Posted inଖେଳ

ଦକ୍ଷୀଣ ଏସୀୟ କ୍ରୀଡା: ସସ୍ମିତା, ସତ୍ୟଜିତଙ୍କୁ ସ୍ବର୍ଣ୍ଣିମ ସଫଳତା

ଭୁବନେଶ୍ୱର, ୫।୧୨(କ୍ରୀଡ଼ା ପ୍ରତିନିଧି)-
ନେପାଳର କାଠମାଣ୍ଡୁଠାରେ ଅନୁଷ୍ଠିତ ୧୩ତମ ଦକ୍ଷୀଣ ଏସିୟ କ୍ରୀଡାର ଖୋ ଖୋ ବିଭାଗରେ ଭାରତୀୟ ମହିଳା ଓ ପୁରୁଷ ଦଳ ସ୍ବର୍ଣ୍ଣ ପଦକଲାଭ କରିଛି। ପୁରୁଷ ଦଳ ବଙ୍ଗଳାଦେଶକୁ ହରାଇ ପ୍ରଥମସ୍ଥାନ ଅଧିକାର କରିଥିବା ବେଳେ ଭାରତୀୟ ମହିଳା ଦଳ ନେପାଳକୁ ହରାଇ ସ୍ବର୍ଣ୍ଣପଦକ ପାଇଛି। ଭାରତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଓଡ଼ିଶାର ସସ୍ମିତା ନାଥଶର୍ମା ଓ ସତ୍ୟଜିତ୍‌ ସିଂ ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରି ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବର୍ତ୍ତିଗଲେ ଓଡ଼ିଶାର ସ୍ନୋ ଗର୍ଲ ରଞ୍ଜିତା

ଭୁବନେଶ୍ୱର, ୨।୨ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ଏକମାତ୍ର ସ୍ନୋ ଗର୍ଲ ଭାବେ ବିଶେଷ ପରିଚିତ ରଞ୍ଜିତା ବେହେରା ଏକ ଭୟଙ୍କର ବିପଦରୁ ଅଳ୍ପକେ ରକ୍ଷା ପାଇଛନ୍ତି।...

ପୂର୍ବତନ ଚାମ୍ପିୟନ ଓଷ୍ଟାପେଙ୍କୋ ବିଦା

ପ୍ୟାରିସ୍‌, ୧ା୬(ପି.ଟି.): କ୍ଲେ କୋର୍ଟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନରୁ ବିଦାୟ ନେଇଛନ୍ତି ପୂର୍ବତନ ଚାମ୍ପିୟନ ଜେଲେନା ଓଷ୍ଟାପେଙ୍କୋ। ଏକାଧିକ ସିଡେଡ୍‌ ଖେଳାଳି ସହଜ ବିଜୟ...

ଚେନ୍ନାଇକୁ ଲାଗିଲା ବଡ଼ ଝଟ୍‌କା

ଦୁବାଇ,୧୪।୯: ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ସେପ୍ଟେମ୍ବର ୧୯ରୁ ୟୁଏଇ ମାଟିରେ ଆରମ୍ଭ ହେବାକୁ ଯାଉଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଚେନ୍ନାଇ...

ଭିଡିଓ କଲ୍‌ରେ ଅନୁଷ୍କା ସହ କଥା ହେଉଥିଲେ ବିରାଟ କୋହଲି, ପ୍ରଶଂସକ ଡାକ ଶୁଣି…

ଥିରୁଭାନନ୍ତପୁରମ,୩୦।୯: ଭାରତୀୟ ଦଳ ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ଭାରତ ପ୍ରଥମ ମ୍ୟାଚକୁ ଆଠ ଉଇକେଟରେ ଜିତିଥିଲା।...

ରାଜ୍ୟ ସ୍କୁଲ୍ସ ଓପନ୍‌ ଚେସ୍‌: ହର୍ଷିତଙ୍କୁ ଟାଇଟଲ୍‌

ଭୁବନେଶ୍ୱର, ୨୫।୧୧ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା ସେକ୍ରେଟାରୀଏଟ ରିକ୍ରେସନ କ୍ଲବ ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟ ସ୍କୁଲ୍ସ ଓପନ୍‌ ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ୭...

‘ବିରାଟ କୋହଲି ଜନ୍ମ ହୋଇ ନ ଥିବାବେଳେ ବି ଭାରତ ମ୍ୟାଚ୍‌ ଜିତୁଥିଲା’

କୋଲକାତା, ୨୫।୧୧: ଭାରତୀୟ ଅଧିନାୟକ ବିରାଟ କୋହଲି ଯେତେବେଳେ ଜନ୍ମ ହୋଇ ନ ଥିଲେ ସେତେବେ ବି ଭାରତ ମ୍ୟାଚ୍‌ ଜିତୁଥିଲା ବୋଲି ଲିଟିଲ୍‌ମାଷ୍ଟର ସୁନୀଲ...

କର୍ତ୍ତବ୍ୟ ପରାୟଣ ଯୋଗୀନ୍ଦର ଶର୍ମାଙ୍କୁ ଆଇସିସିର ପ୍ରଶଂସା

ନୂଆଦିଲ୍ଲୀ,୨୯।୩(ପି.ଟି.)-୨୦୦୭ ଟି୨୦ ବିଶକପ୍‌ ହିରୋ ପୂର୍ବତନ ଭାରତୀୟ କ୍ରିକେଟର ତଥା ପୋଲିସ୍‌ ଅଧିକାରୀ ଯୋଗୀନ୍ଦର ଶର୍ମାଙ୍କୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଭୂୟିୟସୀ ପ୍ରଶଂସା କରିଛି।...

ଅଲ ଇଣ୍ଡିଆ ଓପନ ଚେସ୍‌: ଶୀର୍ଷରେ ରାକେଶ

କଟକ ଅଫିସ,୧୯ା୪- ଟ୍ରିପଲ ସି’ ଚେସ୍‌ କ୍ଲବ ଆନୁକୂଲ୍ୟରେ ଜବାହାରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଅଲ ଇଣ୍ଡିଆ ଓପନ ଚେସ୍‌ ଚାମ୍ପିୟନଶିପରେ ଗୁରୁବାର...

Advertisement
Archives

Model This Week