ଦବଙ୍ଗ-୩ ଟ୍ରେଲର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲ୍‌ମାନ ଖାନ୍‌ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଦବଙ୍ଗ-୩ର ଟ୍ରେଲର ରିଲିଜ୍‌ ହୋଇଛି। ୩ ମିନିଟ୍‌ର ଏହି ଟ୍ରେଲରରେ ସଲ୍‌ମାନଙ୍କ ବହୁ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିଛି। ପ୍ରଭୁ ଦେବାଙ୍କ ନିର୍ଦ୍ଦେଶିତ ଉକ୍ତ ଫିଲ୍ମରେ ସଲ୍‌ମାନ ପୋଲିସ ଅଫିସର ଚୁଲ୍‌ବୁଲ ପାଣ୍ଡେ ଚରିତ୍ରରେ ନଜରକୁ ଆସିବେ। ଏଥିସହ ମହେଶ ମାଞ୍ଜରେକରଙ୍କ ଝିଅ ସାଇ ମାଞ୍ଜରେକର ଏହି ଫିଲ୍ମରେ ଡେବ୍ୟୁ କରିବାକୁ ଯାଉଛନ୍ତି। ସେହିପରି ସୋନାକ୍ଷୀ ସିହ୍ନା ଓ ଅରବାଜ ଖାନଙ୍କୁ ମଧ୍ୟ ଦେଖିବାକୁ ମିଳିବ। ଏହି ଟ୍ରେଲରରେ ପୂର୍ବ ଅପେକ୍ଷା ଅଧିକ ଦବଙ୍ଗ ଅନ୍ଦାଜରେ ସଲମାନଙ୍କୁ ଦେଖିବାକୁ ମିଳିଛି। କମେଡି, ଆକ୍ସନ ଓ ଥ୍ରିଲରକୁ ନେଇ ଫିଲ୍ମଟି ଗତିଶୀଳ। ଡିସେମ୍ବର ୨୦ରେ ଏହି ଫିଲ୍ମ ପରଦାକୁ ଆସିବାକୁ ଥିବା ବେଳେ ଏହାକୁ ହିନ୍ଦୀ, କନ୍ନଡ, ତାମିଲ ଓ ତେଲ୍‌ଗୁ ଭାଷାରେ ରିଲିଜ୍‌ କରାଯିବ। ଟ୍ରେଲରକୁ ଦେଖି ପ୍ରଶଂସକମାନେ ଏବେ ଫିଲ୍ମର ରିଲିଜ୍‌ ଅପେକ୍ଷାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତଙ୍କ ଉପରେ ନିର୍ମାଣ ହେବ ଫିଲ୍ମ, ପୋଷ୍ଟର ରିଲିଜ୍‌

ବହୁତ କମ ଦିନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ...

ଫିଟ୍‌ନେସ୍‌ ପାଇଁ ସିରିୟସ୍‌

ବାବୁସାନ ମହାନ୍ତି। ଓଡ଼ିଆ ସିନେ ଜଗତର ଜଣେ ଆଗଧାଡ଼ିର ଅଭିନେତା। କେବଳ ଜଣେ ଅଭିନେତା ନୁହେଁ ଜଣେ ଭଲ ଗାୟକ ମଧ୍ୟ। ନିଜର ଅଭିନୀତ ଅନେକ...

ମା’ଙ୍କ ଜନ୍ମଦିନରେ ଦାମୀ କାର୍‌ ଉପହାର ଦେଲେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ର ମୋଷ୍ଟ ପପୁଲାର୍‌ ହିରୋ କାର୍ତ୍ତିକ ଆର୍ୟନ୍‌ଙ୍କୁ ନେଇ ଆଜିକାଲି ଖୁବ୍‌ ଚର୍ଚ୍ଚା। ଅଳ୍ପ ଦିନର ବଲିଉଡ୍‌ କ୍ୟାରିୟର୍‌ ଭିତରେ ସେ ବେଶ୍‌ ଲୋକପ୍ରିୟତା...

‘ବ୍ରହ୍ମାସ୍ତ୍ର’ ସହ ଯୋଡ଼ି ହେଲେ ଶାହରୁଖ

ବମ୍ବେ: ଫିଲ୍ମ ଦୁନିଆରୁ କିଛି ସମୟ ପାଇଁ ଦୂରେଇ ଯାଇଥିବା ଶାହରୁଖ ଖାନ୍‌ ପୁଣି ଥରେ ଫେରୁଛନ୍ତି। ନିର୍ଦ୍ଦେଶକ ଅୟାନ ମୁଖାର୍ଜୀଙ୍କ ‘ବ୍ରହ୍ମାସ୍ତ୍ର’ରେ ସେ ଏକ...

ଓ୍ବାଜିଦ୍‌‌ଙ୍କ ମା’ଙ୍କୁ କରୋନା

ବଲିଉଡ୍‌ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ପରଲୋକରେ ସ୍ତବ୍ଧ ହୋଇଯାଇଛି ବଲିଉଡ୍‌ ସଙ୍ଗୀତ ଜଗତ। ମାତ୍ର ୪୨ ବର୍ଷ ବୟସରେ ଓ୍ବାଜିଦ୍‌ଙ୍କ ମୃତ୍ୟୁକୁ ସହଜରେ...

ଗୋଟିଏ ସମୟରେ ଦୁଇ ହାତରେ ଲେଖିପାରୁଥିଲେ ସୁଶାନ୍ତ

ନୂଆଦିଲ୍ଲୀ- ବଲିଉଡ୍‌ର ଚର୍ଚ୍ଚିତ ଅଭିନେତା ସୁଶାନ୍ତ ସିଂ ରାଜପୁତ ଗତ ୧୪ ତାରିଖରେ ମୁମ୍ବାଇର ବାନ୍ଦ୍ରସ୍ଥିତ ନିଜ ବାସଭବନରେ ପଙ୍ଖାରେ ଝୁଲି ଆତ୍ମହତ୍ୟା କରିଥିଲେ। ବିହାରର...

ରିଲିଜ୍‌ ହେଲା ଫିଲ୍ମ ‘ଡ୍ରାଇଭ୍‌’ର ଗୀତ

ମୁମ୍ବାଇ: ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌ ଓ ଶୁଶାନ୍ତ ସିଂ ରଜପୁତଙ୍କ ଦ୍ୱାରା ଅଭିନୀତ ଫିଲ୍ମ ‘ଡ୍ରାଇଭ୍‌’ର ଦ୍ୱିତୀୟ ଗୀତ ରିଲିଜ୍‌ ହୋଇଛି। ଅବଶ୍ୟ ଗୀତଟି ବେଶି ଫୋକସ୍‌...

ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମାଙ୍କ ପରଲୋକ

ମୁମ୍ବାଇ,୮।୧୨: ବଲିଉଡ୍‌ର ନାଁ କରା କଳାକାର ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମା ତାମସି ସିଦ୍ଦିକିଙ୍କ ଶୁକ୍ରବାର ପରଲୋକ ହୋଇଛି। ସେ ଦୀର୍ଘଦିନ ଧରି କ୍ୟାନସରରେ ପୀଡିତ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *