ଦନ୍ତାହାତୀ ଆକ୍ରମଣରେ ଜଣେ ଗୁରୁତର

କେନ୍ଦୁଝର,୧୪।୧: କେନ୍ଦୁଝର ଜିଲା ତେଲକୋଇ ଥାନା କୁଣ୍ତେଇହତା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ କରିଛି ଦନ୍ତା ହାତୀ। ରବିବାର ବିଳମ୍ବିତ ରାତିରେ ଆକ୍ରମଣ କରିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ବନବିଭାଗ ଏବଂ ଗ୍ରାମବାସୀ ଦନ୍ତା ହାତୀଟିକୁ ଘୋଉଡ଼ାଉ ଥିବାବେଳେ ବିଜୟ କୁମାର ପ୍ରଧାନ(୪୨) ସେମାନଙ୍କ ପାଟି ଶୁଣି ଘରୁ ବାହାରି ଆସୁ ଥିବାବେଳେ ହାତୀଟି ହଠାତ୍‌ ଘରକୁ ପଶିଯାଇ ପ୍ରଥମେ ଶଣ୍ତରେ କଚ଼ାଡି ଦେଇଥିଲା। ପରେ ଗୋଡ଼ରେ ଆକ୍ରମଣ କରିଥିଲା। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଫରେଷ୍ଟ ଗାଡ଼ିରେ ତେଲକୋଇ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ ସେଠାରେ ସଙ୍କଟାପନ୍ନ ହେବାରୁ ସରକାରୀ ୧୦୮ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ମୁଖ୍ୟ ଚ଼ିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?