ଦରମା ନ ପାଇ ଭିକ୍ଷା ମାଗିଲେ ଶିକ୍ଷୟିତ୍ରୀ

ଭୁବନେଶ୍ୱର,୨୮।୨ (ବ୍ୟୁରୋ): ଶିକ୍ଷାର ଆଲୋକ ଦେଖାଇ ପିଲାଙ୍କ ଭବିଷ୍ୟତ ଗଢୁଥିବା ଜଣେ ଶିକ୍ଷୟିତ୍ରୀ ଗୁରୁବାର ରାଜଧାନୀର ରାସ୍ତାରେ ଭିକ୍ଷା ମାଗୁଥିବା ଦେଖିବାକୁ ମିଳିଥିଲା। ସେ ହେଲେ ଅନୁଗୋଳ ମ୍ୟୁନିସିପାଲିଟି ସ୍କୁଲ ଶିକ୍ଷୟିତ୍ରୀ ଅନୁପମା ବିଶ୍ୱାଳ। ଅନୁପମା ଅଢେଇ ବର୍ଷ ହେବ ଦରମା ନ ପାଇ ଅତି ଦୟନୀୟ ସ୍ଥିତିରେ ଚଳୁଛନ୍ତି। ଅନୁପମାଙ୍କ କହିବା ଅନୁଯାୟୀ, ୩୩ ବର୍ଷ ଚାକିରି ମଧ୍ୟରେ ୧୯ଥର ବଦଳି ହେବା ସହ ୩ ଥର ନିଲମ୍ବନ ହୋଇଛନ୍ତି। ୨୦୧୮ ନଭେମ୍ବରରେ ତାଙ୍କ ସମସ୍ୟା ନେଇ ନବୀନ ନିବାସ ଯାଇଥିଲେ। ସେଠାରେ ପୋଲିସ ତାଙ୍କୁ ଉଠାଇ ନେଇଥିଲା। ପରେ ସେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଏବଂ ବିଭିନ୍ନ ପ୍ରଶାସନିକ ଅଧିକାରୀଙ୍କୁ ଅଭିଯୋଗ ଜଣାଇଥିଲେ ମଧ୍ୟ ସୁଫଳ ମିଳି ନ ଥିଲା। ଚାକିରି ଆଉ ଅଳ୍ପ ଦିନ ଥିବାରୁ ଦରମା ନ ପାଇ ପରିବାର ବହୁ କଷ୍ଟରେ ଚଳୁଛି। ପରିବାର ଚଳାଇବା ପାଇଁ ଏଭଳି ରାସ୍ତାରେ ଭିକ ମାଗୁଥିବା କହୁଥିଲେ। ମହିଳା ଜଣଙ୍କ କାନ୍ଦି କାନ୍ଦି ଅଚେତ ହୋଇଯିବାରୁ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?