ଦମକଳକୁ ବାଟ ଓଗାଳିଲା ମିକ୍ସଚର ମେଶିନ

ବଲାଙ୍ଗୀର ଅଫିସ, ୨୫ା୫:  ବଲାଙ୍ଗୀର ସହରର ବରପାଲିପଡାରେ ଶନିବାର ଏକ ଟ୍ରାନ୍ସଫର୍ମରରେ ନିଅଁା ଲାଗି ଜଳି ଯାଇଛି। ଏ ନେଇ ଫୋନ୍‌ ପାଇବା ପରେ ଅଗ୍ନିଶମ ବିଭାଗ କର୍ମଚାରୀ ତତ୍‌କ୍ଷଣାତ୍‌ ଦମକଳ ସହ ବରପାଲିପଡା ଅଭିମୁଖେ ଛୁଟିଥିଲେ। ହେଲେ ବ୍ରାହ୍ମଣପଡାଠାରେ ଡ୍ରେନ୍‌ କାମରେ ନିୟୋଜିତ ମିକ୍ସଚର ମେଶିନ୍‌ଟି ଦମକଳକୁ ବାଟ ଓଗାଳିଥିଲା। ରାସ୍ତା ମଝିରେ ଏହି ମିକ୍ସଚର ମେଶିନକୁ ରଖିଦେଇ ସେଠାରେ କାମ କରୁଥିବା ଲୋକେ କୁଆଡେ ଯାଇଥିଲେ। ଫଳରେ ଦମକଳଟି ସେଠାରୁ ଆଉ ଆଗକୁ ଯାଇପାରି ନ ଥିଲା। ଶେଷରେ ଅଗ୍ନିଶମ ବିଭାଗ କର୍ମଚାରୀ ଗାଡିରୁ ଓହ୍ଲାଇ ମିକ୍ସଚର ମେଶିନ୍‌କୁ ରାସ୍ତା କଡକୁ ଠେଲି ସାଇଡ୍‌ କରିଥିଲେ। ଏଣୁ ଦମକଳ ବରପାଲିପଡାରେ ପହଞ୍ଚତ୍ଲା ବେଳକୁ ବିଳମ୍ବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?