ସମ୍ବଲପୁର, ୧୯।୬ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ତଥା ଯୁଯୁମୁରା ଥାନା ନୂଆବରଗାଁମାଲ ନିକଟରେ ହାତୀ ଆକ୍ରମଣରେ ଶୁକ୍ରବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଉକ୍ତ ଗ୍ରାମର ଅଷାଢ଼ୁ ଷଣ୍ଢ(୪୫)।
ସୂଚନଯୋଗ୍ୟ, ଅଷାଢ଼ୁ ଜଣେ ଜଣାଶୁଣା ଫୁଟବଲ ଖେଳାଳୀ ହୋଇଥିବା ବେଳେ ପେଷାରେ ଜଣେ ଟ୍ରାକ୍ଟର ଡ୍ରାଇଭର। ଗୁରୁବାର ସେ କାମସାରି ଘରକୁ ଫେରୁଥିଲେ । ଗାଁରୁ ମାତ୍ର ଅଳ୍ପ କିଛି ଦୂରରେ ଏକ ଦନ୍ତା ହାତୀ ତାଙ୍କୁ ଦଳି ଚକଡ଼ି ଦେଇଥିଲା। ଘଟଣଶସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ଓ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି ।
Posted inଆମ ଜିଲା ଖବର, ସମ୍ବଲପୁର View All
ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି
କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…
କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି
ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…
ସ୍କୁଲ ବସ୍ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର
ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…
୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…
ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା
ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…
ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍
ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍ । ସୂଚନା ଅନୁସାରେ…
ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ
ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…
ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ
ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

