ଦନ୍ତା ଆକ୍ରମଣରେ ବୃଦ୍ଧାଙ୍କ ଜୀବନଗଲା

ବାରିପଦା ଅଫିସ,୨୫।୧୨: ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ବନାଞ୍ଚଳ ଅଧୀନ ଗୋଶାଣିପାଳ ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସ୍ନେହଲତା ସେଠୀ (୬୫)। ସେ ସକାଳୁ ଗ୍ରାମ ନିକଟସ୍ଥ କାତରା ନଦୀକୁ ଶୌଚ ହେବାକୁ ଆସିଥିବା ସମୟରେ ପଛପଟୁ ଦନ୍ତା ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ବାଙ୍ଗିରିପୋଷି ବନାଞ୍ଚଳ ଅଧିକାରୀ ତପନ ଦାସ ଓ ଥାନାଧିକାରୀ ଦୟାନିଧି ଦାସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବାରିପଦା ପିଆରଏମ ମେଡିକାଲକୁ ପଠାଇଛନ୍ତି। କ୍ଷତିପୂରଣ ବାବଦରେ ମୃତକଙ୍କ ପରିବାର ଲୋକଙ୍କୁ ବନବିଭାଗ ତରଫରୁ ୪୦ ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବୈରଖପାଲି ପଞ୍ଚାୟତ ଶଟଡାଉନ

ବିଜେପୁର,୪।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ବୈରଖପାଲି ପଞ୍ଚାୟତର ସାଧୁପାଲିରେ ଜଣେ ୪୦ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସରପଞ୍ଚ ଟଙ୍କଧର...

ଜମି ବିବାଦରୁ ଗୁଳି, ବୋମାମାଡ଼

ବଡ଼ମ୍ବା,୭ା୪(ଡି.ଏନ୍‌.ଏ.): ସରକାରୀ ଜମି ଦଖଲକୁ ନେଇ ବଡ଼ମ୍ବା ଥାନା ଅନ୍ତର୍ଗତ ବୁଢ଼ାପଙ୍କ ଓ ଭଗବତପୁର ଗ୍ରାମବାସୀଙ୍କ ମଧ୍ୟରେ ମଙ୍ଗଳବାର ସକାଳେ ଗୋଷ୍ଠୀସଂଘର୍ଷ ଘଟି ଉଗ୍ରରୂପ ଧାରଣ...

ଆଇଟିଆଇ ହଷ୍ଟେଲର ୯ ମାସର ଫି’ ଛାଡ଼

ଭୁବନେଶ୍ୱର, ୪।୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରୀଛାତ୍ରଙ୍କ ୯ ମାସର ହଷ୍ଟେଲ ଫି’ ଛାଡ଼ କରାଯାଇଛି। ଏହାଦ୍ବାରା ସରକାରୀ...

ଆଜି ଦେଶବ୍ୟାପୀ ରେଳରୋକୋ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ସୋମବାର ସାରାଦେଶରେ ୬ ଘଣ୍ଟିଆ ରେଳରୋକୋ ହେବ। ପୂର୍ବାହ୍ନ ୧୦ରୁ ରେଳରୋକୋ ଆରମ୍ଭ ହୋଇ ଅପରାହ୍ନ ୪ଟା...

ଲୋକଙ୍କ ସମସ୍ୟା ଦୂର କର, ଆବଶ୍ୟକତା ପୂରଣ କର

ଜୁନାଗଡ଼,୧୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭାଜପା ପକ୍ଷରୁ ବୁଧବାର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ୬ ଦଫା ଦାବିପତ୍ର ସ୍ଥାନୀୟ ବିଡ଼ିଓ ଦୁଲାରାମ ମାରାଣ୍ଡିଙ୍କୁ ପ୍ରଦାନ...

ଠିକାଦାରଙ୍କୁ ଅପହରଣ: ସୁନା ଗହଣା ଦେଇ ମୁକୁଳାଇଲେ ସ୍ତ୍ରୀ

ଆସିକା,୨୭ା୪(ଡି.ଏନ୍‌.ଏ.)- ଆସିକା ଥାନାର ଆଲିପୁର ଗ୍ରାମଠାରେ ଗୁରୁବାର ରାତି ପ୍ରାୟ ୮ଟାରେ ଜଣେ ଠିକାଦାର ଓ ତାଙ୍କ ସହଯୋଗୀଙ୍କୁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଅପହରଣ କରିନେଇଥିଲେ।...

ଗୁଣ୍ଡିଚା ମନ୍ଦିରକୁ ବାଇକ୍‌ରେ ପଶିଲେ ଜେଟିପି

ପୁରୀ ଅଫିସ,୩୦।୧୦: ଶ୍ରୀଗୁଣ୍ଡିଚା ମନ୍ଦିର ଭିତରକୁ ଗୁରୁବାର ରାତିରେ ଜଣେ ଖାକି ପୋଷାକଧାରୀ ବ୍ୟକ୍ତି ବାଇକ୍‌ ଚଳାଇ ପ୍ରବେଶ କରିବା ବେଳର ଭିଡିଓ ସୋସିଆଲ ମିଡିଆରେ...

କେନ୍ଦୁଝରରେ ଭାରତ ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ

କେନ୍ଦୁଝର,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଦରଦାମ ବୃଦ୍ଧି ଓ ଅନ୍ୟାନ୍ୟ ପ୍ରତିବାଦରେ ବିଭିନ୍ନ ରାଜନୈତିକ ଦଳ ଓ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ ଭାବେ...

Advertisement
Archives

Model This Week