଜଧାନୀ ୟେନାଗୋଆର ଅଗୁଡାମା ଏକପିତିଆମା ଅଞ୍ଚଳରେ ଏହି ଘଟଣା ଘଟିଛି। ଏଥିରେ ଜଣେ ଡିଭିଜନାଲ ଅଫିସର ଓ ୩ ପୋଲିସକର୍ମୀଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି କଲେ କାଟି ଦିଆଯିବ ହାତ

କାବୁଲ,୩ ।୯: ଆଫଗାନିସ୍ତାନରେ ନୂଆ ସରକାର ଗଠନ ହେବା ପୂର୍ବରୁ ତାଳିବାନର କ୍ରୁରତା ବାଲା ପଦକ୍ଷେପ ସାମ୍ନାକୁ ଆସିଛି । ଅପରାଧ ପାଇଁ ତାଲିବାନ ପକ୍ଷରୁ...

ରୁଷିଆ ଉପରେ କଠୋର ପ୍ରତିବନ୍ଧକ ଲଗାଇବାକୁ ପାଶ୍ଚାତ୍ୟ ଦେଶଗୁଡିକୁ ୟୁକ୍ରେନ ରାଷ୍ଟ୍ରପତିଙ୍କ ନିବେଦନ

କିଭ୍‌,୨୭।୫: ଗତ ୯୩ ଦିନ ଧରି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରୁଛି। ଏହି ଯୁଦ୍ଧରେ ୟୁକ୍ରେନର ଅନେକ ସହର ନଷ୍ଟ ହୋଇଯାଇଛି। ଏଭଳି ପରିସ୍ଥିତିରେ...

ଆମଠୁ ଟିକସ ନିଅ

ଡାଭୋସ୍‌, ୨୦ା୧: କୋଭିଡ୍‌ ମହାମାରୀବେଳେ ବିଶ୍ୱରେ ବିତ୍ତଶାଳୀଙ୍କ ସମ୍ପତ୍ତି ବହୁଗୁଣିତ ହୋଇଥିବା ଏବଂ ସେମାନଙ୍କଠାରୁ ଅତିରିକ୍ତ ଟିକସ ଆଦାୟ କରି ତାହାକୁ ଉନ୍ନତିମୂଳକ କାର୍ଯ୍ୟରେ ଲଗାଯିବା...

ରୁଷିଆରେ ସୈନ୍ୟ ସଙ୍କଟ

କିଭ୍‌/ମସ୍କୋ,୧୯ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ୟୁକ୍ରେନ୍‌ ଦଖଲ ସ୍ବପ୍ନ ଧୂଳିସାତ ହେବା ପରେ ତାଙ୍କ ଶକ୍ତିଶାଳୀ ସେନା କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଆମେରିକା...

ଭାରତୀୟ ମତ୍ସ୍ୟଜୀବୀଙ୍କୁ ଧରିଲା ପାକିସ୍ତାନ

ନୂଆଦିଲ୍ଲୀ,୧୪ା୫: ପାକିସ୍ତାନର ସାମୁଦ୍ରିକ ସୁରକ୍ଷା ବାହିନୀ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭାରତୀୟ ମତ୍ସ୍ୟଜୀବୀ ଡଙ୍ଗା ଧରିଛି। ଏହି ଡଙ୍ଗାରେ ୮ ଜଣ ସଦସ୍ୟ ଥିଲେ।...

ତେଜୁଛି ଚାଇନା ବିରୋଧୀ ଚିନ୍ତାଧାରା

ବେଜିଂ,୬ା୫: କରୋନା ଭାଇରସ୍‌ ସାରା ବିଶ୍ୱକୁ ଭୟଙ୍କର ଭାବେ ଗ୍ରାସିଛି। ପ୍ରାୟ ୩୭ ଲକ୍ଷ ଲୋକ କରୋନାରେ ସଂକ୍ରମିତ ହୋଇଥିବାବେଳେ ଅଢ଼େଇ ଲକ୍ଷରୁ ଊର୍ଦ୍ଧ୍ୱ ଆଖିବୁଜିଲେଣି।...

ଡାଇବେଟିସ୍‌ ଆକ୍ରାନ୍ତଙ୍କ ପାଇଁ ଆଡଭାଇଜରୀ ଜାରି, ମେଟଫର୍ମିନ ସେବନ କରୁଥିବା ବ୍ୟକ୍ତି ଯାଞ୍ଚ୍‌ କରନ୍ତୁ ବି-୧୨ସ୍ତର…

ଲଣ୍ଡନ, ୨୩।୬ : ଡାଇବେଇଟିସ୍‌ ସମସ୍ୟା ଭୋଗୁଥିବା ଲୋକେ ଯେଉଁମାନେ ନିୟମିତ ଭାବରେ ମେଟଫର୍ମିନ ଟାବଲେଟ ନିଅନ୍ତି, ସେମାନଙ୍କ ଭିଟାମିନ ବ-୧୨ ସ୍ତରକୁ ନିୟମିତ ବ୍ୟବଧାନରେ...

୨୦୧୫ରୁ ୨୦୨୨ ସର୍ବାଧିକ ଉତ୍ତପ୍ତ

ଓ୍ବାଶିଂଟନ,୭।୧୧: ଜଳବାୟୁ ପରିବର୍ତ୍ତନ କାରଣରୁ ବିଶ୍ୱ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ୨୦୧୫ରୁ ୨୦୨୨ ସବୁଠାରୁ ଉତ୍ତପ୍ତ ବର୍ଷ ବୋଲି ଓ୍ବାଲର୍‌ଡ ମେଟେରୋଲୋଜିକାଲ ଅର୍ଗାନାଇଜେଶନ୍‌ (ଡବ୍ଲ୍ୟୁଏମ୍‌ଓ)...

Advertisement
Archives

Model This Week