ଦବିଲା ୧୦ ଲକ୍ଷର ତିତ୍‌ଲି ପ୍ରକଳ୍ପ:ମଧୁପୁର ବନ୍ଧ ଭାଙ୍ଗିବା ଆଶଙ୍କା

ବନ୍ତଳା,୨୪।୯(ଡି.ଏନ.ଏ.)

ଅନୁଗୋଳ ବ୍ଲକ ନନ୍ଦପୁର ପଞ୍ଚାୟତ ମଧୁପୁର ପୂର୍ତ୍ତ ବିଭାଗ ରାସ୍ତାକୁ ସଂଯୋଗ କରୁଥିବା ଗ୍ରାମ୍ୟ ରାସ୍ତା ୨୦୧୮ ସାମୁଦ୍ରିକ ଝଡ଼ ତିତ୍‌ଲିରେ ନଷ୍ଟ ହେବା ସହିତ ପୋଖରୀ ହୁଡା ମଧ୍ୟ ଭାଙ୍ଗି ଯାଇଥିଲା। ସେହି ସମୟରେ ପଞ୍ଚାୟତ ପାଣ୍ଠିରୁ ୩୦ ଟ୍ରିପ୍‌ ମୋରମ ଅସ୍ଥାୟୀ ଭାବେ ପକା ଯାଇଥିଲା। ପରବର୍ତ୍ତୀ ସମୟରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ମାଧ୍ୟମରେ ୧୦ ଲକ୍ଷ ଟଙ୍କା ଅନୁଦାନ ଆସିବା ପରେ ରାସ୍ତାର ଉନ୍ନତୀକରଣ ଓ ପୋଖରୀକୁ ସୁରକ୍ଷା ପାଇଁ ପକ୍କା କାନ୍ଥ ବ୍ୟବସ୍ଥା ହୋଇଥିଲା। ବ୍ଲକ ପ୍ରଶାସନ ପକ୍ଷରୁ କନିଷ୍ଠ ଯନ୍ତ୍ରୀଙ୍କ ନାମରେ ଆସିଥିବା ଏହି କାର୍ଯ୍ୟ ୨୦୧୯ ଜୁନରେ ଶେଷ ହୋଇଥିଲା। ପ୍ରାୟ ୬୦ ମିଟର ପକ୍କା ସୁରକ୍ଷା କାନ୍ଥ କରାଯାଇଥିଲା। କିନ୍ତୁ ବର୍ତ୍ତମାନ ଲଘୁଚାପ ଜନିତ ବର୍ଷା ଓ ପୋଖରୀରେ ପାଣି ପୂର୍ଣ୍ଣ ହୋଇଯିବା ଯୋଗୁ ପକା କାନ୍ଥ ଦବିବା ସହିତ ବିଭିନ୍ନ ଜାଗାରେ ଫାଟ ସୃଷ୍ଟି ହୋଇଛି। ଏଥିସହିତ ମାଟି ଅତଡା ଖସୁଛି। ଏପରି କ୍ଷେତ୍ରରେ କୌଣସି ମୁହୂର୍ତ୍ତରେ ପୋଖରୀ ହୁଡା ଭାଙ୍ଗିବାର ଆଶଙ୍କା ରହିଛି। ଫଳରେ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ଅନ୍ୟପକ୍ଷରେ ଯେଉଁ ଜାଗାରେ ପକା କାନ୍ଥ ଦିଆଯାଇଛି ସେଠାରେ ୫୦ ବର୍ଷ ପୂର୍ବରୁ ବଉଳି ନାଳ ଭାଙ୍ଗି ବିରାଟ ଘାଇ ସୃଷ୍ଟି ହୋଇଥିଲା। ତୁରନ୍ତ ଏହାକୁ ମରାମତି କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟଙ୍କ ହତ୍ୟା ମାମଲା: ବଡ଼ କଥା କହିଲେ ଆଇନ ମନ୍ତ୍ରୀ, ଜଣଜଣଙ୍କୁ…

ଭୁୁବନେଶ୍ୱର,୯।୫: GRP କନଷ୍ଟେବଲ ସୌମ୍ୟଙ୍କ ହତ୍ୟା ମାମଲାରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବ କହିଲେ ଆଇନ ମନ୍ତ୍ରୀ କହିଛନ୍ତି।…

ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ, ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ/ଛେନାପଦୀ,୯ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ ଏବଂ ଧମକ ଦେବା ଘଟଣାରେ ପୋଲିସ ଶନିବାର ଜଣକୁ ଗିରଫ କରିଛି l…

ବାଣନଇରେ ପିଇବାକୁ ନାହିଁ ପାଣି; ରାସ୍ତାରୋକୋ କହିଲେ ମହିଳା, ବୋରୱେଲ ଖୋଳିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ

ପୁରୁଷୋତ୍ତମପୁର,୯।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରାମ୍ଯ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କ ଖେଳ ଲୋକଙ୍କ ପାଇଁ କାଳ ସାଜିଛି । ଫଳରେ ବଡଖରିଡା ପଞ୍ଚାୟତର ବାଣନଇରେ…

ହୃଦୟ ବିଦାରକ କଥା କହିଲେ ବାପା ଗୋରୁ ମଇଁଷି ଭଳି ବାଡେଇଲେ, ଦୁଇ ଝିଅଙ୍କୁ…

ବାଲିଅନ୍ତା,୯।୫: ହୃଦୟ ବିଦାରକ କଥା କହିଲେ GRP କନଷ୍ଟେବଲ ସୌମ୍ୟଙ୍କ ବାପା। ମୋ ପୁଅକୁ ୪୦ରୁ ୫୦ ଜଣ ପିଟି ମାରିଦେଲେ, ଏତେ କମ ଗିରଫ କାହିଁକି…

ଆସୁଛି ଲଘୁଚାପ; ଏହି ଜିଲାରେ ହୋଇପାରେ ପ୍ରବଳ ବର୍ଷା, ଓଡ଼ିଶାରେ…

ଭୁବନେଶ୍ବର,୯ା୫: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତ୍ତନଠାରୁ ଦେଢ଼ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ ଦିନରେ ଏହା ଆହୁରି ଘନୀଭୂତ…

ଜନଗଣନାକୁ ନେଇ ବିବାଦରେ ନୂଆମୋଡ଼, ସପକ୍ଷବାଦୀ-ବିପକ୍ଷବାଦୀ ମୁହାଁମୁହିଁ

ଗଜପତି,୯ା୫(ଗିରିଧାରୀ ପରିଚ୍ଛା): ସୀମାନ୍ତ ଗଙ୍ଗାବାଡ଼ ପଞ୍ଚାୟତରେ ଜନଗଣନାକୁ ନେଇ ବିବାଦରେ ନୂଆମୋଡ଼ ଆସିଛି। ଓଡ଼ିଶା ଜନଗଣନା ଅଧିକାରୀଙ୍କୁ ବିରୋଧ କରୁଛନ୍ତି ଆନ୍ଧ୍ର ସପକ୍ଷବାଦୀ ଲୋକ। ଗାଁରେ ରହୁଥିବା…

କୋଦଳା ବାଲି ଢ଼ାବା ନିକଟରେ ବଡ଼ ଦୁର୍ଘଟଣା; ଯାତ୍ରୀବାହୀ ବସ୍- ଟ୍ରକ ମୁହାମୁହିଁ ଧକ୍କା, ୧୫…

ଖଲ୍ଲିକୋଟ,୯ା୫(ପ୍ରଶାନ୍ତ କୁମାର ମିଶ୍ର): କୋଦଳା ଥାନା ବାଲି ଢ଼ାବା ନିକଟରେ ଏକ ଯାତ୍ରୀବାହୀ ବସ୍ ସହ ଟ୍ରକ ମୁହାମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୧୫ରୁ…

ସ୍ତ୍ରୀ-ସ୍ବାମୀଙ୍କୁ ଧକ୍କା ଦେଇ ଫେରାର ମାରୁଥିଲା କାର୍‌, ବାଟରେ ହେଲା ଚକା ପଙ୍କଚର, ଆଉ ତା’ ପରେ…

କଲ୍ୟାଣସିଂହପୁର,୯ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗର ନିକଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦ୍ରୁତଗତିରେ ଆସୁଥିବା ଏକ କାର୍‌ ବାଇକ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri