ଦରବୃଦ୍ଧି ରୋକିବା ଦାବି କଲା ସିପିଆଇଏମ୍‌

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ)
ସିପିଆଇଏମ୍‌ ଭୁବନେଶ୍ୱର ଜିଲ୍ଲା କମିଟି ପକ୍ଷରୁ ଆକାଶଛୁଆଁ ଦରବୃଦ୍ଧି ରୋକିବା ଦାବିରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ଆର୍ଥିକ ନୀତି ଯୋଗୁ ଦେଶ ଘୋର ଆର୍ଥିକ ସଙ୍କଟର ସମ୍ମୁଖିନ ହେଉଛି। ତେଣୁ ରାଜ୍ୟ ସରକାର ରାଶନକାର୍ଡ ଜରିଆରେ ଯଥାଶୀଘ୍ର ଦୈନନ୍ଦିନ ଜୀବନରେ ଆବଶ୍ୟକ ସମସ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ପ୍ରଦାନ କରିବା, ନିତ୍ୟ ବ୍ୟବହାର୍ଯ୍ୟ ଖାଦ୍ୟ ଯେପରି ଆଳୁ ପିଆଜ, ଅଦା, ରସୁଣର ଉତ୍ପାଦନ ବୃଦ୍ଧି ପାଇଁ ପଦକ୍ଷେପ ଗ୍ରହଣ କରିବା ଆଦି ଦାବିରେ ସଙ୍ଗଠନ ପକ୍ଷରୁ ଏହି ପ୍ରତିବାଦ କରାଯାଉଛି। ଆୟୋଜିତ ଏହି ସଭାରେ ସିପିଆଇଏମ୍‌ ସାଲ ମାର୍ଣ୍ଡି, ଜଗଦିଶ ଜେନା, ରବୀନ୍ଦ୍ର ଟୁଡ଼ୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ସଫେଇ ସଂସ୍ଥାକୁ ନେଇ ବଢୁଛି ଅସନ୍ତୋଷ

ଭୁବନେଶ୍ୱର, ୩।୯ (ବ୍ୟୁରୋ): ପରିମଳ ବ୍ୟବସ୍ଥାକୁ ନେଇ ବାରମ୍ବାର ସମାଲୋଚନାର ଶିକାର ହେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ତଥାପି ଏହାକୁ ଗୁରୁତର ସହ ନ...

ଅପହୃତା ନାବାଳିକା ଉଦ୍ଧାର

ଭଦ୍ରକ ଅଫିସ, ୧୩।୧୨: ଭଦ୍ରକ ଟାଉନ ଥାନା ଅଧୀନ କୁଅଁ।ସ ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ନାବାଳିକାଙ୍କୁ ପୋଲିସ ଉଦ୍ଧାର କରିଛି। ଏଥିସହ ଅପହରଣରେ ସମ୍ପୃକ୍ତ...

ବିପର୍ଯ୍ୟୟ ସହାୟତା

ପ୍ରାକୃତିକ ବିପର୍ଯ୍ୟୟ ତାଲିକାରେ ଆସୁଥିବା ବନ୍ୟା, ବାତ୍ୟା, ଅଂଶୁଘାତ, ବଜ୍ରପାତ, ଅଗ୍ନିକାଣ୍ଡ, ସର୍ପାଘାତ ଆଦିରେ କାହାର ମୃତ୍ୟୁ ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ...

ସହରାଞ୍ଚଳ ରାସ୍ତାକଡ଼ ଖାଦ୍ୟ ନିରାପତ୍ତାକୁ ଗୁରୁତ୍ୱ: ରାସ୍ତାକଡ଼, ଭେଣ୍ଡିଂ ଜୋନ ଖାଦ୍ୟ ବ୍ୟବସାୟୀଙ୍କୁ ତାଲିମ ଦିଆଯିବ

ଭୁବନେଶ୍ୱର,୫।୧(ବ୍ୟୁରୋ)-ରାସ୍ତାକଡ ଠେଲା ଗାଡିରେ କିମ୍ବା ଭେଣ୍ଡିଂ ଜୋନରେ ଖାଦ୍ୟ ସାମଗ୍ରୀ ବିକ୍ରି କରୁଥିବା ବ୍ୟବସାୟୀଙ୍କୁ ତାଲିମ ଦିଆଯିବ। ଖାଦ୍ୟ ପ୍ରସ୍ତୁତି, ପରିବେଶ ଓ ପରିଚ୍ଛନ୍ନତା ଆଦି...

ପୁଣି ଗଡ଼ିବ ପିଙ୍କ୍‌ ଅଟୋ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜଧାନୀରେ ଲୁଟେରାଙ୍କ ଆତଙ୍କ ବଢ଼ିଯାଇଥିବାବେଳେ ମହିଳାଙ୍କ ସୁରକ୍ଷା ପାଇଁ ବନ୍ଦ ହୋଇଯାଇଥିବା ପିଙ୍କ୍‌ ଅଟୋ ସେବା ପୁଣି ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱର ଏବଂ...

ସୁମିତ-ତପସ୍ବିନୀ ମାମଲାର ଚୂଡ଼ାନ୍ତ ରାୟ ଆଜି

ବ୍ରହ୍ମପୁର ଅଫିସ,୪।୧: ଡା.ସୁମିତ ସାହୁ-ତପସ୍ବିନୀ ଦାଶ ମାମଲାକୁ ନେଇ ଜିଲାଜଜ୍‌ କୋର୍ଟରେ ଦାଏର ହୋଇଥିବା ଅପିଲର ଚୂଡ଼ାନ୍ତ ରାୟ ମଙ୍ଗଳବାର ପ୍ରକାଶ ପାଇବ। ଗଞ୍ଜାମ ଜିଲା...

ଅପହୃତା ନାବାଳିକାଙ୍କୁ ଖୋଜୁନି ପୋଲିସ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ନାବାଳିକା ଝିଅକୁ ଅପହରଣ କରାଯାଇଥିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି ବିଧବା ମା’। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିଥିଲେ ମଧ୍ୟ...

ବିପଜ୍ଜନକ ହେଉଛି ଇ-ବର୍ଜ୍ୟବସ୍ତୁ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଇ(ଇଲେକ୍ଟ୍ରୋନିକ)-ବର୍ଜ୍ୟବସ୍ତୁ ପରିବେଶ ପାଇଁ ଅତ୍ୟନ୍ତ କ୍ଷତିକାରକ। ଦିନକୁ ଦିନ ଇଲେକ୍ଟ୍ରୋନିକ ସାମଗ୍ରୀର ବହୁଳ ବ୍ୟବହାର ହେଉଥିବାରୁ ଏହାର ବର୍ଜ୍ୟବସ୍ତୁ ବଢ଼ିବାରେ ଲାଗିଛି। ତେବେ ଏହି ବର୍ଜ୍ୟବସ୍ତୁ...

Advertisement
Archives

Model This Week