ଦନ୍ତାହାତୀ ୪ ଘର ଭାଙ୍ଗିଲା

ଟାଙ୍ଗୀ(କଟକ),୧୯ା୭(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ କହ୍ନେଇପୁର ପଞ୍ଚାୟତ ବଡ଼ପୋଖରୀ ମୌଜା ଧାନବେଣୀ ଆଦିବାସୀ ବସ୍ତିର ଧୁନା ପିଙ୍ଗୁଆ, କଇରି ପିଙ୍ଗୁଆ, ରଶ୍ମି ସିଦ୍ଧୁ ଓ ନାଲୁଆ ପୂର୍ତ୍ତିଙ୍କ ଘର ଭାଙ୍ଗିଦେଇଛି। ଖାଦ୍ୟ ଅନ୍ବେଷଣରେ ହାତୀ ଗ୍ରାମ ମୁହଁା ହୋଇ ଫେରିଯାଇଥିବା ବନପାଳ ଚନ୍ଦ୍ରଶେଖର ଦାଶ କହିଛନ୍ତି। ସୂଚନା ଅନୁଯାୟୀ, କଟକ ବନଖଣ୍ଡ ଡାଳିଯୋଡ଼ା ରେଞ୍ଜ ଅଧୀନ ଏହି ଅଞ୍ଚଳରେ ହାତୀଙ୍କ ଉପତ୍ାତ ଦେଖିବାକୁ ମିଳିଥାଏ। ମାତ୍ର ସାମୁଦ୍ରିକ ଝଡ ‘ଫନୀ’ ପରେ ହାତୀପଲ ଆସିବା କମିଥିଲେ ମଧ୍ୟ ଗୋଟିଏ ଦନ୍ତା ହାତୀ ସ୍ଥାନୀୟ କାଳିଆମ୍ବା ଜଙ୍ଗଲରେ ରହୁଛି। ସଞ୍ଜ ନଇଁଲେ ବସ୍ତି ତଥା ଗଁା ମୁହଁା ହେଉଥିବା ବନପାଳ ଦାଶ କହିଛନ୍ତି। ସ୍ଥାନୀୟ ସମିତି ସଭ୍ୟ ରାଜେଶ ରଞ୍ଜନ ଷଡ଼ଙ୍ଗୀ କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିବା ସହ ସରକାରୀ ସହାୟତା ପ୍ରଦାନ ନିମନ୍ତେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri