ଦବଙ୍ଗ-୩ ଟ୍ରେଲର୍‌: ୧୬ ଘଣ୍ଟାରେ ୧୫ ମିଲିୟନ୍‌ରୁ ଅଧିକଥର ଦେଖିଲେଣି ଦର୍ଶକ

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ଙ୍କ ବହୁପ୍ରତୀକ୍ଷିତ ‘ଦବଙ୍ଗ-୩’ର ଟ୍ରେଲର ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ‘ଚୁଲବୁଲ୍‌ ପାଣ୍ଡେ’ ଚରିତ୍ରରେ ସଲ୍ଲୁ ପୁଣିଥରେ ଏହି ଦୀପାବଳିରେ ଦର୍ଶକଙ୍କ ମନୋରଞ୍ଜନ କରିବାକୁ ଆସୁଛନ୍ତି। ଟ୍ରେଲର୍‌ ରିଲିଜ୍‌ ହେବାର ୨୪ ଘଣ୍ଟା ନପୂରୁଣୁ ଏହାକୁ ୧୫ ମିଲିୟନରୁ ଅଧିକ ଦର୍ଶକ ଦେଖିସାରିଲେଣି। ସୋସିଆଲ ମିଡିଆରେ ମଧ୍ୟ ଟ୍ରେଲରକୁ ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ଦମଦାର କମେଡି ସାଙ୍ଗକୁ ସଲମନ ଖାନ୍‌ଙ୍କ ଆକ୍ସନ ଦର୍ଶକଙ୍କୁ ଖୁବ୍‌ ପସନ୍ଦ ଆସିଛି। ‘ଦବଙ୍ଗ-୩’ର ନିର୍ଦ୍ଦେଶନା ଭାର ପ୍ରଭୁଦେବା ଦେଉଛନ୍ତି। ସଲମାନଙ୍କ ଭାଇ ଅରବାଜ ଖାନ ଏହି ଚଳଚ୍ଚିତ୍ର ନିର୍ମାଣ କରୁଛନ୍ତି। ସଲମାନଙ୍କ ବ୍ୟତୀତ ଏହି ଫିଲ୍ମରେ ସୋନାକ୍ଷୀ ସିହ୍ନା ଏବଂ ନବାଗତା ସାଇ ମଞ୍ଜ୍ରେକର ଅଭିନୟ କରୁଛନ୍ତି। ଫିଲ୍ମଟି ଡିସେମ୍ବର ୨୦ରେ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଦିଶା ସାଲିଆନଙ୍କ ଆତ୍ମହତ୍ୟା ପୂର୍ବର ଭିଡିଓ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଜଡ଼ିତ ଥିବା କ୍ରମାଗତ ଅଭିଯୋଗ ହୋଇ ଆସୁଛି। ରିୟାଙ୍କୁ ମଧ୍ୟ...

କହୁ କହୁ କହିଦେଲେ

କ୍ୟାଟ୍ରିନା ଆଉ କେତେଦିନ ଜିଭକୁ ଲଗାମ ଦେଇଥାଆନ୍ତେ। ନିଜକୁ ଯେତେ ନିୟନ୍ତ୍ରଣରେ ରଖିଲେ ମଧ୍ୟ ଶେଷକୁ ଅସଲ କଥାଟି ତାଙ୍କ ପାଟିରୁ ବାହାରିଗଲା। ଏବେ ତ...

ସେହି ତିନି ବର୍ଷ

ବିଦ୍ୟା ବାଲାନ ବଲିଉଡ୍‌ର ଅନ୍ୟତମ ଲୋକପ୍ରିୟ ଅଭିନେତ୍ରୀ। ‘ଡାର୍ଟି ପିକ୍ଚର୍ସ’ ଏବଂ ‘କାହାନୀ’ ପରି ଚଳଚ୍ଚିତ୍ର ତାଙ୍କୁ ଚର୍ଚ୍ଚାର ପରିସରକୁ ଆଣିଥିଲା। ବିଦ୍ୟାଙ୍କ ଅଭିନୟ ଜୀବନର...

ପଖାଳ ଖାଇବା ଅଭ୍ୟାସରେ ପଡ଼ିଯାଇଥିଲି

ସୁନ୍ଦରଗଡ଼ ଏସ୍‌ପି ସୌମ୍ୟା ମିଶ୍ରା । ୨୦୧୪ ବ୍ୟାଚ୍‌ ଓଡ଼ିଶା କ୍ୟାଡରର ଆଇପିଏସ୍‌ ଅଫିସର। ଉତ୍ତରପ୍ରଦେଶର ଆମେଠିର ଜଙ୍ଗଲଟୋକ୍ରୀ ଗ୍ରାମର ସୌମ୍ୟା ଭାରତୀୟ ପୋଲିସ ପ୍ରଶାସନିକ...

୨୦୨୧ଇଦ୍‌ରେ ‘ଦବଙ୍ଗ’ ପ୍ରଶଂସକ ପାଳିବେ ଦୀପାବଳି

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ତାଙ୍କ ପ୍ରଶଂସକଙ୍କୁ ଖୁସି ଖବର ଦେଇଛନ୍ତି। ‘ଦବଙ୍ଗ -୩’ ପରେ ଏବେ ସେ ୨୦୨୧ ଇଦ୍‌ରେ ପରଦାକୁ ଆସୁଥିବା...

‘କେଦାରନାଥ’ର ଗୋଟିଏ ବର୍ଷ ପୂର୍ତ୍ତି: ପୋଷ୍ଟ ଲେଖି ପୁରୁଣା ସ୍ମୃତିକୁ ମନେ ପକାଇଲେ ସାରା

ବମ୍ବେ: ଇତିମଧ୍ୟରେ ଫିଲ୍ମ ‘କେଦାରନାଥ’କୁ ପୁରିଛି ଏକ ବର୍ଷ। ସୋସିଆଲ ମିଡିଆରେ ଫିଲ୍ମ ସହ ଜଡିତ କିଛି ଫଟୋ ଶେୟାର କରି ପୁରୁଣା ସ୍ମୃତିକୁ ମନେପକାଇଛନ୍ତି...

ଭାଇରାଲ ହେଉଛି ସୁମୋନାଙ୍କ ଦେଶୀ ଲୁକ୍‌

ବମ୍ବେ: ଦେଶୀ ଅବତାରରେ ସୁମୋନା ଚକ୍ରବର୍ତ୍ତୀ। କଥାଟି ଆମେ ମନରୁ କହୁନାହୁଁ ବରଂ ସୋସିଆଲ ମିଡିଆରେ ସେ ଶେୟାର କରିଥିବା କିଛି ଫଟୋରେ ତାଙ୍କର ଦେଶି...

୧୨ ବର୍ଷ ପରେ ‘ବାଳିକା ବଧୂ’ର ଆନନ୍ଦୀ ଦେଖାଯାଉଛନ୍ତି ଏପରି: ଚିହ୍ନିବା ହେବ କଷ୍ଟକର

‘ବାଳିକା ବଧୂ’ ଧାରାବାହିକର ଖ୍ୟାତନାମା ଅଭିନେତ୍ରୀ ଅଭିକା ଗର ଆନନ୍ଦୀ ଭାବରେ ବେଶ୍‌ ଜଣାଶୁଣା। ଏହି ସିରିଏଲ ତାଙ୍କୁ ପ୍ରତ୍ୟେକ ଘରେ ଆନନ୍ଦୀ ନାମରେ ପରିଚିତ...

Coronavirus Update


Archives

Model This Week

Why Dharitri