ଦକ୍ଷିଣ ପାର୍ଶ୍ୱ ମଠ, କୋଠା ଉଚ୍ଛେଦ ଅଭିଯାନ ଜାରି

ପୁରୀ ଅଫିସ୍‌, ୨୧।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଚାଲିଛି ଉଚ୍ଛେଦ ଅଭିଯାନ। ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ପ୍ରଶାସନ ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ମଙ୍ଗଳବାର ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପାର୍ଶ୍ୱରେ ଥିବା ଦକ୍ଷିଣ ପାର୍ଶ୍ୱ ମଠର ବ୍ୟବସାୟିକ କୋଠା ଉଚ୍ଛେଦ କରାଯାଉଛି। ୨ ପ୍ଲାଟୁନ ପୋଲିସ ଫୋର୍ସ ଓ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ କୋଠା ଭଙ୍ଗାଯାଉଛି। ଏଥିସହ ଗଡନ୍ତି ଛକରେ ମଧ୍ୟ ଘରୋଇ ପ୍ଲଟର କୋଠା ଭଙ୍ଗାଯାଉଛି। ଉପଜିଲାପାଳ ଭବତାରଣ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲ୍ୟ ବିବାହ କରୁଛନ୍ତି ଶହେରୁ ୨୪ ଝିଅ

ବ୍ରହ୍ମପୁର ଅଫିସ୍‌,୨୨ା୧୧- କନ୍ୟା ସନ୍ତାନଙ୍କ ସଂଖ୍ୟା ବୃଦ୍ଧି, ସେମାନଙ୍କ ସୁରକ୍ଷା, ଗୁଣିଗାରେଡ଼ି ବିରୋଧରେ ସଚେତନତା ଏବଂ ଚିକିତ୍ସାଳୟଗୁଡ଼ିକର ଉନ୍ନତି ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଅଭିଯାନରେ...

ଚୋରାରେ ଚାଲିଥିଲା ବାଣ ବ୍ୟବସାୟ: ୨ ଦୋକାନ ସିଲ୍‌

ଖୋର୍ଦ୍ଧା ଅଫିସ,୧୧।୧୧: କରୋନା ଲାଗି ସରକାର ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବାଣ ବିକ୍ରି ଏବଂ ଫୁଟାଇବା ଉପରେ କଟକଣା ଜାରି କରିଛନ୍ତି। ଅନ୍ୟପଟେ ଖୋର୍ଦ୍ଧା...

ଓବିସି ହଷ୍ଟେଲ ଫାଟକରେ ତାଲା ଝୁଲୁଛି

ପଟ୍ଟାମୁଣ୍ଡାଇ,୨୭ା୬(ସ୍ବ.ପ୍ର.): ପ୍ରାୟ ୨ କୋଟି ଟଙ୍କା ବ୍ୟୟ ଅଟ୍ଟକଳରେ ପଟ୍ଟାମୁଣ୍ଡାଇ କଲେଜ ପରିସରରେ ନିର୍ମାଣ ହୋଇଥିବା ୧୦୦ ଶଯ୍ୟା ବିଶିଷ୍ଟ ଓବିସି ହଷ୍ଟେଲ ଫାଟକରେ ତାଲା...

ମୋଦିଙ୍କ ମନ୍ତବ୍ୟର ଉତ୍ତର ଦେଲେ ପାଓ୍ବାର, ଏତେ ବଡ଼ ମୂଲ୍ୟ ଦେବାକୁ ପଡ଼ିବ ବୋଲି ମୋର ଅନୁମାନ ନ ଥିଲା…

ମୁମ୍ବାଇ, ୩୦।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତବ୍ୟ ନେଇ ବରିଷ୍ଠ ନେତା ଶରଦ ପାୱାର ଏକ କଟାକ୍ଷ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ...

ଅଧ୍ୟକ୍ଷ ପଦ ପାଇଁ ଗେହଲଟଙ୍କ ନାମ ନେଇ ଚର୍ଚ୍ଚା, ପାଇଲଟଙ୍କ ଲାଗି ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ…

ନୂଆଦିଲ୍ଲୀ, ୨୪।୮ : ଦେଶର ସର୍ବ ପୁରାତନ ଦଳ କଂଗ୍ରେସ ଏକ ବଡ ପରିବର୍ତ୍ତନ ଆଡ଼କୁ ଅଗ୍ରସର ହେଉଛି। ଦଶନ୍ଧି ପରେ ସେ ଜଣେ ଅଣ-ଗାନ୍ଧୀ...

ଅସ୍ତରଙ୍ଗରୁ ସନ୍ଦିଗ୍ଧ ପାରା ଉଦ୍ଧାର

ଅସ୍ତରଙ୍ଗ,୧୬।୩(ଡି.ଏନ୍‌.ଏ.): ଓଡ଼ିଶା ପ୍ରତି ବାହ୍ୟ ଶତ୍ରୁର ବିପଦ ବଢ଼ିବାରେ ଲାଗିଛି। ଗତ କିଛିଦିନ ତଳେ ପାରାଦୀପ ପୋର୍ଟ ଅଞ୍ଚଳରୁ ଏକ ସନ୍ଦିଗ୍ଧ ପାରା ଧରାପଡ଼ିଥିବା ବେଳେ...

ଚିଦାମ୍ବରମଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ସିବିଆଇ

ନୂଆଦିଲ୍ଲୀ,୨୨ା୮(ପି.ଟି./ଆଇଏଏନ୍‌ଏସ୍‌): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ବହୁଚର୍ଚ୍ଚିତ ଆଇଏନ୍‌ଏକ୍ସ ମିଡିଆ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଗୁରୁବାର ସନ୍ଧ୍ୟା...

ଯୁବକଙ୍କୁ ତହସିଲଦାରଙ୍କ ଦୁର୍ବ୍ୟବହାର

ଭଦ୍ରକ ଅଫିସ, ୨୫।୯:  ଭଦ୍ରକ ଜିଲା ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୂତାର ଜଣେ ଯୁବକଙ୍କୁ ଦୁର୍ବ୍ୟବହାର କରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଉକ୍ତ...

Advertisement
Archives

Model This Week